Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କେନ୍ଦ୍ରକୁ ଓଡ଼ିଶା ମାଗିଲା ଅଗଷ୍ଟ ବର୍ଷା-ବନ୍ୟାର ସହାୟତା, ଦାବି କଲା ୧୫୬୯.୫୦ କୋଟି ଟଙ୍କା
  • ||
  • ରାଜ୍ୟରେ ଆଉ ୧୬ କରୋନା ସଂକ୍ରମିତଙ୍କ ମୃତ୍ୟୁ
  • ||
  • ରାଜ୍ୟରେ ୧୬୩୩ କରୋନା ସଂକ୍ରମିତ ଚିହ୍ନଟ
  • ||
  • ଟ୍ରକକୁ ପଛ ପଟୁ ପିଟିଲା ଟ୍ରଲର, ୨ ମୃତ
  • ||
  • ଡ଼କାୟତି ଯୋଜନା ପଣ୍ଡ, ବାଇପାସ କଡ଼ରୁ ୬ ଡକାୟତ ଗିରଫ
  • ||

ପିଇଓ ସ୍ମୀତାରାଣୀ ବିଶ୍ବାଳଙ୍କ ମୃତ୍ୟୁ ମାମଲା : ଆଜି ସବୁ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ପ୍ରତିବାଦ କରିବ ବିଜେପି

5/11/2019 at 9:42 AM

ଭୁବନେଶ୍ବର ୫।୧୧: ପିଇଓ ସ୍ମୀତାରାଣୀ ବିଶ୍ବାଳଙ୍କ ମୃତ୍ୟୁକୁ ନେଇ ରାଜନୀତି ଥମିବାର ନାଁ ଧରୁନି । ଆଜି ରାଜ୍ୟ ବିଜେପି ମହିଳା ମୋର୍ଚ୍ଚା ସବୁ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ପ୍ରତିବାଦ କରିବ । ସ୍ମୀତାରାଣୀଙ୍କ ମୃତ୍ୟୁ ଘଟଣାର ସିବିଆଇ ତଦନ୍ତ ସହ ଏସପି ଓ ମହିଳା କମିଶନ ଅଧ୍ୟକ୍ଷଙ୍କ ଇସ୍ତଫା ଦାବି କରିଛି ବିଜେପି ମହିଳା ମୋର୍ଚ୍ଚା । ତେବେ ସୁରକ୍ଷା ଦାବି କରୁଥିବା ପରିବାର ଲୋକେ ଗାଁ ଛାଡି ଚାଲିଯାଇଛନ୍ତି ।

   Related Posts