Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କଳାହାଣ୍ଡି : ଘର ବାହାରେ ଶୋଇଥିବା ବେଳେ ମାଡିଗଲା ଟ୍ରକ୍, ସ୍ତ୍ରୀ ମୃତ, ସ୍ବାମୀ ଗୁରୁତର
  • ||
  • ସାନଖେମୁଣ୍ଡି : କୋଭିଡ୍ କଟକଣା ଉଲଂଘନ କରି ଗାଁରେ ଚାଲିଥିଲା ବାହାଘର ଭୋଜିଭାତ, ବନ୍ଦ କଲା ପ୍ରଶାସନ
  • ||
  • ଚୋରି କରୁଥିଲା ବିଦ୍ୟୁତ ଖୁଣ୍ଟ, ଗାଁ ଲୋକଙ୍କ ହାତରେ ଧରାପଡିଲା ଚୋର
  • ||
  • ରାଜ୍ୟରେ କରୋନା ନେଲା ଆଉ ୨୧ଜଣଙ୍କ ଜୀବନ, ୨୧୬୧ରେ ପହଞ୍ଚିଲା ମୃତ୍ୟୁସଂଖ୍ୟା
  • ||
  • ୧୧ ହଜାର ଉପରେ କରୋନା ସଂକ୍ରମଣ, ରାଜ୍ୟରେ ଗତ ୨୪ଘଣ୍ଟାରେ ବାହାରିଲେ ୧୧,୮୦୭ ପଜିଟିଭ୍
  • ||
  • କମିଲା ତାତି : ଆଜି ଏହି ସବୁ ଜିଲ୍ଲାରେ ବଜ୍ରପାତ ସହ କୁଆପଥର ବର୍ଷା ସମ୍ଭାବନା
  • ||
  • ସଂକ୍ରମଣ ରୋକିବାକୁ ରାଜ୍ୟରେ ସାପ୍ତାହିକ ସଟ୍‌ଡାଉନ୍, ଜରୁରୀ ସେବାକୁ ଛାଡ଼ିଦେଲେ ସବୁ ବନ୍ଦ
  • ||

ବିଜେପିକୁ ବିଜେପିର ବିରୋଧ ; ବ୍ୟାନରରେ ଫଟୋ ନଥିବାକୁ ହଙ୍ଗାମା

9/02/2019 at 5:15 PM

କେନ୍ଦ୍ରାପଡା ୯|୨:  କେନ୍ଦ୍ରାପଡ଼ା ବିଜେପି କର୍ମକର୍ତ୍ତା ସମ୍ମିଳନୀରେ ହଙ୍ଗାମା । ଦଳୀୟ ବ୍ୟାନରରେ ଫଟୋ ନଥିବାକୁ ନେଇ ମୁହାଁମୁହିଁ ହୋଇଥିଲେ ଦୁଇ ଗୋଷ୍ଠୀ । ଜିଲ୍ଲା ସାଧାରଣ ସମ୍ପାଦିକା ଗୀତାଞ୍ଜଳି ସେଠୀ ଏବଂ ତାଙ୍କ ସମର୍ଥକ ସଭାସ୍ଥଳରେ ପହଞ୍ଚି ବିରୋଧ କରିଥିଲେ । ମଞ୍ଚରେ ଉପସ୍ଥିତ ଥିବା ଜିଲ୍ଲା ବିଜେପି ସଭାପତି ଦୁର୍ଯ୍ୟୋଧନ ସାହୁଙ୍କୁ ମଞ୍ଚରୁ ଓହ୍ଲାଇବାକୁ ଆହ୍ବାନ ଦେବା ସହ ମଞ୍ଚରେ ବନ୍ଧା ଯାଇଥିବା ବ୍ୟାନର କାଢ଼ିବାକୁ ଅଡ଼ି ବସିଥିଲେ । ସଭାସ୍ଥଳରେ ବେଶ୍‌ କିଛି ସମୟ ଧରି ଉତ୍ତେଜନା ଲାଗିରହିଥିବା ବେଳେ ସଭାସ୍ଥଳ ଛାଡ଼ି ଚାଲି ଯାଇଥିଲେ ଜିଲ୍ଲା ସାଧାରଣ ସମ୍ପାଦିକା । ହେଲେ ଏସବୁକୁ ମ୍ୟାନେଜ୍‌ କରି ଜିଲ୍ଲା ବିଜେପିରେ ସବୁ ନେତା ଏକାଠି ଅଛନ୍ତି ବୋଲି ବୁଝାଇବାକୁ ଚେଷ୍ଟା କରିଥିଲେ ଜିଲ୍ଲା ସଭାପତି ।

   Related Posts