Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ବିଜେଡିରେ ମିଶିବେ ପ୍ରଦୀପ ମାଝୀ, କହିଲେ ନବୀନଙ୍କ ହାତମୁଠା ଟାଣ କରିବି
  • ||
  • ଆଇଆଇଟି ଜମ୍ମୁର ନୂତନ ଗୃହ ଲୋକାର୍ପଣ କରିବେ ଗୃହମନ୍ତ୍ରୀ ଅମିତ ଶାହ, ଉପସ୍ଥିତ ରହିବେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ
  • ||
  • ରାଜ୍ୟରେ କମୁଛି କରୋନା ଗ୍ରାଫ୍: କୋଭିଡ୍ ନେଲା ଆଉ ୪ ଜଣଙ୍କ ଜୀବନ
  • ||
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୪୪୭ କୋଭିଡ୍ ପଜିଟିଭ୍
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୧୫ ହଜାରରୁ ଅଧିକ କରୋନା ପଜିଟିଭ୍, ୫୬୧ ମୃତ
  • ||
  • ଚିଲିକାକୁ ଆସିଲେଣି ବିଦେଶୀ ପକ୍ଷୀ, ସୁରକ୍ଷା ପାଇଁ ବନ ବିଭାଗ ପ୍ରସ୍ତୁତ
  • ||
  • ଲକ୍ଷ୍ମୀପୁର ହିଂସାର ମୁଖ୍ୟ ଅଭିଯୁକ୍ତ ଆଶିଷ ମିଶ୍ରାଙ୍କୁ ଡେଙ୍ଗୁ, ଚିକିତ୍ସା ପାଇଁ ହସ୍ପିଟାଲରେ ଭର୍ତ୍ତି
  • ||
  • କମୁଛି ତାପମାତ୍ରା, ଦାରିଙ୍ଗିବାଡିରେ ୧୧ ଡିଗ୍ରୀକୁ ଖସିଲା ପାରଦ
  • ||
  • ସୁପର ସଣ୍ଡେରେ ସୁପର ମୁକାବିଲା : ଟି୨୦ ବିଶ୍ୱକପରେ ଭାରତ-ପାକିସ୍ତାନ ହାଇଭୋଲଟେଜ୍ ଫାଇଟ୍
  • ||

ପିପିଲି ଉପ-ନିର୍ବାଚନ ପାଇଁ ବିଜେପିର ୨୦ ଜଣିଆ ଷ୍ଟାର ପ୍ରଚାରକ ଘୋଷଣା, ତାଲିକାରେ ୩ କେନ୍ଦ୍ରମନ୍ତ୍ରୀ

14/09/2021 at 7:40 PM

ଭୁବନେଶ୍ୱର, ୧୪/୦୯: ପିପିଲି ଉପନିର୍ବାଚନ ପାଇଁ ଭାରତୀୟ ଜନତା ପାର୍ଟି ଏହାର ଷ୍ଟାର ପ୍ରଚାରକ ତାଲିକା ପ୍ରକାଶ କରିଛି । ଏଥିରେ ୨୦ ଜଣ ହେଭିୱେଟ୍‌ ନେତାଙ୍କ ନାମ ରହିଛି । ବିଶେଷ କରି ଷ୍ଟାର ପ୍ରଚାରକ ତାଲିକାରେ ୩ କେନ୍ଦ୍ରମନ୍ତ୍ରୀଙ୍କ ନାମ ପ୍ରକାଶ ପାଇଛି । ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ଏବଂ ଜଳ ସମ୍ପଦ ରାଷ୍ଟ୍ର ମନ୍ତ୍ରୀ ବିଶେଶ୍ୱର ଟୁଡୁଙ୍କୁ ଏହି ପ୍ରଚାରକ ଲିଷ୍ଟରେ ସାମିଲ୍‌ କରାଯାଇଛି ।

ଏଥିସହିତ ବିଜୟପାଲ୍‌ ସିଂହ ତୋମାର, ରାଜ୍ୟ ପ୍ରଭାରୀ ଡି. ପୁରନ୍ଦେଶ୍ୱରୀ, ରାଜ୍ୟ ବିଜୋପି ସଭାପତି ସମୀର ମହାନ୍ତି, ରାଷ୍ଟ୍ରିୟ ମୁଖପାତ୍ର ଜୁଏଲ୍‌ ଓରାମ ରାଷ୍ଟ୍ରୀୟ ମୁଖପାତ୍ର ସମ୍ୱିତ୍‌ ପାତ୍ର ଏବଂ କେଭି ସିଂହଦେଓଙ୍କୁ ଷ୍ଟାର ପ୍ରଚାରକ ଭାବେ ପିପିଲିର ଦ୍ୱାୟିତ୍ୱ ଦେଇଛି ବିଜେପି   

   Related Posts