Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଜ୍ୟରେ ଆଉ ୧୨ କରୋନା ସଂକ୍ରମିତଙ୍କ ମୃତ୍ୟୁ
  • ||
  • ରାଜ୍ୟରେ ୧୫୪୦ କରୋନା ସଂକ୍ରମିତ ଚିହ୍ନଟ
  • ||
  • ଡିସେମ୍ବର ୩୧ପୂର୍ବରୁ ବସିବ ବିଧାନସଭାର ଶୀତ ଅଧିବେଶନ
  • ||
  • କରୋନାର ଦୈନିକ ସଂକ୍ରମଣରେ ବୃଦ୍ଧି, ୨୪ଘଣ୍ଟାରେ ୪୩୮୯୩ ନୂଆ ଆକ୍ରାନ୍ତ ଚିହ୍ନଟ
  • ||
  • ଅପରେସନ ଅଲ୍ଆଉଟ୍ : ସେନା ଗୁଳିରେ ୨ ଆତଙ୍କୀ ନିହତ, ବନ୍ଧୁକ ଓ ଗୁଳି ଜବତ
  • ||
  • ବିହାର ନିର୍ବାଚନ : ପ୍ରଥମ ପର୍ଯ୍ୟାୟ ପାଇଁ ମତଦାନ ଆରମ୍ଭ, ୭୧ଟି ଆସନରେ ଚାଲିଛି ଭୋଟିଂ
  • ||
  • ନଭେମ୍ବରରୁ ପର୍ଯ୍ୟଟକଙ୍କ ପାଇଁ ଖୋଲିବ ଶିମିଳିପାଳ ବ୍ୟାଘ୍ର ପ୍ରକଳ୍ପ
  • ||

ବିଜେଡିରେ ଯୋଗଦେଲେ ବିଜେପି ପ୍ରାର୍ଥୀ ତୁଷାରକାନ୍ତି ବେହେରା

2/04/2019 at 2:50 PM

ଭୁବନେଶ୍ବର ୨|୪ : ବିଜେଡିରେ ଯୋଗ ଦେଲେ କାଟକପୁର ନିର୍ବାଚନ ମଣ୍ଡଳୀର ବିଜେପି ପ୍ରାର୍ଥୀ ତୁଷାରକାନ୍ତି ବେହେରା । କାକଟପୁର ପାଇଁ କିଛି ଦିନ ତଳେ ବିଜେପି ତାଙ୍କ ନାଁ ଘୋଷଣା କରିଥିଲା । ହେଲେ ବିଜେଡି ଏବେ ତାଙ୍କୁ ଟିକେଟ ଦେବା ନେଇ ଚର୍ଚ୍ଚା ହେଉଛି । କାକଟପୁରରୁ ସୁରେନ୍ଦ୍ର ସେଠୀଙ୍କୁ ବିଜେଡି ପ୍ରାର୍ଥୀ ଘୋଷଣା କରିଛି । ହେଲେ ଶେଷ ମୁହୁର୍ତ୍ତରେ ତାଙ୍କ ପ୍ରାର୍ଥୀତ୍ବ ମଧ୍ୟ ରଦ୍ଦ ହେବା ନେଇ ଚର୍ଚ୍ଚା ହେଉଛି ।  ସେପଟେ  ଦେଓ ଗଡର  ବିଜେଡି ସଭାପତି ସୁଧୀର କପର୍ଦାର ବିଜେଡି ଛାଡିଛନ୍ତି ।   ଟିକେଟ ନମିଳିବାରୁ ସେ ଦଳରୁ ଇସ୍ତଫା  ଦେଇଛନ୍ତି ।

   Related Posts