Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଚୋରା ବାଲି କାରବାରରୁ ହତ୍ୟା, ଶ୍ରମିକଙ୍କ ଉପରେ ଚଢାଇଦେଲେ ଟ୍ରାକ୍ଟର !
  • ||
  • ରାଜ୍ୟରେ ୧୦ ହଜାର ତଳକୁ ଖସିଲା ଦୈନିକ ସଂକ୍ରମଣ : ୨୪ ଘଣ୍ଟାରେ ଚିହ୍ନଟ ହେଲେ ୯୮୩୩ କୋଭିଡ୍ ପଜିଟିଭ୍, ୧୧୮୭୨୯୫ରେ ପହଞ୍ଚିଲା ସଂଖ୍ୟା
  • ||
  • ରାଶିବାଡ ଘାଟିରେ ଓଲଟିଲା ଇସପାତ୍, ୮ ଗୁରୁତର
  • ||
  • ଶୁକ୍ରବାରଠୁ ଲିଭିବ ଅମର ଯବାନ ଜ୍ୟୋତି : ୫୦ ବର୍ଷ ତଳେ ଶୁଭାରମ୍ଭ କରିଥିଲେ ଇନ୍ଦିରା ଗାନ୍ଧୀ
  • ||
  • ଟି୨୦ ବିଶ୍ୱକପ୍ : ଖେଳସୂଚୀ ଜାରି କଲା ଆଇସିସି, ଏହି ତାରିଖରେ ଭାରତ-ପାକିସ୍ତାନ ମହା ମୁକାବିଲା
  • ||
  • ଦ୍ୱିତୀୟ ଦିନିକିଆରେ କମ୍ ବ୍ୟାକ୍ କରିବ ଟିମ୍ ଇଣ୍ଡିଆ ! ଦକ୍ଷିଣ ଆଫ୍ରିକା ବିପକ୍ଷରେ ସିରିଜ୍ ବରାବର ଲକ୍ଷ୍ୟ
  • ||

୨୭ ତାରିଖରେ ରାଜ୍ୟର ସମସ୍ତ ବ୍ଲକ ଓ ମ୍ୟୁନିସପାଲିଟି କାର୍ଯ୍ୟାଳୟ ଘେରାଓ କରିବ ବିଜେପି

23/09/2019 at 9:33 PM

ଭୁବନେଶ୍ୱର- ରାଜ୍ୟ ସରକାର କେନ୍ଦ୍ର ସରକାରଙ୍କ ବିଭିନ୍ନ ଯୋଜନାକୁ ନିଜ ନାଁରେ କରି ରାଜ୍ୟବାସୀଙ୍କୁ ଭୁଆଁ ବୁଲାଉଥିବା ରାଜ୍ୟ ବିଜେପି ଅଭିଯୋଗ କରିଛି । କେବଳ କେନ୍ଦ୍ରୀୟ ଯୋଜନାକୁ ହଡପ କରି ନାଁ ବଦଳାଇ ବାହା ବାହା ନେଉଥିବା ରାଜ୍ୟ ବିଜେପି ସଭାପତି ତଥା ସାସଂଦ ବସନ୍ତ ପଣ୍ଡା ଅଭିଯୋଗ କରିଛନ୍ତି ।
ଏହା ବିରୁଦ୍ଧରେ ରାଜ୍ୟ ବିଜେପି ଆସନ୍ତା ୨୭ ତାରିଖ ଦିନ ରାଜ୍ୟର ସମସ୍ତ ୩୧୪ ବ୍ଲକ, ସମସ୍ତ ଏନଏସି, ମ୍ୟୁନିସପାଲିଟି ଘେରାଓ କରିବା ସହ ମହାମହିମ ରାଜ୍ୟପାଳଙ୍କ ଉଦ୍ଦେଶ୍ୟରେ ଦାବି ପତ୍ର ଦେବ ବୋଲି ରାଜ୍ୟ ସଭାପତି ତଥା ସାସଂଦ ବସନ୍ତ ପଣ୍ଡା ଏକ ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଇଛନ୍ତି ।

   Related Posts