Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ବିଜେଡିରେ ମିଶିବେ ପ୍ରଦୀପ ମାଝୀ, କହିଲେ ନବୀନଙ୍କ ହାତମୁଠା ଟାଣ କରିବି
  • ||
  • ଆଇଆଇଟି ଜମ୍ମୁର ନୂତନ ଗୃହ ଲୋକାର୍ପଣ କରିବେ ଗୃହମନ୍ତ୍ରୀ ଅମିତ ଶାହ, ଉପସ୍ଥିତ ରହିବେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ
  • ||
  • ରାଜ୍ୟରେ କମୁଛି କରୋନା ଗ୍ରାଫ୍: କୋଭିଡ୍ ନେଲା ଆଉ ୪ ଜଣଙ୍କ ଜୀବନ
  • ||
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୪୪୭ କୋଭିଡ୍ ପଜିଟିଭ୍
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୧୫ ହଜାରରୁ ଅଧିକ କରୋନା ପଜିଟିଭ୍, ୫୬୧ ମୃତ
  • ||
  • ଚିଲିକାକୁ ଆସିଲେଣି ବିଦେଶୀ ପକ୍ଷୀ, ସୁରକ୍ଷା ପାଇଁ ବନ ବିଭାଗ ପ୍ରସ୍ତୁତ
  • ||
  • ଲକ୍ଷ୍ମୀପୁର ହିଂସାର ମୁଖ୍ୟ ଅଭିଯୁକ୍ତ ଆଶିଷ ମିଶ୍ରାଙ୍କୁ ଡେଙ୍ଗୁ, ଚିକିତ୍ସା ପାଇଁ ହସ୍ପିଟାଲରେ ଭର୍ତ୍ତି
  • ||
  • କମୁଛି ତାପମାତ୍ରା, ଦାରିଙ୍ଗିବାଡିରେ ୧୧ ଡିଗ୍ରୀକୁ ଖସିଲା ପାରଦ
  • ||
  • ସୁପର ସଣ୍ଡେରେ ସୁପର ମୁକାବିଲା : ଟି୨୦ ବିଶ୍ୱକପରେ ଭାରତ-ପାକିସ୍ତାନ ହାଇଭୋଲଟେଜ୍ ଫାଇଟ୍
  • ||

ବିଜେଡି ବିରୋଧରେ ସିଇଓଙ୍କ ନିକଟରେ ଫେରାଦ ହେଲା ବିଜେପି ଟିମ୍

25/09/2021 at 3:58 PM

ଭୁବନେଶ୍ବର ୨୫।୯: ବିଜେଡି ପ୍ରଚାରରେ ଷ୍ଟେଜ ପରିଚାଳନା କରୁଛନ୍ତି ୪ର୍ଥ ଶ୍ରେଣୀ କର୍ମଚାରୀ । ଜଣେ ସରକାରୀ କର୍ମଚାରୀ ଢେଙ୍କାନାଳ ବିଧାୟକଙ୍କୁ ମାଳ ପିନ୍ଧାଇବା ସହ ଲୋକ ଜୋଗାଡ଼ କରିଥିବା ନେଇ ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ ଫେରାଦ ହୋଇଛି ବିଜେପି । ବିଜେପି ମୁଖପାତ୍ର ଉର୍ମିଳା ମହାପାତ୍ରଙ୍କ ନେତୃତ୍ବରେ ଫେରାଦ ହେଲା ବିଜେପିର ଏକ ଟିମ୍ । ୯୭ଟି ସମ୍ବେଦନଶୀଳ ବୁଥରେ କେନ୍ଦ୍ରୀୟ ଫୋର୍ସ ମୁତୟନ ସହ ୱେବ୍ କାଷ୍ଟିଂ କରିବା ପାଇଁ ସିଇଓଙ୍କ ନିକଟରେ ଦାବି ଜଣାଇଛି ବିଜେପି ।

   Related Posts