ବରିଷ୍ଠ ବିଜେପି ନେତା ଦାମୋଦର ରାଉତଙ୍କ ପତ୍ନୀ ସ୍ନେହଲତା ମହାପାତ୍ରଙ୍କ ବିୟୋଗ

Published By : Prameya-News7 Bureau | March 21, 2019 IST

ଭୁବନେଶ୍ବର ୨୧|୩ : ବରିଷ୍ଠ ବିଜେପି ନେତା ତଥା ପୂର୍ବତନ ମନ୍ତ୍ରୀ ଡାକ୍ତର ଦାମୋଦର ରାଉତଙ୍କ ପତ୍ନୀ ସ୍ନେହଲତା ମହାପାତ୍ରଙ୍କ ପରଲୋକ ହୋଇଛି । ଭୁବନେଶ୍ବର ସ୍ଥିତ ଏକ ଘରୋଇ ହସ୍ପିଟାଲରେ ତାଙ୍କର ଦେହାନ୍ତ ହୋଇଛି । ସ୍ନେହଲତା ଦୀର୍ଘଦିନ ଧରି ଅସୁସ୍ଥ ଥିଲେ । ମୃତ୍ୟୁ ବେଳକୁ ତାଙ୍କୁ ୭୨ବର୍ଷ ବୟସ ହୋଇଥିଲା । ତାଙ୍କ ବିୟୋଗ ଖବରପାଇ ବହୁ ରାଜନେତା ଡାକ୍ତର ଦାମୋଦର ରାଉତଙ୍କ ବାସଭବନରେ ଶେଷ ଦର୍ଶନ କରୁଛନ୍ତି ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.