Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କେରଳରେ ଭୀଷଣ ବର୍ଷା: ୫ ଜିଲ୍ଲାରେ ବନ୍ୟା ପରିସ୍ଥିତି, ଭୂସ୍ଖଳନରେ ଜଣେ ମୃତ, ୧୨ ନିଖୋଜ
  • ||
  • ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂହଙ୍କୁ ଡେଙ୍ଗୁ, ସ୍ବାସ୍ଥ୍ୟବସ୍ଥାରେ ଆସୁଛି ସୁଧାର
  • ||
  • କାମେଶ୍ୱର ମନ୍ଦିରରୁ ଚୋରି, ଦାନବାକ୍ସ ଭାଙ୍ଗି ଟଙ୍କା ଲୁଟିନେଲେ ଦୁର୍ବୃତ୍ତ
  • ||
  • ରାଜ୍ୟରେ କମୁଛି କରୋନା ଗ୍ରାଫ୍: କୋଭିଡ୍ ନେଲା ଆଉ ୩ ଜଣଙ୍କ ଜୀବନ
  • ||
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୩୫୮ କୋଭିଡ୍ ପଜିଟିଭ୍
  • ||
  • ନବୀନ @ ୭୬, ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ ମୋଦୀ
  • ||
  • ୭୬ ବର୍ଷରେ ପାଦ ଦେଲେ ନବୀନ, କରୋନା ମହାମାରୀ ପାଇଁ ପାଳିବେନି ଜନ୍ମଦିନ
  • ||
  • ଶାରଦୀୟ ଦୁର୍ଗାପୂଜା ଶେଷ, ଶନିବାର ଧରାପୃଷ୍ଠରୁ ବିଦାୟ ନେବେ ମା
  • ||
  • ହାଟରୁ ଫେରୁଥିବା ବେଳେ ବୃଦ୍ଧାଙ୍କୁ ଗଣଦୁଷ୍କର୍ମ, ଘରେ ଛାଡିଦେବେ କହି ଇଜ୍ଜତ ଲୁଟିଲେ ୮ ସଇତାନ
  • ||
  • କଟକ : କଟକରେ ଏନ୍‌କାଉଣ୍ଟର, ଦୁର୍ଦ୍ଦାନ୍ତ ଅପରାଧୀ ରାକେଶ ଆହତ
  • ||

ଚାଷୀଙ୍କ ବିଭିନ୍ନ ସମସ୍ୟାକୁ ନେଇ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ଆଗରେ ବିଜେପିର ଧାରଣା

29/01/2021 at 4:37 PM

ବରଗଡ ୨୯।୧: ବରଗଡ଼ ଜିଲ୍ଲାରେ ଚାଷୀଙ୍କ ବିଭିନ୍ନ ସମସ୍ୟାକୁ ନେଇ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ଆଗରେ ଧାରଣା ଦେଲା ବିଜେପି । ଜିଲ୍ଲାପାଳ ଓ ଜିଲ୍ଲା ଯୋଗାଣ ବିଭାଗ କାର୍ଯ୍ୟାଳୟ ସମ୍ମୁଖରେ ବିଜେପି ପକ୍ଷରୁ ଜିଲ୍ଲା ସଭାପତି ଅଶ୍ବିନୀ ଷଡ଼ଙ୍ଗୀଙ୍କ ନେତୃତ୍ବରେ ଗଣଧାରଣା ସହିତ ଘେରାଉ କରାଯାଇଛି ।

ମଣ୍ଡିରେ ପଡିରହିଥିବା ସମସ୍ତ ଧାନକୁ ଉଠାଇବା, କଟନୀ ଛଟନୀକୁ ବନ୍ଦ କରିବା, DLPCକୁ ସମ୍ପୂର୍ଣ୍ଣ କାର୍ଯ୍ୟକ୍ଷମ କରିବା, ଚାଷୀର ସମସ୍ତ ଅମଳ ଧାନକୁ ସରକାର କିଣିବା, ମଣ୍ଡିକୁ ସୁବ୍ୟବସ୍ଥିତ ଓ ସୁପରିଚାଳନା କରିବା, ମଣ୍ଡିଗୁଡିକରେ ମିଲର୍ସମାନଙ୍କ ଦୋରାତ୍ମ୍ୟ ବନ୍ଦ କରିବା, ବାତିଲ ଟୋକନକୁ ପୁନଃ କାର୍ଯ୍ୟକ୍ଷମ କରିବା ଏବଂ ରାଜ୍ୟର ସମସ୍ତ କୃଷକମାନଙ୍କୁ  ପ୍ରଧାନମନ୍ତ୍ରୀ କୃଷକ ସମ୍ମାନ ନିଧିରେ ସାମିଲ କରିବା ପରି ୮ଟି ଦାବିକୁ ନେଇ ଧାରଣା ଦେଇଛି ବିଜେପି ।

   Related Posts