Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ପାଟଣା : ଭାରସାମ୍ୟ ହରାଇ ବ୍ରିଜ୍ ଉପରୁ ୨୦ଫୁଟ ତଳକୁ ଖସିଲା ବାଇକ୍, ୨ ଗୁରୁତର
  • ||
  • ନୀଳଗିିରି : ବିଦ୍ୟୁତ ବିଲ୍ ବୃଦ୍ଧି ପ୍ରତିବାଦରେ ସିପିଆଇର ରାସ୍ତାରୋକ
  • ||
  • ଢେଙ୍କାନାଳ : ମାଛ ଧରିବାକୁ ଯାଇ ନଦୀରେ ବୁଡିଗଲେ ମାଛ ଧରାଳି, ଚାଲିଗଲା ଜୀବନ
  • ||
  • ଭୁବନେଶ୍ବର : ଖରା ପାଇଁ ପାନୀୟ ଜଳ ବିଭାଗର ଛୁଟି ବାତିଲ
  • ||
  • ୨ ବିଶ୍ୱବିଦ୍ୟାଳୟରେ ନୂଆ କୁଳପତି, ରାଜଭବନ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ
  • ||
  • ଭୁବନେଶ୍ବର : ଡାକ୍ତରଖାନା ପାଇଁ କୋଭିଡ୍ ଗାଇଡ୍‌ଲାଇନ୍, ଆବଶ୍ୟକତା ନଥିଲେ ସଂକ୍ରମିତଙ୍କୁ ଆଡମିଶନ ମନା
  • ||
  • ସରିଲା ରାଜ୍ୟ କ୍ୟାବିନେଟ୍‌ ବୈଠକ, ୯ଟି ପ୍ରସ୍ତାବ ଉପରେ ବାଜିଲା ମୋହର
  • ||
  • ଭୁବନେଶ୍ବର : BMCର ପେଡ୍ କ୍ବାରେଣ୍ଟାଇନ୍ ବ୍ୟବସ୍ଥା, ନନ୍ ଏସି ୧୦୯୯ ଓ ଏସି ରୁମ୍ ୧୪୯୯ ଟଙ୍କା
  • ||
  • ଭୁବନେଶ୍ବର : ପିପିଲି ହିଂସା ଘଟଣା, ମୁଖ୍ୟ ନିର୍ବାଚନ ଅଧିକାରୀଙ୍କୁ ଭେଟିଲା ବିଜେଡି
  • ||
  • କରଞ୍ଜିଆ : ବିଡିଓଙ୍କ ମନମୁଖୀ କାର୍ଯ୍ୟକୁ ବିରୋଧ, ବ୍ଲକ କାର୍ଯ୍ୟାଳୟରେ ତାଲା ପକାଇ ନିର୍ବାଚିତ ଜନ ପ୍ରତିନିଧିଙ୍କ ଧାରଣା ୪ର୍ଥ ଦିନରେ
  • ||

୩ ବିଧାୟକଙ୍କୁ ବାଚସ୍ପତି ସସ୍‌ପେଣ୍ଡ କରିବା ପ୍ରସଙ୍ଗ, ଗାନ୍ଧି ମୂର୍ତ୍ତି ତଳେ ରାତି ସାରା ଧାରଣା ଦେବେ ବିଜେପି ସଦସ୍ୟ

3/04/2021 at 9:03 PM

ଭୁବନେଶ୍ବର ୦୩/୦୪ : ବିଧାନସଭାରୁ ୩ ବିଜେପି ବିଧାୟକଙ୍କ ନିଲମ୍ବନ ଘଟଣା ନୂଆ ମୋଡ ନେଇଛି । ବାଚସ୍ପତିଙ୍କ ନିଲମ୍ବନ ନିଷ୍ପତ୍ତିକୁ ବିରୋଧ କରି ବିଧାନସଭା ପରିସରରେ ଗାନ୍ଧି ମୂର୍ତ୍ତି ତଳେ ବସିଥିବା ବିଜେପି ସଦସ୍ୟମାନେ ରାତିସାରା ଧାରଣାରେ ବସିବେ ବୋଲି ନିଷ୍ପତ୍ତି ନେଇଛନ୍ତି । ଏହା ସହିତ ଆସନ୍ତା ସୋମବାର ରାଜ୍ୟପାଳଙ୍କୁ ଭେଟି ଏ ବାବଦରେ ଅଭିଯୋଗ କରିବେ ବୋଲି ସୂଚନା ମିଳିଛି ।

ସନ୍ଧ୍ୟାରେ, ଧାରଣାରେ ବସିଥିବା ବିଜେପି ବିଧାୟକମାନଙ୍କୁ ଭେଟିଥିଲେ ବାଚସ୍ପତି ସୂର୍ଯ୍ୟନାରାୟଣ ପାତ୍ର । ବିଜେପି ସଦସ୍ୟଙ୍କୁ ଧାରଣାରୁ ଉଠିଯିବାକୁ ଅନୁରୋଧ ମଧ୍ୟ କରିଥିଲେ । କିନ୍ତୁ ବିଧାୟକମାନେ ନିଜ ନିଜ ଜିଦରେ ଅଟଳ ରହିବା ସହିତ ଧାରଣାରୁ ଉଠିବାକୁ ରୋକ୍‌ଠୋକ୍‌ ମନାକରିଦେଇଥିଲେ ।

   Related Posts