Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ବାତ୍ୟା ଅପ୍‌ଡେଟ୍‌: ସାମ୍ଭାବ୍ୟ ବାତ୍ୟାକୁ ଦୃଷ୍ଟିରେ ରଖି ବାତିଲ୍‌ ହେଲା ଟ୍ରେନ୍‌
  • ||
  • ଶେଷରେ ରଦ୍ଦ ହେଲା ତିନି କୃଷି ଆଇନ, ବିଧେୟକ ଉପରେ ମୋହର ମାରିଲେ ରାଷ୍ଟ୍ରପତି ରାମନାଥ କୋବିନ୍ଦ
  • ||
  • ପଞ୍ଜାବ ନିର୍ବାଚନ ପୂର୍ବରୁ ବିଜେପିକୁ ବଡ଼ ସଫଳତା, ପଦ୍ମ ଧରିଲେ ଶିରୋମଣି ଅକାଳି ଦଳର ମନଜିନ୍ଦର ସିଂହ
  • ||
  • ନୂଆ କୋଭିଡ୍‌ ଭାରିଆଣ୍ଟକୁ ନେଇ ସଚେତନ ରହିବାକୁ ଅପିଲ୍‌ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ
  • ||
  • ଜୁନିୟର ହକି ବିିଶ୍ୱକପ୍‌: ସେମିରେ ପ୍ରବେଶ କଲା ଫ୍ରାନ୍ସ
  • ||
  • ବଙ୍ଗୋମୁଣ୍ଡା ଆଇଆଇସିଙ୍କୁ କୋର୍ଟ ଚାଲାଣ କଲା ଭିଜିଲାନ୍ସ
  • ||
  • ଖଣ୍ଡପଡା : କଲେଜ ସମ୍ମୁଖରୁ ୨ ଛାତ୍ରୀଙ୍କୁ ଉଠାଇନେଲେ ଦୁର୍ବୃତ୍ତ, ପ୍ରତିବାଦରେ ଛାତ୍ରଛାତ୍ରୀଙ୍କ ରାସ୍ତାରୋକ
  • ||
  • ଭୁବନେଶ୍ବର : ୪ କୋଚ୍‌ଙ୍କୁ ବାଧ୍ୟତାମୂଳକ ଅବସର, ଅପାରଗତା ଓ ଦାୟିତ୍ବରେ ଅବହେଳା ପାଇଁ କାର୍ଯ୍ୟାନୁଷ୍ଠାନ
  • ||
  • ଗ୍ରାହକଙ୍କୁ ପୁଣି ମହଙ୍ଗା ମାଡ, ସିଲିଣ୍ଡର ପିଛା ୧୦୦ ଟଙ୍କା ବଢିଲା
  • ||
  • ସାନଖେମୁଣ୍ଡି : ବିଲରେ ପଡିଛି ନରକଙ୍କାଳ, ଧାନ କାଟିବା ବେଳେ ଦେଖିଲେ ଲୋକେ
  • ||

ମମିତା ମେହେର୍ ହତ୍ୟାକାଣ୍ଡକୁ ନେଇ ଗର୍ଜିଲା ବିଜେପି ମହିଳା ମୋର୍ଚ୍ଚା, ଶ୍ରୀମନ୍ଦିର ଠାରୁ ଗୁଣ୍ଡିଚା ଘର ଯାଏଁ କଲେ ଶୋଭାଯାତ୍ରା

26/10/2021 at 3:48 PM

ପୁରୀ, ୨୬/୧୦: ମମିତା ମେହେର୍ ହତ୍ୟାକାଣ୍ଡ ଘଟଣାରେ ଆଜି ପୁରୀରେ ଭାରତୀୟ ଜନତା ପାର୍ଟିର ମହିଳା ମୋର୍ଚ୍ଚା ପ୍ରତିବାଦ କରିଛନ୍ତି । ଶ୍ରୀମନ୍ଦିର ସିଂହଦ୍ଵାର ଠାରୁ ମୁଣ୍ଡରେ କଳାକନା ପିନ୍ଧି ଏକ ଶୋଭାଯାତ୍ରାରେ ଗୁଣ୍ଡିଚା ଘର ଅଭିମୁଖେ ମୋର୍ଚ୍ଚାର ସଦସ୍ୟ ଯାଇଥିଲେ। ଶୋଭାଯାତ୍ରାରେ ବ୍ରହ୍ମଗିରି ବିଧାୟକ, ପୁରୀ ବିଧାୟକ, ଲେଖାଶ୍ରୀ ସାମନ୍ତସିଂହାର, ସ୍ମୃତି ପଟ୍ଟନାୟକ ଯୋଗ ଦେଇଥିଲେ ।

ଏହାଛଡ଼ା ବିଜେପି ନେତା ଭୃଗୁବକ୍ସି ପାତ୍ରଙ୍କ ସମେତ ଅନେକ ବରିଷ୍ଠ  ନେତୃବୃନ୍ଦ ଓ ଜିଲ୍ଲାର ମହିଳା, ଯୁବକ କର୍ମକର୍ତ୍ତାମାନେ ସାମିଲ ହୋଇ ନବୀନ ସରକାରଙ୍କ ବିରୁଦ୍ଧରେ ନାରାବାଜି ଦେବାସହ ଦିବ୍ୟଶଙ୍କର ମିଶ୍ରଙ୍କ ବହିଷ୍କାର ଓ ଇସ୍ତଫା ଦାବି କରିଥିଲେ। ଏନେଇ ସିଂହଦ୍ୱାର ସମ୍ମୁଖରେ ଦୀପଦାନ କରାଯାଇଥିଲା 

   Related Posts