Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ମଙ୍ଗଳବାର କଥା ହେବେ ପୁଟିନ୍ ଓ ବାଇଡେନ୍, ୟୁକ୍ରେନ ହେବ ମୁଖ୍ୟ ପ୍ରସଙ୍ଗ
  • ||
  • ରାଜ୍ୟରେ ଆଉ ୨ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୮୪୨୨କୁ ବୃଦ୍ଧି
  • ||
  • ମାଆର ସାହସ ଆଗରେ ହାରିଲା ବାଘ, ନିଜ ପୁଅକୁ ମୃତ୍ୟୁ ମୁଖରୁ ଛଡାଇ ଆଣିଲେ ମହିଳା
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୮ ହଜାରରୁ ଅଧିକ କରୋନା ପଜିଟିଭ୍, ୨୭୯୬ ମୃତ
  • ||
  • ୨୪ ଘଣ୍ଟାରେ ରାଜ୍ୟରେ ଚିହ୍ନଟ ହେଲେ ୧୮୯ କରୋନା ସଂକ୍ରମିତ, ୧୦୫୦୨୪୯ରେ ପହଞ୍ଚିଲା ସଂଖ୍ୟା
  • ||
  • ୟୁକ୍ରେନ ଉପରେ ଆକ୍ରମଣ କରିବ ଋଷ ! ପୁଟିନଙ୍କ ଦେଢ ଲକ୍ଷରୁ ଅଧିକ ସୈନ୍ୟ ଅଛନ୍ତି ପ୍ରସ୍ତୁତ
  • ||
  • ଜାନୁଆରୀ-ଫେବୃଆରୀ ମଧ୍ୟରେ ଭାରତରେ ଆସିବ ତୃତୀୟ ଲହର, ଓମିକ୍ରନ୍ ସାଜିବ ବାହକ : ଦାବି କଲେ ବିଶେଷଜ୍ଞ
  • ||
  • ଚାଲିଥିଲା ଧାନ ଚୋରା ଚାଲାଣ, ୨୨୦ ବସ୍ତା ଜବତ କଲା ଯୋଗାଣ ବିଭାଗ
  • ||
  • ଜଓ୍ୱାଦ ଦୁର୍ବଳ, ଟଳିଲା ବଡ ବିପଦ : ପୁରୀଠୁ ୨୭୦ କିମି ଦୂରରେ କେନ୍ଦ୍ରୀଭୂତ
  • ||
  • ଜଗତସିଂହପୁରରେ ଲଗାଣ ବର୍ଷା, ଧାନ ଫସଲ କ୍ଷତିଗ୍ରସ୍ତ
  • ||

ଭଦ୍ରକ ମେଡିକାଲରେ ଅବ୍ୟବସ୍ଥାକୁ ନେଇ ଅଧିକାରୀଙ୍କୁ ଘେରିଲେ ବଜେପି କର୍ମୀ

23/07/2021 at 11:34 AM

ଭଦ୍ରକ ୨୩।୭: ଡାକ୍ତରଖାନାରେ ଅବ୍ୟବସ୍ଥାକୁ ନେଇ ତାତିଲେ ବିଜେପି କର୍ମୀ । ଅଧିକାରୀଙ୍କୁ ଭେଟି କର୍ମଚାରୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଦାବି କଲା ବଜେପି ।

ସୂଚନାଯୋଗ୍ୟ ଯେ, ଭଦ୍ରକ ଜିଲ୍ଲା ମୁଖ୍ୟ ଡାକ୍ତରଖାନାରେ ସାମାନ୍ୟ ଉତ୍ତେଜନା ଦେଖାଦେଇଥିଲା । ରୋଗୀଙ୍କର ଆଉଟଡୋର ଟିକଟ କରିବା ଦାୟିତ୍ବରେ ଥିବା କର୍ମଚାରୀ ରୋଗୀଙ୍କ ସମ୍ପର୍କୀୟଙ୍କୁ ଖରାପ ବ୍ୟବହାରକୁ ନେଇ ଉତ୍ତେଜନା ଦେଖାଦେଇଥିଲା । ଭଦ୍ରକ ଜିଲ୍ଲା ମୁଖ୍ୟ ଡାକ୍ତରଖାନାରେ ରୋଗୀଙ୍କ ସମ୍ପର୍କୀୟାଙ୍କୁ ଦୁର୍ବ୍ୟବହାର ଅଭିଯୋଗ ନେଇ ଜିଲ୍ଲା ବିଜେପି କର୍ମୀମାନେ ଭଦ୍ରକ ମେଡିକାଲର ଅଧିକାରୀଙ୍କୁ ଭେଟି ଅଭିଯୋଗ କରିଛନ୍ତି । ଦୁର୍ବ୍ୟବହାର କରିଥିବା କର୍ମଚାରୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଦାବି କରିଛନ୍ତି ।

   Related Posts