Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଅକ୍ଟୋବର-ନଭେମ୍ବର ମାସର ପାର୍ବଣ ଗାଇଡ୍‌ଲାଇନ୍‌, ମୂର୍ତ୍ତି ବିସର୍ଜନରେ ରହିବେ ଏତିକି ଲୋକ, ହବିଷ୍ୟାଳୀଙ୍କୁ ମନ୍ଦିର ମନା
  • ||
  • ଘଟଗାଁରେ ହାତୀ ଆତଙ୍କ, ଘଉଡାଇବାକୁ ବନ ବିଭାଗର କସରତ
  • ||
  • ରାଜ୍ୟରେ କମୁଛି କରୋନା ଗ୍ରାଫ୍: କୋଭିଡ୍ ନେଲା ଆଉ ୪ ଜଣଙ୍କ ଜୀବନ
  • ||
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୫୫୬ କୋଭିଡ୍ ପଜିଟିଭ୍
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୧୩ ହଜାରରୁ ଅଧିକ କରୋନା ପଜିଟିଭ୍, ୧୬୪ ମୃତ
  • ||
  • ରାସ୍ତା ଅତିକ୍ରମ ବେଳେ ଧକ୍କା ଦେଲା ଟ୍ରକ, ଚାଲିଗଲା ଜୀବନ
  • ||
  • ଲଘୁଚାପ ପ୍ରଭାବ : ମଙ୍ଗଳବାର ଯାଏଁ ପ୍ରବଳ ବର୍ଷା, ୫୦ କିମି ବେଗରେ ବହିବ ପବନ
  • ||
  • ନୀଳଗିରିରେ ଭାଲୁ ଆତଙ୍କ, ସାଇକେଲରୁ ଟାଣିନେଇ ଯୁବକଙ୍କୁ ଘାଇଲା କଲେ
  • ||
  • ଅଢେଇ କୋଟି ଟଙ୍କାର ବ୍ରାଉନସୁଗାର ଜବତ, ଡାଇମଣ୍ଡ ହୋଟେଲ ମାଲିକ ଅଟକ
  • ||

ବିଜେପି କର୍ମୀ ସମାବେଶ ସହ ମିଶ୍ରଶ ପର୍ବ, ଅନ୍ୟ ଦଳ ଛାଡ଼ି ୩୦ ପରିବାର ସାମିଲ

15/09/2021 at 9:53 AM

ଭଦ୍ରକ ୧୫/୦୪: ଭଦ୍ରକ ଚାନ୍ଦବାଲି ବ୍ଲକ ମତୋ ପଂଚାୟତ ପରମାନ୍ଦପୁରରେ ବିଜେପି ଦଳ ପକ୍ଷରୁ ଏକ କର୍ମୀ ସମାବେଶ ସହ ମିଶ୍ରଣ ପର୍ବ ଅନୁଷ୍ଠିତ ହୋଇଯାଇଛି । ଏହି ମିଶ୍ରଣ ପର୍ବରେ ଭଦ୍ରକ ଜିଲ୍ଲା ଚାନ୍ଦବାଲି ବ୍ଲକ ମତୋ ପଂଚାୟତରେ କର୍ମୀମାନେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନୀତି ଆଦର୍ଶରେ ଅନୁପ୍ରାଣିତ ହୋଇ ଅନ୍ୟ ଦଳ ଛାଡ଼ି ୩୦ ପରିବାର ସାମିଲ ହୋଇଛି । ଅନ୍ୟ ଦଳରୁ ଆସିଥିବା କର୍ମୀମାନଙ୍କୁ ପୁର୍ବତନ ରାଜସ୍ଵ ମନ୍ତ୍ରୀ ମନମୋହନ ସାମଲ ସେମାନଙ୍କୁ ଦଳୀୟ ଉତରୀୟ ଓ ପୁସ୍କଗୁଛ ଦେଇ ଦଳକୁ ସ୍ଵାଗତ କରିଥିଲେ ।

   Related Posts