Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ବୈଠକ ପରେ ବୈଠକ କିନ୍ତୁ ଫଳ ଶୂନ ! ୧୯’ରେ ପୁଣି ଚାଷୀ-ସରକାର ଆଲୋଚନା
  • ||
  • ବରଗଡ଼: ବ୍ୟବସାୟୀଙ୍କ ଘରୁ ଲକ୍ଷାଧିକ ଟଙ୍କାର ସୁନା-ଗହଣା ଲୁଟ, ୩ ଲୁଟେରା ଗିରଫ
  • ||
  • ବ୍ରିସବେନ୍ ଟେଷ୍ଟ୍ : ପ୍ରଥମ ଦିନରେ ଲାବୁସେନଙ୍କ ଶତକ, କଙ୍ଗାରୁ ଟିମ୍ ୨୭୪/୫
  • ||
  • ଭୁବନେଶ୍ବର: ଗୁରୁତର-ଗର୍ଭବତୀ-ହସ୍ପିଟାଲରେ ଆଡମିଟ୍‌ ବ୍ୟକ୍ତିଙ୍କୁ ଦିଆଯିବ ନାହିଁ ଟିକା, ପରିବାର କଲ୍ୟାଣ ନିର୍ଦ୍ଦେଶକ ଡାକ୍ତର ବିଜୟ ପାଣିଗ୍ରାହୀ
  • ||
  • ଶ୍ରମିକମାନଙ୍କ ସହ ମିଶି ମାଟି ଖୋଳିଲେ ଜିଲ୍ଲା ପ୍ରକଳ୍ପ ନିର୍ଦ୍ଦେଶକ
  • ||
  • ଭୁବନେଶ୍ବର : ରାଜ୍ୟରେ ଆଉ ଦୁଇ ଜଣ କରୋନା ସଂକ୍ରମିତ ପ୍ରାଣ ହରାଇଲେ, ୧୮୯୮ ଛୁଇଁଲା ମୃତକଙ୍କ ସଂଖ୍ୟା
  • ||
  • ଚିଲିକାରେ ଆରମ୍ଭ ହୋଇଛି ଫ୍ଲୋରା ଫୋନା ସର୍ଭେ
  • ||
  • ଯାଜପୁର ଶିଶୁ ନିଖୋଜ ଘଟଣା: ନିଖୋଜ ପିହୁ ପରିବାରକୁ ଭେଟିଲେ ଏସ୍‌ପି ରାହୁଲ ପି.ଆର
  • ||
  • ନକଲି ସାମଗ୍ରୀର ପେଣ୍ଠସ୍ଥଳୀ ପାଲଟିଛି କଟକ, ପୁଣି ଅପମିଶ୍ରିତ ଗୁଣ୍ଡି ଜବତ
  • ||
  • ଗଞ୍ଜାମ: ଅଜଣା ଜନ୍ତୁ ଆତଙ୍କ, ଭୟଭୀତ ଅବସ୍ଥାରେ ସ୍ଥାନୀୟ ଲୋକେ
  • ||

କେନ୍ଦ୍ରାପଡା ଗରଦପୁର ବ୍ଲକ୍ ସମ୍ମୁଖରେ ବିଜେପି ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ

7/11/2018 at 2:41 PM

କେନ୍ଦ୍ରାପଡା ୭|୧୧:  କେନ୍ଦ୍ରାପଡା ଜିଲ୍ଲା ଗରଦପୁର ବ୍ଲକ୍ ସମ୍ମୁଖରେ ବିଜେପି ପକ୍ଷରୁ ବିକ୍ଷୋଭସଭା ଅନୁଷ୍ଠିତ ହୋଇଛି । ଏଥିରେ ପାଟକୁରା ପ୍ରଭାରୀ କରୁଣା କର ସାହୁଙ୍କ ସଭାପତିତ୍ବରେ ମାହାଳଠାରୁ ବିଜେପି କର୍ମୀମାନେ ଏକ ବାଇକ୍ ଶୋଭାଯାତ୍ରାରେ ଆସି କୋରୁଆ କଲେଜ ଛକ ଦେଇ ଗରଦପୁର ବ୍ଲକରେ ପହଁଚିଥିଲେ। ଏହି ସଭାରେ ରାଜ୍ୟ କାଯ୍ୟକାରିଣୀ ସଭ୍ୟ ବିଷ୍ଟୁ ଦାସ, ଭୁବନମୋହନ ଜେନା, ଜିଲ୍ଲା ସଭାପତି ଦୁର୍ଯ୍ୟୋଧନ ସାହୁ, ମାନସ ମହାନ୍ତି, ଉମା କାନ୍ତ ପଟ୍ଟନାୟକ ଓ ମନୋସିନୀ ଜେନା ପ୍ରମୁଖ ରାଜ୍ୟ ସରକାରଙ୍କୁ କଡା ସମାଲୋଚନା କରିବା ସହ ପିସି ନେଉଥିବା ସମସ୍ତ ସରକାରୀ କର୍ମଚାରୀମାନଙ୍କୁ ଚେତାବନୀ ଦେବା ସହ ୨୦୧୯ରେ  ବିଜେପି  ସରକାର ଆସିଲେ ହାଜତକୁ ଯିବାକୁ ପ୍ରସ୍ତୁତ ରହିବାକୁ ଚେତାବନୀ ଦେଇଥିଲେ।

   Related Posts