Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଜ୍ୟରେ ଗୁରୁବାର ସୁସ୍ଥହେଲେ ରେକର୍ଡ ୮୪୭୧ଜଣ କରୋନା ଆକ୍ରାନ୍ତ, ଖୋର୍ଦ୍ଧାରୁ ସର୍ବାଧିକ ୨୨୪୯ ଡିସଚାର୍ଜ
  • ||
  • ଚାଲିଗଲେ ଆଉ ଜଣେ କଳାକାର, ଅଭିନେତା ପ୍ରିୟ ସୁନ୍ଦର ମିଶ୍ରଙ୍କ ପରଲୋକ
  • ||
  • କୁକୁଡାକୁ ଖାଇଗଲେ ବୁଲା କୁକୁର, ରାଗି ଯାଇ ଗୁଳି କରିଦେଲା ମାଲିକ : ଥାନାରେ ମାମଲା
  • ||
  • ଗୋଆରେ ଏନସିପି-ଶିବସେନାର ହାତ ଛାଡିଦେଲା କଂଗ୍ରେସ, କହିଲା-‘ଆମର ଏକାକି ଜିତିବା କ୍ଷମତା ଅଛି’
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୩ ଲକ୍ଷ ୧୭ ହଜାରରୁ ଅଧିକ କରୋନା ପଜିଟିଭ୍, ୪୯୧ ମୃତ
  • ||
  • ରାଜ୍ୟରେ ଆଉ ୭ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁ ସଂଖ୍ୟା ୮୫୦୧କୁ ବୃଦ୍ଧି
  • ||
  • ରାଜ୍ୟରେ ପୁଣି ୧୦ ହଜାର ଉପରେ ଦୈନିକ ସଂକ୍ରମଣ : ୨୪ ଘଣ୍ଟାରେ ଚିହ୍ନଟ ହେଲେ ୧୦୩୬୮ କୋଭିଡ୍ ପଜିଟିଭ୍, ୧୧୭୭୪୬୨ରେ ପହଞ୍ଚିଲା ସଂଖ୍ୟା
  • ||
  • କ୍ୟାପ୍ଟେନ୍ ନୁହେଁ କିନ୍ତୁ ଜୋଶ୍ ଏବେବି ଅଛି : ଦକ୍ଷିଣ ଆଫ୍ରିକା ଅଧିନାୟକଙ୍କ ସହ ମୁହାଁମୁହିଁ ହେଲେ କୋହଲି
  • ||
  • ପ୍ରଚାର ବେଳେ ବିଜେପି ପ୍ରାର୍ଥୀ ହଟହଟା, ତଡିଦେଲେ ଗାଁ ଲୋକେ
  • ||
  • ଚୌଦ୍ୱାର ସୁନା ବ୍ୟବସାୟୀଙ୍କୁ ଗୁଳିମାଡ ଓ ଲୁଟ୍ ଘଟଣା : ଉଚ୍ଚସ୍ତରୀୟ ତଦନ୍ତ ନିର୍ଦ୍ଦେଶ ଦେଲେ ଡିସିପି
  • ||

ଡିସେମ୍ବର ୯ରେ ବିଧାନସଭା ଘେରାଉ କରିବ ବିଜେପି ଯୁବମୋର୍ଚ୍ଚା : ଇରାଶିଷ୍ ଆଚାର୍ଯ୍ୟ

8/12/2021 at 3:16 PM

ଭୁବନେଶ୍ବର ୮।୧୨: ଡିସେମ୍ବର ୯ ତାରିଖରେ ବିଧାନସଭା ଘେରାଉ କରିବ ବିଜେପି ଯୁବମୋର୍ଚ୍ଚା । ମମିତା ମେହେରଙ୍କୁ ନ୍ୟାୟ ଦେବା ଦାବିରେ ଯୁବ ମୋର୍ଚ୍ଚା କରିବ ବଡ ପ୍ରତିବାଦ । ଆନ୍ଦୋଳନରେ ଓଡିଶାର କୋଣ ଅନୁକୋଣରୁ ହଜାର ହଜାର ଯୁବ ବିଜେପି କର୍ମୀ ଯୋଗଦେବେ । ଯେପର୍ଯ୍ୟନ୍ତ ଗୃହରାଷ୍ଟ୍ର ମନ୍ତ୍ରୀ ଦିବ୍ୟ ଶଙ୍କର ମିଶ୍ରଙ୍କୁ ବହିଷ୍କାର ଏବଂ ମମିତା ମେହେର ହତ୍ୟାକାଣ୍ଡର ସିବିଆଇ ତଦନ୍ତ ପାଇଁ ସରକାର ନିର୍ଦ୍ଦେଶ ଦେଇନାହାନ୍ତି, ବିଜେପି ଆନ୍ଦୋଳନ ଜାରି ରଖିବ ବୋଲି ରାଜ୍ୟ ବିଜେପି ଯୁବ ମୋର୍ଚ୍ଚା ସଭାପତି ଇରାଶିଷ ଆଚାର୍ଯ୍ୟ କହିଛନ୍ତି ।

   Related Posts