Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କଟକ : କୁମ୍ଭମେଳା ଫେରନ୍ତା ୧୩ଜଣ କରୋନା ପଜିଟିଭ୍, ରେଳ ଯାତ୍ରୀଙ୍କ ରିପୋର୍ଟ ଯାଞ୍ଚ କଡାକଡି
  • ||
  • ଆଠମଲ୍ଲିକ : ଜଳ ପ୍ରକଳ୍ପ ସ୍ଥାନାନ୍ତର ପ୍ରତିବାଦ, ଉପଜିଲ୍ଲାପାଳ ଅଫିସ ସମ୍ମୁଖରେ ଗ୍ରାମବାସୀଙ୍କ ବିକ୍ଷୋଭ ପ୍ରଦର୍ଶନ
  • ||
  • ପୁରୀ : ସ୍ବଳ୍ପ ସଂଖ୍ୟକ ବ୍ୟକ୍ତିଙ୍କୁ ନେଇ ହେବ ପୁରୀର ପ୍ରସିଦ୍ଧ ସାହିଯାତ, କୋଭିଡ୍ କଟକଣା ଉପରେ ରହିବ ନଜର
  • ||
  • ମାଲକାନଗିରି : ପୋଲିସ-ନକ୍ସଲ ଗୁଳିବିନମୟ : ଜଣେ ନିହତ, ମୁଣ୍ଡ ଉପରେ ୫ଲକ୍ଷ ଟଙ୍କାର ପୁରସ୍କାର
  • ||
  • ତେଲକୋଇ : ମହୁଲ ବୋଝେଇ ମିନିଟ୍ରକ୍ ଜବତ, ଜଣେ ଅଟକ
  • ||
  • ସ୍ବଳ୍ପ ସଂଖ୍ୟକ ବ୍ୟକ୍ତିଙ୍କୁ ନେଇ ହେବ ପୁରୀର ପ୍ରସିଦ୍ଧ ସାହିଯାତ, କୋଭିଡ୍ କଟକଣା ଉପରେ ରହିବ ନଜର
  • ||
  • ଲମତାପୁଟ : ୧୧ଲକ୍ଷ ଟଙ୍କାର ଗଞ୍ଜେଇ ଜବତ, ୪ ଗିରଫ
  • ||
  • ରାଜ୍ୟରେ କରୋନା ନେଲା ଆଉ ୫ ଜଣଙ୍କ ଜୀବନ, ୧୯୫୩ରେ ପହଞ୍ଚିଲା ମୃତ୍ୟୁସଂଖ୍ୟା
  • ||
  • ରାଜ୍ୟରେ ୪ହଜାର ଉପରେ କରୋନା ସଂକ୍ରମଣ, ୨୪ ଘଣ୍ଟାରେ ୪୭୬୧ ପଜିଟିଭ୍ ଚିହ୍ନଟ
  • ||
  • ବ୍ରହ୍ମପୁର : ସରିଲା ବ୍ରହ୍ମପୁରର ପ୍ରସିଦ୍ଧ ମା ବୁଢୀ ଠାକୁରାଣୀଙ୍କ ଯାତ୍ରା
  • ||

ବିଜୁ ବାବୁଙ୍କ ୧୦୫ତମ ଜୟନ୍ତୀ ପାଳିଲେ ବିଜେପି ବିଧାୟକ

5/03/2021 at 1:42 PM

ନୀଳଗିରି ୫।୩: ବାଲେଶ୍ଵର ଜିଲ୍ଲା ନୀଳଗିରିର ବିଜେପି ବିଧାୟକ ଇଂ ସୁକାନ୍ତ କୁମାର ନାୟକ ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ୧୦୫ତମ ବିଜୁ ଜୟନ୍ତୀ ପାଳନ କରିଛନ୍ତି । ବିଜେପି ଅଫିସ ପରିସରରେ ବିଜୁ ପଟ୍ଟନାୟକଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପମାଲ୍ୟ ଅର୍ପଣ କରି ତାଙ୍କ ଜୀବନୀ ଉପରେ ବକ୍ତବ୍ୟ ରଖିଥିଲେ । ସଦାସର୍ବଦା ନିଜର ଗୁରୁ ବୋଲି ମାନୁଥିବା ବିଜୁବାବୁ ତାଙ୍କୁ ବହୁ ଭଲ ପାଉଥିଲେ । ତାଙ୍କ ପ୍ରେରଣାରେ ସେ ରାଜନୀତି ମାଧ୍ୟମରେ ଜନସେବା କରିବାକୁ ପ୍ରୋତ୍ସାହନ ପାଇଥିଲେ ବୋଲି କହିଥିଲେ । ଏହି ଅବସରରେ ବହୁ ବିଜେପି କର୍ମୀ ଉପସ୍ଥିତ ଥିଲେ । ସେହପରି ବରମପୁର ବାଉଁଶପାଳଠାରେ ଆୟୋଜିତ ଏକ ସଭାରେ ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ଜୀବନୀ ନେଇ ଏକ ଆଲୋଚନା ଚକ୍ର ଅନୁଷ୍ଠିତ ହୋଇଛି ।

   Related Posts