Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ମହାରାଷ୍ଟ୍ର : ଭାରସାମ୍ୟ ହରାଇ ୩୦ ଫୁଟ ଖାଇକୁ ଖସିଲା ବସ୍, ୫ ଜଣଙ୍କ ମୃତ୍ୟୁ, ୩୫ ଆହତ
  • ||
  • କାର୍ଯ୍ୟରେ ଅବହେଳା ପାଇଁ ନିଲମ୍ବିତ ହେଲେ ଗୁଣୁପୁର ତହସିଲଦାର
  • ||
  • ଚେନ୍ନାଇ ସୁପରକିଙ୍ଗ୍ସକୁ ବଡ ଝଟକା, ଆହତ କାରଣରୁ ଆଇପିଏଲ୍‌ର ବାକି ମ୍ୟାଚ୍‌ରୁ ବାଦ୍ ପଡିଲେ ଡ୍ଵେନ ବ୍ରାଭୋ
  • ||
  • ରାଜ୍ୟରେ ଆଉ ୧୩ କରୋନା ସଂକ୍ରମିତଙ୍କ ମୃତ୍ୟୁ
  • ||
  • ରାଜ୍ୟରେ ୧୯୩୧ କରୋନା ସଂକ୍ରମିତ ଚିହ୍ନଟ
  • ||
  • ୧୨କୋଟି ଟଙ୍କାର ଜିଏସ୍‌ଟି ଠକେଇ ଅଭିଯୋଗ, ବିଭାଗ ପକ୍ଷରୁ ଛାନ୍‌ଭିନ୍‌ ଆରମ୍ଭ
  • ||
  • ବିଜାପୁରରେ ଏନ୍‌କାଉଣ୍ଟର : ଜଣେ ନକ୍ସଲ ନିହତ, ୨ ଯବାନ ଆହତ
  • ||
  • ମାଓବାଦୀଙ୍କ ବର୍ବର କାଣ୍ଡ , ପୋଲିସ ଇନଫର୍ମର ସନ୍ଦେହରେ ଘରୁ ଡାକି ନେଇ ହତ୍ୟା
  • ||

୨୦୧୯ ନିର୍ବାଚନ ପାଇଁ ପ୍ରସ୍ତୁତ ବିଜେପି ! ‘ ବିଜେପି ଫୋକସରେ ଓଡିଶା ‘

25/06/2018 at 9:35 AM

୨୦୧୯ ନିର୍ବାଚନ ପାଇଁ ପ୍ରସ୍ତୁତ ଥିବା ବିଜେପି କହିଛି | ବିଜେପି ତାର ନିର୍ବାଚନୀ ଅଭିଯାନ ଆରମ୍ଭ କରିଦେଇଛି | ପ୍ରତି ନିର୍ବାଚନ ମଣ୍ଡଳୀରେ ପ୍ରଭାରୀ ନିଯୁକ୍ତ ହୋଇଛନ୍ତି | ପ୍ରଭାରୀ ନିଜ ନିଜ ଅଂଚଳକୁ ଗସ୍ତ କରୁଛନ୍ତି |

   Related Posts