Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଜ୍ୟରେ ଆଉ ୫ କରୋନା ସଂକ୍ରମିତ ପ୍ରାଣ ହରାଇଲେ, ୧୭୪୪ରେ ପହଞ୍ଚିଲା ମୃତକଙ୍କ ସଂଖ୍ୟା
  • ||
  • ରାଜ୍ୟରେ ଚିହ୍ନଟ ହେଲେ ୩୭୮ କରୋନା ସଂକ୍ରମିତ, ୩୧୯୧୦୩ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ଭୂକମ୍ପରେ ଥରିଲା ଋଷ୍ ଏବଂ ଆର୍ଜେଣ୍ଟିନାରେ, ରିକ୍ଟର ସ୍କେଲରେ ୬.୪ ଓ ୬.୩ ତୀବ୍ରତା
  • ||
  • କରୋନା କବଳରୁ ବର୍ତ୍ତିବା ପାଇଁ ଶ୍ରୀଲଙ୍କା ଜେଲ୍‌ରେ କଏଦୀଙ୍କ ଭୟଙ୍କର ଦଙ୍ଗା : ୮ମୃତ
  • ||
  • ନୂଆଦିଲ୍ଲୀ : ସନ୍ଦୀପ କଟାରିଆ ହେଲେ ବାଟା ଗ୍ଲୋବାଲର ସିଇଓ, ପ୍ରଥମ ଭାରତୀୟ ଭାବେ ମିଳିଲା ଦାୟିତ୍ୱ
  • ||
  • ଲ୍ୟାଣ୍ଡମାଇନ୍ ବିସ୍ଫୋରଣରେ ଉଡିଲା ଟାଟା ସୁମୋ, ୨ ଗୁରୁତର
  • ||

ଆଜି ଓଡିଶା ଗସ୍ତରେ ଆସୁଛନ୍ତି ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଅମିତ ଶାହ, କେନ୍ଦୁଝରରେ ଆୟୋଜିତ ସଭାରେ ଦେବେ ଯୋଗ

12/04/2019 at 8:32 AM

କେନ୍ଦୁଝର ୧୨|୪: ପ୍ରଥମ ପର୍ଯ୍ୟାୟ ମତଦାନ ଶେଷ ହୋଇଛି । ରାଜ୍ୟରେ ବାକି ୩ ପର୍ଯ୍ୟାୟ ଭୋଟ୍ ପାଇଁ ବିଭିନ୍ନ ରାଜନୈତିକ ଦଳ ପ୍ରଚାରକୁ ଜୋରଦାର କରିଛନ୍ତି । ଆଜି ପ୍ରଚାର ପାଇଁ ପୁଣି ଓଡ଼ିଶା ଆସୁଛନ୍ତି ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଅମିତ ଶାହା । ପୂର୍ବାହ୍ନ୧୧ଟାରେ କେନ୍ଦୁଝରରେ ବିଜୟ ସଙ୍କଳ୍ପ ସମାବେଶରେ ଯୋଗଦେବେ। ସାଧାରଣ ସଭାରେ ଉଦବୋଧନ ଦେବେ ଶାହ । ଓଡିଶାରେ ମିଶନ୍ ୧୨୦ କୁ ସଫଳ କରିବାକୁ ଲାଗି ପଡିଛନ୍ତି କେନ୍ଦ୍ରୀୟ ବିଜେପି ନେତା । ସେଥିପାଇଁ ବାରମ୍ବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ରାଷ୍ଟ୍ରୀୟ ଅଧ୍ୟକ୍ଷ ଅମିତ୍ ସାହ ଓଡ଼ିଶା ଆସୁଛନ୍ତି । ମାସକ ମଧ୍ୟରେ ଏହା ଅମିତ ଶାହାଙ୍କର ପଞ୍ଚମ ଓଡ଼ିଶା ଗସ୍ତ ।

   Related Posts