Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଟିକା ବଣ୍ଟନ ପାଇଁ ୨୧ ଜଣିଆ ପରିଚାଳନା କମିଟି ଗଠନ, ସ୍ଵାସ୍ଥ୍ୟ ବିଭାଗର ନିର୍ଦ୍ଦେଶକ ହେଲେ ଅଧ୍ୟକ୍ଷ
  • ||
  • ୯୦ ପ୍ରତିଶତ ନଷ୍ଟ ହୋଇ ସାରିଥିଲା କରୋନା ସଂକ୍ରମିତ ବ୍ୟକ୍ତିଙ୍କ ଫୁସ୍‌ଫୁସ୍, ଇକମୋ ପଦ୍ଧତିରେ ସୁସ୍ଥ କଲେ ସମ୍ ଡାକ୍ତର
  • ||
  • ଦ୍ଵିତୀୟ ଲହର ସଂକ୍ରମଣର ଆଶଙ୍କା ନାହିଁ, ସୁସ୍ଥ ହୋଇ ଘରକୁ ଫେରିଲେ ୬୦୫ ଆକ୍ରାନ୍ତ
  • ||
  • ଡିସେମ୍ବର ୮ରେ କୃଷକଙ୍କ ଭାରତ ବନ୍ଦ ଡାକରା, ରାଜ୍ୟ କଂଗ୍ରେସର ସମର୍ଥନ ଘୋଷଣା
  • ||
  • ପଞ୍ଚମ ପର୍ଯ୍ୟାୟ କୃଷକ-ସରକାରଙ୍କ ଆଲୋଚନା ବିଫଳ, ଡିସେମ୍ବର ୯’ରେ ପୁଣି ବୈଠକ
  • ||
  • ସାଲେପୁର : ଷଣ୍ଢକୁ ଧକ୍କା ଦେବା ପରେ ହୁତୁ ହୁତୁ ହୋଇ ଜଳିଲା କାର୍, ଅଳ୍ପକେ ବର୍ତ୍ତିଲେ ୪ ଜଣ
  • ||
  • ଭୁବନେଶ୍ବର : ‘ପରୀ’ ହତ୍ୟାକାରୀକୁ ଧରାଇଦେଲେ ମିଳିବ ଲକ୍ଷେ ଟଙ୍କା
  • ||
  • ନୟାଗଡ : ଘର ବାଡିପଟୁ ମିଳିଲା ବୃଦ୍ଧଙ୍କ ମୃତଦେହ, ମୁଣ୍ଡ ଏବଂ ମୁହଁରେ ରହିଛି କ୍ଷତଚିହ୍ନ, ହତ୍ୟା ସନ୍ଦେହ
  • ||
  • ଯାଜପୁର : ଭୟାବହ ଅଗ୍ନିକାଣ୍ଡ, ୧୨ ବଖରା ଘର ସହ ଜଳିଗଲା ଲକ୍ଷାଧିକ ଟଙ୍କାର ସୁନା ଗହଣା
  • ||
  • ଢେଙ୍କାନାଳ : ବାଇକ୍‌କୁ ଧକ୍କା ଦେଲା କାର୍, ଆରୋହୀ ପିଟିହେଲେ ଟ୍ରକ୍‌ରେ, ଚାଲିଗଲା ଜୀବନ
  • ||

ସପ୍ତଦଶ ଲୋକସଭାର ବାଚସ୍ପତି ହେଲେ ଓମ ବିର୍ଲା

19/06/2019 at 12:02 PM

ନୂଆଦିଲ୍ଲୀ ୧୯|୬: ସପ୍ତଦଶ ଲୋକସଭାର ବାଚସ୍ପତି ହେଲେ ଓମ ବିର୍ଲା । ରାଜସ୍ଥାନ କୋଟାର ବିଜେପି ସାଂସଦ ଓମ୍  ବିର୍ଲା ଲୋକସଭା ବାଚସ୍ପତି ଦାୟିତ୍ବ ନେଇଛନ୍ତି । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଗୃହରେ ପ୍ରସ୍ତବ ଆଗତ କରିଥିବା ବେଳେ ପ୍ରତିରକ୍ଷାମନ୍ତ୍ରୀ ରାଜନାଥ ସିଂହ ସମର୍ଥନ କରିଥିଲେ । ଏନଡିଏର ସଂଖ୍ୟା ଗରିଷ୍ଠତା ଥିବାରୁ ଓମ ବିର୍ଲା ବାଚସ୍ପତି ନିର୍ବାଚିତ ହୋଇଛନ୍ତି ।

ବାଚସ୍ପତି ପ୍ରସ୍ତାବକୁ କଂଗ୍ରେସ ବିରୋଧ କରିନଥିବା ବେଳେ ବିଜେଡି ଓମ ବିର୍ଲାଙ୍କୁ ସମର୍ଥନ କରିଛି । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓମ ବିର୍ଲାଙ୍କୁ ନେଇ ବାଚସ୍ପତି ଆସନରେ ବସାଇଥିଲେ ।

୧୭ ବୟସରୁ ଓମ ବିର୍ଲା ରାଜନୀତିରେ ସକ୍ରିୟ ଥିଲେ । ୨୦୧୯ ଲୋକସଭା ନିର୍ବାଚନରେ ରାଜସ୍ଥାନର କୋଟା-ବୁନ୍ଦି ଲୋକସଭା କ୍ଷେତ୍ରରୁ ବିଜେପି ସାଂସଦ ରୂପେ ନିର୍ବାଚିତ ହୋଇଛନ୍ତି। ଏହା ପୂର୍ବରୁ ସେ ରାଜସ୍ଥାନ ବିଧାନସଭାକୁ ତିନିତିନି ଥର ବିଧାୟକ ଭାବେ ନିର୍ବାଚିତ ହୋଇଥିବା ବେଳେ ୨୦୧୪ରେ ପ୍ରଥମ ଥର ପାଇଁ ସାଂସଦ ନିର୍ବାଚିତ ହୋଇଥିଲେ।

   Related Posts