Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କୃଷକଙ୍କ ପରି ଆମକୁ ମଧ୍ୟ ଦେବାକୁ ପଡିବ ବଳିଦାନ, ତେବେ ଯାଇ ଜାମ୍ମୁ-କାଶ୍ମୀରରେ ଲାଗୁ ହେବ ୩୭୦: ଫାରୁକ ଅବଦୁଲ୍ଲା
  • ||
  • ମଙ୍ଗଳବାର କଥା ହେବେ ପୁଟିନ୍ ଓ ବାଇଡେନ୍, ୟୁକ୍ରେନ ହେବ ମୁଖ୍ୟ ପ୍ରସଙ୍ଗ
  • ||
  • ରାଜ୍ୟରେ ଆଉ ୨ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୮୪୨୨କୁ ବୃଦ୍ଧି
  • ||
  • ମାଆର ସାହସ ଆଗରେ ହାରିଲା ବାଘ, ନିଜ ପୁଅକୁ ମୃତ୍ୟୁ ମୁଖରୁ ଛଡାଇ ଆଣିଲେ ମହିଳା
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୮ ହଜାରରୁ ଅଧିକ କରୋନା ପଜିଟିଭ୍, ୨୭୯୬ ମୃତ
  • ||
  • ୨୪ ଘଣ୍ଟାରେ ରାଜ୍ୟରେ ଚିହ୍ନଟ ହେଲେ ୧୮୯ କରୋନା ସଂକ୍ରମିତ, ୧୦୫୦୨୪୯ରେ ପହଞ୍ଚିଲା ସଂଖ୍ୟା
  • ||
  • ୟୁକ୍ରେନ ଉପରେ ଆକ୍ରମଣ କରିବ ଋଷ ! ପୁଟିନଙ୍କ ଦେଢ ଲକ୍ଷରୁ ଅଧିକ ସୈନ୍ୟ ଅଛନ୍ତି ପ୍ରସ୍ତୁତ
  • ||
  • ଜାନୁଆରୀ-ଫେବୃଆରୀ ମଧ୍ୟରେ ଭାରତରେ ଆସିବ ତୃତୀୟ ଲହର, ଓମିକ୍ରନ୍ ସାଜିବ ବାହକ : ଦାବି କଲେ ବିଶେଷଜ୍ଞ
  • ||
  • ଚାଲିଥିଲା ଧାନ ଚୋରା ଚାଲାଣ, ୨୨୦ ବସ୍ତା ଜବତ କଲା ଯୋଗାଣ ବିଭାଗ
  • ||
  • ଜଓ୍ୱାଦ ଦୁର୍ବଳ, ଟଳିଲା ବଡ ବିପଦ : ପୁରୀଠୁ ୨୭୦ କିମି ଦୂରରେ କେନ୍ଦ୍ରୀଭୂତ
  • ||

କଂଗ୍ରେସ ବିଜେପିର ‘ବି’ ଟିମ୍‌, ସତ୍‌ସାହାସ ଥିଲେ ତଥ୍ୟ ପ୍ରମାଣ ସହ କୋର୍ଟ ଯାଆନ୍ତୁ : ବିଜେଡି

12/11/2021 at 3:29 PM

ଭୁବନେଶ୍ବର ୧୨।୧୧: କଳାହାଣ୍ଡି ଜିଲ୍ଲା ମହାଲିଙ୍ଗ୍ ସ୍ଥିତ ସନସାଇନ୍ ପବ୍ଲିକ୍ ସ୍କୁଲ ଅଧ୍ୟକ୍ଷା ମମିତା ମେହେର ହତ୍ୟାକାଣ୍ଡ ପ୍ରସଙ୍ଗରେ କଂଗ୍ରେସର ୬ ଘଣ୍ଟିଆ ହରତାଳ ନେଇ ସାମ୍ବାଦିକ ସମ୍ମିଳନୀ କରିଛି ବିଜେଡି । ସାମ୍ବାଦିକ ସମ୍ମିଳନୀରେ ସସ୍ମିତ ପାତ୍ର କହିଛନ୍ତି, କଂଗ୍ରେସର ହରତାଳ ଏକ ଉପହାସ । ଝିଅକୁ ନେଇ ରାଜନୀତି ନ କରିବାକୁ ମମିତାଙ୍କ ବାପା ଅନୁରୋଧ କରିଥିଲେ । ଏଭଳି ପ୍ରସଙ୍ଗରେ ରାଜନୈତିକ ଦଳ ଶସ୍ତା ରାଜନୀତି କରୁଛନ୍ତି ।

କଂଗ୍ରେସର କର୍ମୀ ଓ କର୍ମକର୍ତ୍ତା ଘରୁ ବାହାରି ନାହାନ୍ତି । ସତ୍‌ସାହାସ ଥିଲେ କଂଗ୍ରେସ ତଥ୍ୟ ପ୍ରମାଣ ସହ କୋର୍ଟକୁ ଯାଆନ୍ତୁ । କଂଗ୍ରେସ ବିଜେପିର ‘ବି’ ଟିମ୍‌ ବୋଲି ପୁଣି ଦୋହରାଇଲେ ସସ୍ମିତ । କଂଗ୍ରେସ ଓ ବିଜେପି ମଧ୍ୟରେ ଅଘୋଷିତ ମେଣ୍ଟ ହୋଇଛି ବୋଲି ସସ୍ମିତ କହିଛନ୍ତି ।

   Related Posts