Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୨ ଲକ୍ଷ ୩୫ ହଜାରରୁ ଅଧିକ କରୋନା ପଜିଟିଭ୍, ୮୭୧ ମୃତ
  • ||
  • ବଜେଟ ପୂର୍ବରୁ ହେବନି ହାଲୁଆ ଉତ୍ସବ, ଏଥର ମୋବାଇଲ ଆପ୍ଲିକେସନରେ ମିଳିବ ସବୁ ତଥ୍ୟ
  • ||
  • ନୟାଗଡ : ଧାନବସ୍ତା ଚୋରି ପଡିଲା ମହଙ୍ଗା, ୨ ଯୁବକଙ୍କୁ ଗାଁ ଦାଣ୍ଡରେ ବାନ୍ଧିଦେଲେ ଲୋକେ
  • ||
  • ଭଦ୍ରକ : ଭିନ୍ନକ୍ଷମ ସାର୍ଟିଫିକେଟ୍‌ର ପୁନଃ ଯାଞ୍ଚ ପାଇଁ ଦାବି କଲା ଓଡିଶା ଭିନ୍ନକ୍ଷମ ମଞ୍ଚ
  • ||
  • ଘଟଗାଁ : ନାଳରୁ ମିଳିଲା ଅଜଣା ବ୍ୟକ୍ତିଙ୍କ ମୃତଦେହ, ହତ୍ୟା କରି ପାଣିରେ ଫିଙ୍ଗି ଦେଇଥିବା ସନ୍ଦେହ
  • ||
  • ରାଜ୍ୟରେ ଆଉ ୧୫ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁ ସଂଖ୍ୟା ୮୫୭୫କୁ ବୃଦ୍ଧି
  • ||
  • ରାଜ୍ୟରେ କମୁଛି ସଂକ୍ରମଣ : ୨୪ ଘଣ୍ଟାରେ ଚିହ୍ନଟ ହେଲେ ୪୮୪୨ କୋଭିଡ୍ ପଜିଟିଭ୍, ୧୨୪୧୦୬୮ରେ ପହଞ୍ଚିଲା ସଂଖ୍ୟା
  • ||
  • ଭୁବନେଶ୍ବର : ଭୁବନେଶ୍ବର ଓ ବ୍ରହ୍ମପୁର ମେୟର ପଦବୀ ମହିଳାଙ୍କ ପାଇଁ ସଂରକ୍ଷିତ, କଟକ ପଦବୀ ଅଣସଂରକ୍ଷିତ
  • ||
  • ମୋରଡା : ଭାରସାମ୍ୟ ହରାଇ ପୋଲ ତଳକୁ ଖସିଲା ସ୍କର୍ପିଓ, ୪ ଗୁରୁତର ମେଡିକାଲରେ ଭର୍ତ୍ତି
  • ||
  • ଲମତାପୁଟ : ପୁଣି ଅପରେସନ୍ ଗ୍ରୀନ୍ କ୍ଲିନ୍ ଆରମ୍ଭ : ମାଓ ପ୍ରଭାବିତ ଅଞ୍ଚଳରେ ୮ଏକର ଗଞ୍ଜେଇ ଚାଷ ନଷ୍ଟ
  • ||

ରାଫେଲ୍ ଯୁଦ୍ଧ ବିମାନ ମାମଲାରେ ସୁପ୍ରିମକୋର୍ଟଙ୍କ ରାୟ ପରେ କଂଗ୍ରେସକୁ ଘେରିବ ବିଜେପି : ଆଜି ସାରା ଦେଶରେ ବିଜେପିର ଆନ୍ଦୋଳନ

16/11/2019 at 9:19 AM

ନୂଆଦିଲ୍ଲୀ ୧୬।୧୧: ଆଜି ସାରା ଦେଶରେ ବିଜେପିର ଆନ୍ଦୋଳନ । ରାଫେଲ୍‍ ଦୁର୍ନିତୀ ଅଭିଯୋଗ ଘଟଣାରେ କଂଗ୍ରେସକୁ ଘେରିବ ବିଜେପି । କଂଗ୍ରେସର ମିଥ୍ୟା ଅଭିଯୋଗ ବିରୋଧରେ ବିଜେପି ଦେଶବ୍ୟାପୀ ଆନ୍ଦୋଳନକୁ ଓହ୍ଲାଇବ ।

ସୁପ୍ରିମକୋର୍ଟ ରାଫେଲ୍‍ ଯୁଦ୍ଧ ବିମାନ କ୍ରୟ ମାମଲାର ପୁନର୍ବିଚାର ପାଇଁ ଆବେଦନକୁ କୋର୍ଟ ଅଗ୍ରାହ୍ୟ କରିବା ପରେ କଂଗ୍ରେସ ବିରୋଧରେ ବିଜେପି ଏହି ଆନ୍ଦୋଳନ କରିବ ବୋଲି ଘୋଷଣା କରିଛି ।  କଂଗ୍ରେସର ମିଛୁଆପଣକୁ ପଦାରେ ପକାଇବା ଲାଗି ବିଜେପି ବିଭିନ୍ନ ଜିଲ୍ଲାରେ ବିକ୍ଷୋଭ ପ୍ରଦର୍ଶନ କରିବ । ଏହା ସହ ରାଫେଲ ଘଟଣାରେ ରାହୁଲ ଗାନ୍ଧି କ୍ଷମା ମାଗିବାକୁ ଦାବି ହୋଇଛି ।

   Related Posts