ପିପିଲିରେ ରାଜନୈତିକ ଅଶାନ୍ତି : ବିଜେପି କର୍ମୀଙ୍କୁ ଆକ୍ରମଣ ସହ ଗାଡ଼ି ଭଙ୍ଗାରୁଜା ଅଭିଯୋଗ

Published By : Prameya-News7 Bureau | September 21, 2021 IST

ନିମାପଡା ୨୧।୯: ପୁରୀ ଜିଲ୍ଲା ପିପିଲିରେ ରାଜନୈତିକ ଅଶାନ୍ତି । ବିଜେପି ପତାକା ଚିରିବା ଓ ପ୍ରଚାର ଗାଡ଼ିକୁ ଭଙ୍ଗାରୁଜା ଅଭିଯୋଗରେ ରାସ୍ତାରୋକ କଲେ ବିଜେପି କର୍ମୀ । ପିପିଲି କଣ୍ଟି ବାରିମୂଳ ଛକରେ ପ୍ରଚାର ଗାଡି ଡ୍ରାଇଭରଙ୍କୁ ବିଜେଡ଼ି କର୍ମୀ ଆକ୍ରମଣ କରିବା ଅଭିଯୋଗରେ ପିପିଲି-ଜଟଣୀ ରାସ୍ତା ଅବରୋଧ କରିଥିଲେ ବିଜେପି କର୍ମୀ । ଘଟଣାସ୍ଥଳରେ ପିପିଲି ପୋଲିସ ପହଞ୍ଚି ଅଭିଯୁକ୍ତକୁ ଗିରଫ କରିବା ପ୍ରତିଶ୍ରୁତି ପରେ ରାସ୍ତା ଅବରୋଧ ହଟିଥିଲା।

{"id":515155,"width":754,"height":415,"sizeSlug":"full","linkDestination":"none"}

ସେପଟେ ଏ ନେଇ ପ୍ରତିକ୍ରିୟା ରଖିଛି ବିଜେପି । ଯଦି ଏଭଳି ଆଚରଣ ଜାରି ରହେ ପିପିଲି ଉପନିର୍ବାଚନରେ ବିଜେଡି କୌଣସି ପ୍ରଚାର ଗାଡି ପ୍ରଚାର କରିପାରିବ ନାହିଁ ବୋଲି କହିଛି ବିଜେପି ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.