Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଘରୁ ଉଠାଇ ନେଇ ନାବାଳିକାଙ୍କୁ ଦୁଷ୍କର୍ମ, ୨ ଗିରଫ
  • ||
  • ଆଖିବୁଜିଲେ ଫ୍ଲାଇଂ ଶିଖ୍ ତଥା କିମ୍ୱଦନ୍ତୀ ଧାବକ ମିଲଖା ସିଂହ
  • ||
  • ବରିଷ୍ଠ ଆଇପିଏସ୍‌ ଅଧିକାରୀ ତଥା ରାଜ୍ୟ ଦୁର୍ନୀତି ନିବାରଣ ବିଭାଗର ନିର୍ଦ୍ଦେଶକ ଦେବାଶିଷ ପାଣିଗ୍ରାହୀଙ୍କର ପରଲୋକ
  • ||
  • ବିରୋଧ ପରେ ବାଟକୁ ଆସିଲା ହକି ଇଣ୍ଡିଆ, ଦିଲ୍ଲୀପ ତିର୍କୀ ଆଡହକ୍ କମିଟିର ଚେୟାରମାନେ ଭାବେ ନିଯୁକ୍ତ
  • ||

କଂଗ୍ରେସ ମୁକ୍ତ ଭାରତ ଗଠନ ବିଜେପିର ଲକ୍ଷ

12/08/2018 at 11:20 AM

ରାଜ୍ୟସଭା ଉପାଧ୍ୟକ୍ଷ ନିର୍ବାଚନରେ ଏନ୍ ଡିଏ ପ୍ରାର୍ଥୀଙ୍କୁ ବିଜେଡି ସମର୍ଥନ କରିବା ପରେ ରାଜନୀତି ତେଜିଛି । ରାଜ୍ୟରେ ବିଜେଡି-ବିଜେପି ସମ୍ପର୍କ ନେଇ କଂଗ୍ରେସ ଅଭିଯୋଗ ଆଣିବା ପ୍ରସଙ୍ଗରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ପ୍ରତିକ୍ରିୟା ରଖି କହିଛନ୍ତି, ଲୁଚିଛି ନା ଗୋଡ ଦି ଟା ଦିଶୁଛି । ଏହା ଉପରେ ଜବାବ ରଖିଛନ୍ତି ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକ । ସେପଟେ ବିଜେଡି କହିଛି, ଆମେ ବିଜେପିକୁ ନୁହେଁ ଜେଡିୟୁକୁ ଭୋଟ ଦେଇଛୁ ।

   Related Posts