Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ୫୦ ନେତାଙ୍କୁ ପ୍ରିୟଙ୍କା ଗାନ୍ଧୀଙ୍କ ଫୋନ୍ : ‘ଆପଣଙ୍କ ଟିକେଟ୍ କନଫର୍ମ୍, ନିର୍ବାଚନ ପାଇଁ ପ୍ରସ୍ତୁତ ହୁଅ’
  • ||
  • ଆଜିଠୁ ବଢିବ ବର୍ଷା, ୧୧ ଜିଲ୍ଲାରେ ପ୍ରବଳ ଛେଚିବ
  • ||
  • ୨୮୬ ବସ୍ତା ପିଡିଏସ ଚାଉଳ ଜବତ, ଚୋରାରେ ବିକ୍ରି ପାଇଁ ଯାଉଥିବା ବେଳେ ଧରିଲେ ଲୋକେ
  • ||
  • ଭୟ ବଢାଉଛି ମୃତ୍ୟୁସଂଖ୍ୟା : ରାଜ୍ୟରେ ଗତ ୨୪ଘଣ୍ଟାରେ କରୋନା ନେଲା ୪୩ ଜଣଙ୍କ ଜୀବନ
  • ||
  • କମୁଛି ସଂକ୍ରମଣ, ରାଜ୍ୟରେ ୨୪ ଘଣ୍ଟାରେ ୩୦୩୧ କୋଭିଡ୍ ପଜିଟିଭ୍ ଚିହ୍ନଟ
  • ||
  • ଜାମ୍ମୁ କାଶ୍ମୀର ସପୋରରେ ଏନକାଉଣ୍ଟର: ଲସ୍କର କମାଣ୍ଡର ସମେତ ୩ ଆତଙ୍କୀ ନିହତ
  • ||
  • ଆମେରିକା-ମେକ୍ସିକୋ ସୀମାରେ ହିଂସାକାଣ୍ଡ, ଦୁର୍ବୃତ୍ତଙ୍କ ଆଖିବୁଜା ଗୁଳିମାଡରେ ୧୮ ମୃତ
  • ||
  • ଆଜି ଅନ୍ତର୍ଜାତୀୟ ଯୋଗ ଦିବସ, ଏବର୍ଷର ଥିମ୍ ‘ୟୋଗା ଫର ୱେଲନେସ୍’
  • ||
  • ଆଜିଠୁ କ୍ୟାମ୍ପେନ୍ ମୋଡ୍‌ରେ ଟିକାକରଣ, ରାଜ୍ୟରେ ଦୈନିକ ୩ ଲକ୍ଷ ଭାକସିନେସନ୍ ଟାର୍ଗେଟ୍
  • ||

ସଚିବାଳୟ ଭିତରକୁ ଧସେଇ ପଶିବାକୁ ବିଜେପି କିଶାନ ମୋର୍ଚ୍ଚାର ଉଦ୍ୟମ ; ପୋଲିସ ସହ ଧସ୍ତାଧସ୍ତି

17/01/2019 at 12:23 PM

ଭୁବନେଶ୍ବର ୧୭|୧:  ସଚିବାଳୟ ଭିତରକୁ ଧସେଇ ପଶିବାକୁ ଉଦ୍ୟମ କରିଛି ବିଜେପି କିଶାନ ମୋର୍ଚ୍ଚା । ସଚିବାଳୟ ମଧ୍ୟକୁ ପଶିବାକୁ ଉଦ୍ୟମ ବେଳେ ପୋଲିସ ସହ ବିଜେପି କର୍ମୀ ଧସ୍ତାଧସ୍ତି ହୋଇଛନ୍ତି ।

ମଣ୍ଡିରେ ଧାନ ସମସ୍ୟା ନେଇ ସଚିବାଳୟ ଗେଟ୍‌ ସମ୍ମୁଖରେ ବିଜେପି କିଶାନ ମୋର୍ଚ୍ଚାର ସଦସ୍ୟ ଧାରଣା ଦେଇଥିଲେ । ମଣ୍ଡି ସମସ୍ୟାର ପ୍ରମାଣ ଧରି ମୁଖ୍ୟମନ୍ତ୍ରୀଙ୍କୁ ଭେଟିବାକୁ ଜିଦ୍ କରିଥିଲେ ଆନ୍ଦୋଳନରତ କର୍ମୀ । ଫଳରେ ୪ ନଂ ଗେଟ୍‌ ଭିତରକୁ ପଶିଯାଇଥିଲେ କର୍ମୀ । ମନ୍ତ୍ରୀ ସୂର୍ଯ୍ୟ ପାତ୍ରଙ୍କ ବହିଷ୍କାର ଦାବିରେ ମୁଖ୍ୟମନ୍ତ୍ରୀଙ୍କୁ ପ୍ରମାଣ ପତ୍ର ଦେବାକୁ ଯାଇଥିଲେ କର୍ମୀ । ଧସେଇ ପଶିବାକୁ ଉଦ୍ୟମ ବେଳେ ପୋଲିସ ସେମାନଙ୍କୁ ଅଟକାଇଥିଲା । ଫଳରେ ପୋଲିସ ଏବଂ କିଶାନ ମୋର୍ଚ୍ଚା କର୍ମୀଙ୍କ ମଧ୍ୟରେ ଧସ୍ତାଧସ୍ତି ହୋଇଛି ।

   Related Posts