Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ବାତ୍ୟା ‘ଜଓ୍ଵାଦ’ ପ୍ରଭାବ: ଆସନ୍ତାକାଲି ୧୯ ଜିଲ୍ଲାରେ ସ୍କୁଲ ଛୁଟି
  • ||
  • ରାଜଧାନୀ ଦିଲ୍ଲୀରେ ‘ଓମିକ୍ରନ’ ଆତଙ୍କ ! ବିଦେଶ ଫେରନ୍ତା ୧୨ ରୋଗୀ LNJPରେ ଭର୍ତ୍ତି
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୯ ହଜାରରୁ ଅଧିକ କରୋନା ପଜିଟିଭ୍, ୩୯୧ ମୃତ
  • ||
  • ଓ୍ୱାଙ୍ଖଡେ ଟେଷ୍ଟରେ ମୁହାଁମୁହିଁ ହେବେ ଭାରତ ଓ ନ୍ୟୁଜିଲାଣ୍ଡ : ଫେରିଲେ ବିରାଟ, ଦେଖିବାକୁ ମିଳିବ ରୋମାଞ୍ଚକର ଫାଇଟ୍
  • ||
  • ପାଟଣା ରେଞ୍ଜରେ ହାତୀ ଆତଙ୍କ, ନଷ୍ଟ କରୁଛନ୍ତି ପାଚିଲା ଧାନ
  • ||
  • ଓଡିଶାରେ ବିରଳ ଘଟଣା : ଯୁବକଙ୍କ ପେଟରୁ ବାହାରିଲା ଭ୍ରୂଣ, ୫ ଘଣ୍ଟାର ଅପରେସନ ପରେ ବାହାର କଲେ ଡାକ୍ତର
  • ||
  • ଚିନ୍ତା ବଢାଇଲା ଓମିକ୍ରନ, ଦକ୍ଷିଣ ଆଫ୍ରିକାରେ ଲକଡାଉନ୍: ଭାରତରେ ମଧ୍ୟ ସ୍ଥିତି ସାଂଘାତିକ
  • ||
  • ଓଡିଶାରେ ଘସି ହୋଇଯିବ ଜଓ୍ୱାଦ ! ଉପକୂଳରେ ପ୍ରବଳ ବର୍ଷା, ୯୦ କିମି ବେଗରେ ବହିବ ପବନ
  • ||
  • ଚୋରା କାରବାରରେ ନାବାଳକ : ନବମ ଶ୍ରେଣୀ ଛାତ୍ରଙ୍କ ବ୍ୟାଗରୁ ମିଳିଲା ୨ କେଜି ଅଫିମ
  • ||

ମମିତା ଘଟଣାରେ ରାଜଧାନୀ ହୁଲସ୍ତୁଲ, ଡିସିପି ଅଫିସ୍ ଘେରାଉ ବେଳେ ବିଜେପି କର୍ମୀ ଓ ପୋଲିସ ଧସ୍ତାଧସ୍ତି

28/10/2021 at 2:20 PM

ଭୁବନେଶ୍ବର ୨୮।୧୦: କଳାହାଣ୍ଡି ଜିଲ୍ଲା ମହାଲିଙ୍ଗ୍ ସ୍ଥିତ ସନସାଇନ୍ ସ୍କୁଲ ଅଧ୍ୟକ୍ଷା ମମିତା ମେହେର ହତ୍ୟା ଘଟଣାରେ ତୀବ୍ର ହେଉଛି ଆନ୍ଦୋଳନ । ଭୁବନେଶ୍ବର ସମେତ ବିଭିନ୍ନ ସ୍ଥାନରେ ଆନ୍ଦୋଳନକୁ ଓହ୍ଲାଇଛି ବିଜେପି । ମାମଲାରେ ସିବିଆଇ ତଦନ୍ତ ଦାବି ସହ ମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ରଙ୍କ ଇସ୍ତଫା ଦାବି କରିଛି ବିଜେପି ଯୁବ ମୋର୍ଚ୍ଚା ଓ ଭୁବନେଶ୍ବର ଜିଲ୍ଲା ବିଜେପି ।  

ବିଜେପିର ଶତାଧିକ କର୍ମୀ ଶୋଭାଯାତ୍ରାରେ ଆସି ଡିସିପି ଅଫିସ୍ ଘେରାଉ କରିଥିଲେ । ଏହି ସମୟରେ ପୋଲିସ ସହ ସେମାନଙ୍କର ଧସ୍ତାଧସ୍ତି ହୋଇଥିଲା । ପରେ ପୋଲିସ ଆନ୍ଦୋଳନକାରୀ ବିଜେପି କର୍ମୀଙ୍କୁ ଉଠାଇନେଇଥିଲା ।

   Related Posts