Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଭିସା ଉପରେ ଲାଗିଥିବା କଟକଣା ହଟାଇଲେ ସରକାର
  • ||
  • ଟ୍ୱିଟରରେ ପ୍ରଧାନମନ୍ତ୍ରୀ ମୋଦିଙ୍କ ପାଇଁ କବିତା ଲେଖିଲେ ରାହୁଲ
  • ||
  • ମା’ ମାଣିକେଶ୍ଵରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା ପାଇଁ ୧୪୪ ଧାରା ଜାରି
  • ||
  • ପ୍ରକାଶ ପାଇଲା ମାଟ୍ରିକ୍ ସପ୍ଲିମେଣ୍ଟାରୀ ପରୀକ୍ଷା ଫଳ
  • ||
  • ରାୟଗଡାରେ ବୋଲେରୋ-ବାଇକ୍ ମୁହାଁମୁହିଁ ଧକ୍କା, ୨ ଗୁରୁତର
  • ||
  • ବିନା ଅନୁମତିରେ ଦାଢ଼ି ରଖି ନିଲମ୍ବିତ ହେଲେ ପୋଲିସ ବାବୁ
  • ||
  • ପାଲଘର ମାମଲାରେ ଆଉ ୨୪ ଅଭିଯୁକ୍ତ ଗିରଫ
  • ||
  • ରାଜ୍ୟରେ ଆଉ ୧୫ କରୋନା ସଂକ୍ରମିତଙ୍କ ମୃତ୍ୟୁ
  • ||
  • ବିହାର ନିର୍ବାଚନ ପାଇଁ ବିଜେପି ଜାରି କଲା ସଂକଳ୍ପ ପତ୍ର
  • ||
  • ରାଜ୍ୟରେ ୧୯୧୩ କରୋନା ସଂକ୍ରମିତ ଚିହ୍ନଟ
  • ||

ବିଜେଡିରେ ଯୋଗଦେଲେ ଗଞ୍ଜାମ ଜିଲ୍ଲା ବିଜେପି କାର୍ଯ୍ୟକାରିଣୀ ସଦସ୍ୟଙ୍କ ସହ ଶତାଧିକ କର୍ମୀ

30/03/2019 at 12:30 PM

ଭୁବନେଶ୍ବର ୩୦|୩ : ଆଜି ବିଜେପି ଘୁମୁସର ଜିଲ୍ଲା କାର୍ଯ୍ୟକାରିଣୀ ସଦସ୍ୟ ଅନୀଲ କୁମାର ମହାପାତ୍ର, ପୋଲସରାର ବିଧାନସଭା ପ୍ରଭାରୀ, ବିଜେପି ଆସିକା ସମବାୟ ଜିଲ୍ଲା ଆବାହକ ନିଜ ନିଜର ସମର୍ଥକମାନଙ୍କ ସହ ବିଜେପି ଛାଡି ବିଜେଡିରେ ଯୋଗଦେଇଛନ୍ତି । ଦଳରେ ଟିକେଟ୍ ବଣ୍ଟନରେ ଅସମାନତା ଓ ବରିଷ୍ଠ ସ୍ଥାନୀୟ ନେତାଙ୍କୁ ଉପେକ୍ଷା କରାଯାଇଥିବା ପ୍ରତିବାଦ କରି ସେମାନେ ଦଳ ଛାଡିଛନ୍ତି ।

   Related Posts