Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ସାଲେପୁର : ମକର ଯାତ୍ରାରୁ ନାବାଳିକାଙ୍କୁ ଟେକି ନେଇ ନଦୀପଠାରେ ଗଣଦୁଷ୍କର୍ମ, ଥାନାରେ ଏତଲା, ଭାଇରାଲ୍ ଭିଡିଓ ନେଇ ପୋଲିସର ଛାନଭିନ୍
  • ||
  • କେନ୍ଦ୍ରାପଡା : ଚିକିତ୍ସା ଅବହେଳାରୁ ରୋଗୀ ମୃତ୍ୟୁ ଅଭିଯୋଗ, ସିଡିଏମ୍‌ଓଙ୍କ କାର୍ଯ୍ୟାଳୟ ଆଗରେ ମୃତଦେହ ରଖି ପରିବାର ଲୋକଙ୍କ ଧାରଣା
  • ||
  • ବୌଦ୍ଧ : ATMରୁ ବାହାରିଲା କାଗଜ ପେଷ୍ଟ ଥିବା ୨୦ଟି ୫ଶହ ଟଙ୍କିଆ ନୋଟ୍, ଫେରସ୍ତ ନେବାକୁ ମନାକଲା ବ୍ୟାଙ୍କ୍ !
  • ||
  • ଭୁବନେଶ୍ବର : ରାଜ୍ୟରେ ବୁଧବାରଠୁ ପୁଣି ଟିକାକରଣ, ଟିକା ନେବେ ବଳକା ୧ ଲକ୍ଷ ୭୩ ହଜାର ୬୩୬ ଜଣ ସ୍ଵାସ୍ଥ୍ୟକର୍ମୀ
  • ||
  • ସମ୍ବଲପୁର : କିନ୍ନରଙ୍କଠାରୁ ୩ବର୍ଷର ଶିଶୁ କନ୍ୟାକୁ ଉଦ୍ଧାର କଲା ଚାଇଲ୍ଡ ଲାଇନ୍, ଚୋରି ସନ୍ଦେହ
  • ||
  • ଭୁବନେଶ୍ବର : STF ପଞ୍ଝାରେ ଧଳା ଜହର ବେପାରୀ, କୋଟିଏରୁ ଅଧିକ ଟଙ୍କାର ବ୍ରାଉନସୁଗାର ଜବତ
  • ||
  • ନବରଙ୍ଗପୁର : ଚଳନ୍ତା କାର୍‌ରେ ଲାଗିଲା ନିଆଁ, ଅଳ୍ପକେ ବର୍ତ୍ତିଲେ ଯାତ୍ରୀ
  • ||
  • ଢେଙ୍କାନାଳ : ହାତୀ ପୁଣି ନେଲା ଆଉ ଜଣଙ୍କ ଜୀବନ, ଶୌଚ ହେବାକୁ ଯାଇଥିବା କଚାଡି ମାରିଲା ଦନ୍ତା
  • ||
  • ବଲାଙ୍ଗୀର : ବିଚାରାଧୀନ କଏଦୀ ମୃତ, ହତ୍ୟା ମାମଲାରେ ଥିଲେ ଅଭିଯୁକ୍ତ
  • ||
  • ଶହେ ତଳକୁ ଖସିଲା ଦୈନିକ ସଂକ୍ରମିତଙ୍କ ସଂଖ୍ୟା : ରାଜ୍ୟରେ ଚିହ୍ନଟ ହେଲେ ଆଉ ୯୯ କୋଭିଡ୍ ପଜିଟିଭ୍‌, ୩୩୪୫୨୯ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||

ବିଜେପିର ସଦସ୍ୟତା ଅଭିଯାନ, ଜୁଲାଇ ୬ରୁ ଅଗଷ୍ଟ ୧୧ ପର୍ଯ୍ୟନ୍ତ ଚାଲିବ

30/06/2019 at 4:43 PM

ବାଲେଶ୍ବର ୩୦।୬: ବିଜେପିର ସଦସ୍ୟତା ଅଭିଯାନକୁ ତ୍ବରାନ୍ବିତ କରିବା ନିମନ୍ତେ ବାଲେଶ୍ବର ଭେନିୟା ପାରାଡ଼।ଇଜ କଲ୍ୟାଣ ମଣ୍ଡପରେ ଜିଲ୍ଲା ବିଜେପି ପକ୍ଷରୁ ଏକ ବୈଠକ ଅନୁଷ୍ଠିତ ହୋଇଯାଇଛି। ବିଜେପି ଜିଲ୍ଲା ସଭାପତି ତଥା ସଦର ବିଧାୟକ ମଦନମହୋନ  ଦତ ଏଥିରେ ଅଧ୍ୟକ୍ଷତା କରିଥିଲେ । କାର୍ଯ୍ୟକ୍ରମକୁ କେନ୍ଦ୍ରମନ୍ତ୍ରୀ ପ୍ରତାପ ଚନ୍ଦ୍ର ଷଡ଼ଙ୍ଗୀ ଉଦଘାଟନ କରିଥିଲେ ।

ଏହି ସଦସ୍ୟତା ଅଭିଯାନ ଜୁଲାଇ ୬ ତାରିଖରୁ ଆରମ୍ଭ ହୋଇ ଅଗଷ୍ଟ ୧୧ ତାରିଖରେ ଶେଷ ହେବ। ଜିଲ୍ଲାରେ ତୃଣମୂଳ ସ୍ତରରେ କେମିତି ସଂଗଠନକୁ ସୁଦୃଢ଼ କରାଯିବ ତାଉପରେ ପ୍ରତାପ ଷଡ଼ଙ୍ଗୀ ଆଲୋଚନା କରିଥିଲେ । ଦଳୀୟ କର୍ମୀମାନେ ଶୃଙ୍ଖଳିତ ହେବାପାଇଁ ମଧ୍ୟ ସେ ଆହ୍ବାନ କରିଥିଲେ ।

   Related Posts