Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ବ୍ରହ୍ମପୁର : ଟ୍ରାକ୍ଟର ସହ ବାଇକ୍ ଧକ୍କା, ଜଣେ ମୃତ, ୨ ଶ୍ରମିକ ଗୁରୁତର
  • ||
  • ଆନନ୍ଦପୁର : ଧାନ ଡୋଲି ଓଲଟିପଡି ସ୍ତ୍ରୀ ମୃତ, ସ୍ବାମୀ ଗୁରୁତର
  • ||
  • ଖସୁଛି କରୋନା ଗ୍ରାଫ୍‌, ଦେଶରେ ଗତ ୨୪ଘଣ୍ଟାରେ ୧୩,୨୦୩ କୋଭିଡ଼ ସଂକ୍ରମିତ ଚିହ୍ନଟ
  • ||
  • ବରଗଡ : ଭିଜିଲାନ୍ସ ଜାଲରେ ବରଗଡ ଜିଲ୍ଲା ଭଟଲି ବ୍ଲକ୍ କେଲେଙ୍ଗାପାଲିର ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀ
  • ||
  • ଭୁବନେଶ୍ବର : ସାଲିଆ ସାହିରୁ ୫ଶହ ଲିଟରରୁ ଅଧିକ ଦେଶୀ ମଦ ଜବତ, ୯ ଅଭିଯୁକ୍ତ ଗିରଫ
  • ||
  • ରାଜ୍ୟରେ ଆଉ ଜଣେ କରୋନା ସଂକ୍ରମିତ ପ୍ରାଣ ହରାଇଲେ, ୧୯୦୬ ଛୁଇଁଲା ମୃତକଙ୍କ ସଂଖ୍ୟା
  • ||
  • ବହ୍ମପୁର : ବୋଲେରୋ ଧକ୍କାରେ ଜଣେ ମୃତ
  • ||
  • ଆଜିଠୁ ଅନିର୍ଦ୍ଦିଷ୍ଟ କାଳ ପାଇଁ ତାଳଚେରରେ ଅର୍ଥନୈତିକ ଆନ୍ଦୋଳନ, ସମସ୍ତ ଖଣିରୁ କୋଇଲା ଉତ୍ପାଦନ ସହ ପରିବହନ ବନ୍ଦ
  • ||
  • ନୂଆଦିଲ୍ଲୀ : ୩ ବର୍ଷରେ ପୂରା ହେବ ରାମ ମନ୍ଦିର ନିର୍ମାଣ
  • ||

ସୋସିଆଲ ମିଡିଆରେ ଗୁଇନ୍ଦା ରିପୋର୍ଟ ବୁଲିବା ପ୍ରସଙ୍ଗରେ ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀଙ୍କୁ ଭେଟିଲେ ବିଜେପି

19/03/2019 at 2:04 PM

ଭୁବନେଶ୍ବର ୧୯/୩ : ସୋସିଆଲ ମିଡିଆରେ ଗୁଇନ୍ଦା ରିପୋର୍ଟ ବୁଲିବା ପ୍ରସଙ୍ଗରେ ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀଙ୍କୁ ଭେଟିଲେ ବିଜେପି ପ୍ରତିନିଧି | ବିଜେପି ଉପସଭାପତି ସମୀର ମହାନ୍ତିଙ୍କ ନେତୃତ୍ବରେ ଏକ ଟିମ ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀଙ୍କୁ ଭେଟିଛନ୍ତି | ସୋସିଆଲ ମିଡିଆରେ ଏଭଳି ଚିଠି କିଭଳି ବୁଲିଲା, ତାର ଉଚ୍ଚ ସ୍ଥରୀୟ ତଦନ୍ତ ହେଉ ବୋଲି ଦାବି କରିଛି ଟିମ | ବିଜେଡିର ପ୍ରେସମିଟ ପରେ ପୋଲିସର ଆଚରଣ ନେଇ ପ୍ରଶ୍ନ ଉଠାଇଲା ବିଜେପି | ଚିଠିର ଫୋରେନସିକ୍ ଟେଷ୍ଟ ପାଇଁ ଦାବି କରିଛି ବିଜେପି |

   Related Posts