Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କଟକ : ମୁଣ୍ଡଳୀ ବ୍ୟାରେଜରୁ ଡେଇଁ ଜଣେ ନିଖୋଜ, ବ୍ରିଜ୍ ଉପରେ ଅଛି ଗାଡି ଓ ମୋବାଇଲ୍
  • ||
  • ଖୋର୍ଦ୍ଧା : ଯୁବକକୁ ଖୋଜି ଆଣିବା ଦାବିରେ ଏସ୍‌ପି ଅଫିସ୍ ଘେରାଉ, ରବିବାରଠୁ ଗାଈ ଚରେଇବାକୁ ଯାଇ ଅଛନ୍ତି ନିଖୋଜ
  • ||
  • ଚାନ୍ଦବାଲି : ଖେଳୁଥିବା ବେଳେ ପୋଖରୀରେ ବୁଡିଗଲେ ଦେଢ ବର୍ଷର ଶିଶୁ କନ୍ୟା, ଡାକ୍ତରଖାନାରେ ମୃତ୍ୟୁ
  • ||
  • ଭୁବନେଶ୍ବର : ମମିତା ଘଟଣାରେ ରାଜଧାନୀ ହୁଲସ୍ତୁଲ, ଡିସିପି ଅଫିସ୍ ଘେରାଉ ବେଳେ ବିଜେପି କର୍ମୀ ଓ ପୋଲିସ ଧସ୍ତାଧସ୍ତି
  • ||
  • ନୟାଗଡ : ଗୁଣିଗାରେଡି ସନ୍ଦେହରେ ୫ ଜଣଙ୍କୁ ନିର୍ଯାତନା ଘଟଣା : ୫ ଜଣଙ୍କୁ ଗିରଫ କଲା ପୋଲିସ
  • ||
  • ମର୍ମନ୍ତୁଦ ଦୁର୍ଘଟଣା: ଡୋଡା ଘାଟିରେ ଖସିପଡିଲା ମାଟାଡୋର, ୮ ମୃତ ଓ ଅନେକ ଆହତ
  • ||
  • ଜଗତସିଂହପୁର : ଷ୍ଟାଡିୟମ୍ ନିକଟରୁ ମିଳିଲା ଯୁବକଙ୍କ ମୃତଦେହ, ବୁଧବାର ସନ୍ଧ୍ୟାରୁ ଥିଲେ ନିଖୋଜ
  • ||
  • କଳାହାଣ୍ଡି : ମମିତା ମେହେର ହତ୍ୟା ମାମଲାରେ କଂଗ୍ରେସର ଧାରଣା ୩ୟ ଦିନରେ, ମନ୍ତ୍ରୀ ଇସ୍ତଫା ନଦେଲେ ତୀବ୍ର ହେବ ଆନ୍ଦୋଳନ
  • ||
  • କଳାହାଣ୍ଡି : ଇନ୍ଦ୍ରାବତୀ ଦକ୍ଷିଣ ମୁଖ୍ୟ କେନାଲରେ ଘାଇ, ଶହ ଶହ ହେକ୍ଟର ଧାନ ଚାଷ ନଷ୍ଟ ଆଶଙ୍କା
  • ||
  • ଢେଙ୍କାନାଳ : ଶୌଚ ହୋଇ ଫେରିବା ବେଳେ ବୃଦ୍ଧଙ୍କୁ କଚାଡିଦେଲା ଦନ୍ତା, ଡାକ୍ତରଖାନାରେ ଚାଲିଗଲା ଜୀବନ
  • ||

ଠିକା କର୍ମଚାରୀ ନିଯୁକ୍ତିରେ ସଂରକ୍ଷଣ ବ୍ୟବସ୍ଥା ଲାଗୁ କରିବାକୁ ବିଜେପିର ଦାବି

13/10/2021 at 6:01 PM

ଭୁବନେଶ୍ବର ୧୩।୧୦: ରାଜ୍ୟ ବିଜେପି ଏସସି ମୋର୍ଚ୍ଚା ସଭାପତି ବିଭୁ ତରାଇଙ୍କ ସାମ୍ବାଦିକ ସମ୍ମିଳନୀ । ଠିକା କର୍ମଚାରୀ ନିଯୁକ୍ତିରେ ସଂରକ୍ଷଣ ବ୍ୟବସ୍ଥା ଲାଗୁ କରିବାକୁ ଦାବି କଲା ବିଜେପି । ଅକ୍ଟୋବର ୩୦ ସୁଦ୍ଧା ଠିକା ନିଯୁକ୍ତି ନୀତି ସ୍ପଷ୍ଟ ନକଲେ ଆନ୍ଦୋଳନକୁ ଓହ୍ଲାଇବ ରାଜ୍ୟ ବିଜେପି । ନଭେମ୍ବରରୁ ରାଜ୍ୟବ୍ୟାପୀ ଆନ୍ଦୋଳନ କରିବାକୁ ବିଜେପିର ଚେତାବନୀ । ବିଜେପି ଏସସି, ଏସଟି ଏବଂ ଓବିସି ମୋର୍ଚ୍ଚା ମିଳିତ ଭାବେ କରିବେ ଆନ୍ଦୋଳନ । ନିଯୁକ୍ତିରେ ଠକାମୀ କରିବାର ପ୍ରୟାସ କରିଛନ୍ତି ରାଜ୍ୟ ସରକାର ।

ସମ୍ବିଧାନରେ ନିଯୁକ୍ତି କ୍ଷେତ୍ରରେ ଏସସି, ଏସଟି ଓ ପଛୁଆବର୍ଗଙ୍କୁ ସଂରକ୍ଷଣ ଦେବାର ନିୟମ ରହିଛି । କିନ୍ତୁ ରାଜ୍ୟ ସରକାର ଠିକା ଶ୍ରମିକ ନିଯୁକ୍ତି କ୍ଷେତ୍ରରେ ସରକାର ସଂରକ୍ଷଣ ବ୍ୟବସ୍ଥା ଲାଗୁ କରିନାହାନ୍ତି । ଅନୁସୂଚିତ ଜାତି, ଅନୁସୂଚିତ ଜନଜାତି ଏବଂ ପଛୁଆ ବର୍ଗଙ୍କୁ ସଂରକ୍ଷଣ ଦେଲେନାହିଁ ରାଜ୍ୟ ସରକାର । ଏ ସରକାର ଦଳିତ, ଆଦିବାସୀ ଓ ପଛୁଆ ବର୍ଗ ବିରୋଧୀ ସରକାର । ବିଜେପି ଦାବି କରୁଛି ଯେ, ଯେଉଁ ମାନଙ୍କୁ ସଂରକ୍ଷଣ ଆଧାରରେ ନିଆଯାଇନାହିଁ । କେତେ ଶ୍ରମିକଙ୍କୁ ସଂରକ୍ଷଣ ଆଧାରରେ ନିଯୁକ୍ତି ଦେଇଛନ୍ତି ତାହାର ତାଲିକା ପ୍ରକାଶ କରନ୍ତୁ ରାଜ୍ୟ ସରକାର ।

   Related Posts