Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ବିଲଡର୍ ସଂସ୍ଥାର ଘର ଉପରେ ବୋମାମାଡ, ୩ ଶ୍ରମିକ ଆହତ
  • ||
  • ରାଜ୍ୟରେ ଆଉ ୩ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁ ସଂଖ୍ୟା ୮୪୮୪କୁ ବୃଦ୍ଧି
  • ||
  • ରାଜ୍ୟରେ ୧୦ ହଜାର ଉପରେ ଦୈନିକ ସଂକ୍ରମଣ : ୨୪ ଘଣ୍ଟାରେ ଚିହ୍ନଟ ହେଲେ ୧୦୪୮୯ କୋଭିଡ୍ ପଜିଟିଭ୍, ୧୧୪୪୪୦୧ରେ ପହଞ୍ଚିଲା ସଂଖ୍ୟା
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୨ ଲକ୍ଷ ୫୮ ହଜାରରୁ ଅଧିକ କରୋନା ପଜିଟିଭ୍, ୩୮୫ ମୃତ
  • ||
  • ଖୋଲିଲା ଶିମିଳିପାଳ, ପର୍ଯ୍ୟଟକଙ୍କ ପାଇଁ ଖୁସି ଖବର
  • ||
  • ଆଉ ନାହାଁନ୍ତି ପଦ୍ମଶ୍ରୀ ଶାନ୍ତିଦେବୀ, ୮୮ ବର୍ଷ ବୟସରେ ପରଲୋକ
  • ||
  • କଥକ ସମ୍ରାଟ ବିରଜୁ ମହାରାଜଙ୍କ ପରଲୋକ, ୮୩ ବର୍ଷ ବୟସରେ ଦେହାନ୍ତ
  • ||
  • ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ : ସୋମବାରଠୁ ଦାଖଲ ହେବ ପ୍ରାର୍ଥୀପତ୍ର, କରୋନା କଟକଣାରେ ସରିବ ପୁରା ପ୍ରକ୍ରିୟା
  • ||
  • ଆହତ ହାତୀର ଚିକିତ୍ସା କଲା ବନ ବିଭାଗ, ବାରହା ଫାଶରେ ପଡି ଗୋଡରେ ହୋଇଥିଲା କ୍ଷତ
  • ||
  • ଖସିବ ପାରଦ ବଢିବ ଶୀତ, ୧୯ ଯାଏଁ ବିଭିନ୍ନ ଜିଲ୍ଲାରେ ଘନ କୁହୁଡି
  • ||

ଡିସେମ୍ବର ୯ରେ ବିଧାନସଭା ଘେରାଉ କରିବ ବିଜେପି ଯୁବମୋର୍ଚ୍ଚା : ଇରାଶିଷ ଆଚାର୍ଯ୍ୟ

2/12/2021 at 3:59 PM

ଭୁବନେଶ୍ବର ୨।୧୨: ରାଜ୍ୟ ବିଜେପି ଯୁବ ମୋର୍ଚ୍ଚା ଆସନ୍ତା ୯ତାରିଖ ଦିନ ହଜାର ହଜାର ସଂଖ୍ୟାରେ ଯୁବକଙ୍କୁ ନେଇ ବିଧାନସଭା ଘେରାଉ କରିବ । ଯେପର୍ଯ୍ୟନ୍ତ ଗୃହରାଷ୍ଟ୍ର ମନ୍ତ୍ରୀଙ୍କୁ ମନ୍ତ୍ରୀମଣ୍ଡଳରୁ ବହିଷ୍କାର ସହ ଗିରଫ କରାଯାଇନାହିଁ, ଯୁବମୋର୍ଚ୍ଚା ଆନ୍ଦୋଳନକୁ ଆହୁରି ତୀବ୍ରତର କରିବ ।  ମମିତା ମେହେରଙ୍କୁ ନ୍ୟାୟ ଦେବା, ରାଜ୍ୟ ସରକାର ଯେପର୍ଯ୍ୟନ୍ତ ସିବିଆଇ ତଦନ୍ତ ନିର୍ଦ୍ଦେଶ ଦେଇନାହାନ୍ତି, ସେ ପର୍ଯ୍ୟନ୍ତ ଯୁବ ମୋର୍ଚ୍ଚା ଆନ୍ଦୋଳନ ଜାରି ରଖିବ ବୋଲି ରାଜ୍ୟ ବିଜେପି ଯୁବ ମୋର୍ଚ୍ଚା ସଭାପତି ଇରାଶିଷ ଆଚାର୍ଯ୍ୟ ସୂଚନା ଦେଇଛନ୍ତି ।

ମମିତା ମେହେର ହତ୍ୟାକାଣ୍ଡ ଏକ ଗଣତନ୍ତ୍ର ରାଜ୍ୟରେ ବିରଳ ଉଦାହରଣ । ପ୍ରଥମରୁ ରାଜ୍ୟ ସରକାର ଏବଂ ପୋଲିସ ବିଭାଗ ଦୋଷୀକୁ ସୁରକ୍ଷା ଦେବା ପାଇଁ ଚେଷ୍ଟା ଚଳାଇଛନ୍ତି । ତଦନ୍ତ ନକରି ନିଜେ ଏହି ମାମଲାରେ ଜଡ଼ିତ ଥିବା ଗୃହ ରାଷ୍ଟ୍ରମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ର ପ୍ରମାଣ ମାଗିଛନ୍ତି । ବିରୋଧୀଙ୍କ ଏତେ  ଆନ୍ଦୋଳନ କରିବା ସତ୍ତ୍ବେ ସରକାର ଗୃହ ରାଷ୍ଟ୍ରମନ୍ତ୍ରୀଙ୍କୁ ସୁରକ୍ଷା ଦେଉଛନ୍ତି ସରକାର ।

   Related Posts