Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ମହାରାଷ୍ଟ୍ର : ଭାରସାମ୍ୟ ହରାଇ ୩୦ ଫୁଟ ଖାଇକୁ ଖସିଲା ବସ୍, ୫ ଜଣଙ୍କ ମୃତ୍ୟୁ, ୩୫ ଆହତ
  • ||
  • କାର୍ଯ୍ୟରେ ଅବହେଳା ପାଇଁ ନିଲମ୍ବିତ ହେଲେ ଗୁଣୁପୁର ତହସିଲଦାର
  • ||
  • ଚେନ୍ନାଇ ସୁପରକିଙ୍ଗ୍ସକୁ ବଡ ଝଟକା, ଆହତ କାରଣରୁ ଆଇପିଏଲ୍‌ର ବାକି ମ୍ୟାଚ୍‌ରୁ ବାଦ୍ ପଡିଲେ ଡ୍ଵେନ ବ୍ରାଭୋ
  • ||
  • ରାଜ୍ୟରେ ଆଉ ୧୩ କରୋନା ସଂକ୍ରମିତଙ୍କ ମୃତ୍ୟୁ
  • ||
  • ରାଜ୍ୟରେ ୧୯୩୧ କରୋନା ସଂକ୍ରମିତ ଚିହ୍ନଟ
  • ||
  • ୧୨କୋଟି ଟଙ୍କାର ଜିଏସ୍‌ଟି ଠକେଇ ଅଭିଯୋଗ, ବିଭାଗ ପକ୍ଷରୁ ଛାନ୍‌ଭିନ୍‌ ଆରମ୍ଭ
  • ||
  • ବିଜାପୁରରେ ଏନ୍‌କାଉଣ୍ଟର : ଜଣେ ନକ୍ସଲ ନିହତ, ୨ ଯବାନ ଆହତ
  • ||
  • ମାଓବାଦୀଙ୍କ ବର୍ବର କାଣ୍ଡ , ପୋଲିସ ଇନଫର୍ମର ସନ୍ଦେହରେ ଘରୁ ଡାକି ନେଇ ହତ୍ୟା
  • ||

ଦୁର୍ନୀତି ଅଭିଯୋଗରେ ବ୍ଲକ କାର୍ଯ୍ୟାଳୟ ଘେରିଲା ବିଜେପି, ଜିଲ୍ଲାପାଳଙ୍କୁ ଦେଲା ଦାବିପତ୍ର

8/09/2020 at 2:42 PM

ଗଞ୍ଜାମ, ୦୮|୦୯  :  ଗଞ୍ଜାମ ଜିଲ୍ଲା ପୋଲସରା ବ୍ଳକ କାର୍ଯ୍ୟାଳୟକୁ ମଙ୍ଗଳବାର ଘୁମୁଷର ଜିଲ୍ଲା ବିଜେପି ପକ୍ଷରୁ ଘେରାଉ କରାଯାଇଛି । ବିଭିନ୍ନ ଦୁର୍ନୀତି ଅଭିଯୋଗରେ ଦଳ କାର୍ଯ୍ୟାଳୟକୁ ଘେରାଉ କରିଛି ।

ପୋଲସରା ବ୍ଲକରେ ଗତ କିଛି ବର୍ଷ ଧରି ଏନଅ।ରଜିଏସ କାମରେ ଦୁର୍ନୀତି ହେଉଥିବା ଅଭିଯୋଗ ହେଉଥିଲା ।ଏପରିକି ବିଭିନ୍ନ  ଉନ୍ନୟନମୂଳକ କାର୍ଯ୍ୟରେ ବ୍ୟାପକ ଅନିୟମିତତା ଅଭିଯୋଗ ମଧ୍ୟ ଆସିଥିଲା । ଏହାକୁ ନେଇ ଶତାଧିକ ବିଜେପି କର୍ମୀ ବ୍ଳକ କାର୍ଯ୍ୟାଳୟକୁ ଘେରାଉ କରିଥିଲେ । ଏହାସହ ଗୋଷ୍ଠୀ ଉନ୍ନୟନ ଅଧିକାରୀଙ୍କ ଜରିଅ।ରେ ଜିଲ୍ଲାପାଳଙ୍କୁ ଦାବିପତ୍ର ମଧ୍ୟ ପ୍ରଦାନ କରିଥିଲେ ।

   Related Posts