Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କେନ୍ଦ୍ରକୁ ଓଡ଼ିଶା ମାଗିଲା ଅଗଷ୍ଟ ବର୍ଷା-ବନ୍ୟାର ସହାୟତା, ଦାବି କଲା ୧୫୬୯.୫୦ କୋଟି ଟଙ୍କା
  • ||
  • ରାଜ୍ୟରେ ଆଉ ୧୬ କରୋନା ସଂକ୍ରମିତଙ୍କ ମୃତ୍ୟୁ
  • ||
  • ରାଜ୍ୟରେ ୧୬୩୩ କରୋନା ସଂକ୍ରମିତ ଚିହ୍ନଟ
  • ||
  • ଟ୍ରକକୁ ପଛ ପଟୁ ପିଟିଲା ଟ୍ରଲର, ୨ ମୃତ
  • ||
  • ଡ଼କାୟତି ଯୋଜନା ପଣ୍ଡ, ବାଇପାସ କଡ଼ରୁ ୬ ଡକାୟତ ଗିରଫ
  • ||

କଟକ ତେଲେଙ୍ଗାପେଣ୍ଠ ସ୍ଥିତ ଗାନ୍ଧି ସ୍ମୃତିପୀଠରୁ ବିଜେପି ପକ୍ଷରୁ ଗାନ୍ଧି ସଂକଳ୍ପ ପଦଯାତ୍ରା ଆରମ୍ଭ

2/10/2019 at 1:18 PM

ଭୁବନେଶ୍ବର ୨।୧୦: ବିଜେପି ପକ୍ଷରୁ ଦେଶବ୍ୟାପୀ ଗାନ୍ଧି ସଂକଳ୍ପ ପଦଯାତ୍ରା ଆରମ୍ଭ କରାଯାଉଛି । ରାଜ୍ୟର ସମସ୍ତ ସଂସଦୀୟ ଓ ବିଧାନସଭା କ୍ଷେତ୍ରରେ ଏହି ପଦଯାତ୍ରା ଚାଲିବ । କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଏହି କାର୍ଯ୍ୟକ୍ରମକୁ କଟକର ତେଲେଙ୍ଗାପେଣ୍ଠ ସ୍ଥିତ ଗାନ୍ଧି ସ୍ମୃତି ପୀଠରୁ ଶୁଭାରମ୍ଭ କରିଛନ୍ତି ।

ପଦଯାତ୍ରା ଅବସରରେ ଗାନ୍ଧିଜୀଙ୍କ ବାର୍ତ୍ତା, ସ୍ବଦେଶୀ, ସ୍ବଚ୍ଛତା, ସ୍ବରାଜ, ସ୍ବାବଲମ୍ବୀ, ସରଳ ଜୀବନଯାପନ, ଜଳ ସଂରକ୍ଷଣ, ନିଶା ନିବାରଣ ଆଦି ସମ୍ପର୍କରେ ସାଧାରଣ ଜନତାଙ୍କୁ ସଚେତନ କରାଯାଉଛି । ଏହି ପଦଯାତ୍ରା ଅକ୍ଟୋବର ୨୫ ଯାଏଁ ଚାଲିବ ।

   Related Posts