Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଫୁଲୁଛି ଜଳକା ନଦୀ, ବିପଦ ସଙ୍କେତ ଉପରେ ଜଳସ୍ତର
  • ||
  • ଚାଲାଣ ବେଳେ ୩୯ ଶ୍ରମିକ ଉଦ୍ଧାର, ଦାଦନ ଖଟିବାକୁ ଯାଉଥିଲେ ବିଜୟନଗରମ୍
  • ||
  • ବଙ୍ଗୋପସାଗରରେ ଟ୍ରପ୍ ଲାଇନ, ୪ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା
  • ||
  • ଏଯାଏଁ ମିଳୁନି ବାପା-ପୁଅଙ୍କ ପତ୍ତା, ରବିବାର ନାଗାବଳୀରେ ଭାସି ଯାଇଥିଲେ ଉଭୟ
  • ||
  • ଆଜି ୧୨ ଘଣ୍ଟିଆ ନୂଆପଡ଼ା ଜିଲ୍ଲା ବନ୍ଦ, ଗାଡ଼ି ଚଳାଚଳ ପ୍ରଭାବିତ
  • ||

ପିପିଲିରେ ରାଜନୈତିକ ଅଶାନ୍ତି : ବିଜେପି କର୍ମୀଙ୍କୁ ଆକ୍ରମଣ ସହ ଗାଡ଼ି ଭଙ୍ଗାରୁଜା ଅଭିଯୋଗ

21/09/2021 at 1:49 PM

ନିମାପଡା ୨୧।୯: ପୁରୀ ଜିଲ୍ଲା ପିପିଲିରେ ରାଜନୈତିକ ଅଶାନ୍ତି । ବିଜେପି ପତାକା ଚିରିବା ଓ ପ୍ରଚାର ଗାଡ଼ିକୁ ଭଙ୍ଗାରୁଜା ଅଭିଯୋଗରେ ରାସ୍ତାରୋକ କଲେ ବିଜେପି କର୍ମୀ । ପିପିଲି କଣ୍ଟି ବାରିମୂଳ ଛକରେ ପ୍ରଚାର ଗାଡି ଡ୍ରାଇଭରଙ୍କୁ ବିଜେଡ଼ି କର୍ମୀ ଆକ୍ରମଣ କରିବା ଅଭିଯୋଗରେ ପିପିଲି-ଜଟଣୀ ରାସ୍ତା ଅବରୋଧ କରିଥିଲେ ବିଜେପି କର୍ମୀ । ଘଟଣାସ୍ଥଳରେ ପିପିଲି ପୋଲିସ ପହଞ୍ଚି ଅଭିଯୁକ୍ତକୁ ଗିରଫ କରିବା ପ୍ରତିଶ୍ରୁତି ପରେ ରାସ୍ତା ଅବରୋଧ ହଟିଥିଲା।

ସେପଟେ ଏ ନେଇ ପ୍ରତିକ୍ରିୟା ରଖିଛି ବିଜେପି । ଯଦି ଏଭଳି ଆଚରଣ ଜାରି ରହେ ପିପିଲି ଉପନିର୍ବାଚନରେ ବିଜେଡି କୌଣସି ପ୍ରଚାର ଗାଡି ପ୍ରଚାର କରିପାରିବ ନାହିଁ ବୋଲି କହିଛି ବିଜେପି ।

   Related Posts