Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କମିବାରେ ଲାଗିଛି କରୋନା ପ୍ରଭାବ, ସୁସ୍ଥ ହୋଇ ଘରକୁ ଫେରିଲେ ଆଉ ୭୦୭ ଆକ୍ରାନ୍ତ
  • ||
  • ବିରାଟ ବାହିନୀ ଚିତ୍‌ପଟାଙ୍ଗ, ଭାରତକୁ ୫୧ ରନରେ ହରାଇ ସିରିଜ୍ ହାତେଇଲା ଅଷ୍ଟ୍ରେଲିଆ
  • ||
  • କାର୍ତ୍ତିକ ପୂର୍ଣ୍ଣିମାରେ ପବିତ୍ର ଗଙ୍ଗା ସ୍ନାନକୁ ନେଇ ଦୁଇ ଦିନ ପାଇଁ ହରିଦ୍ୱାର ସୀମା ସିଲ୍
  • ||
  • ହାଡଭଙ୍ଗା ଶୀତ ଯୋଗୁଁ ମନାଲିରେ ଜଣକର ମୃତ୍ୟୁ, ଜିରୋ ଡିଗ୍ରୀ ତଳକୁ ଖସିଲା ପାରଦ
  • ||
  • ଡାଲିରେ ୧୫ ଟଙ୍କା ରିହାତି ଦେବେ ସରକାର
  • ||
  • ଭୁବନେଶ୍ୱର : କମିଲା କୋଭିଡ୍ ମୃତ୍ୟୁ ସଂଖ୍ୟା : ଗତ ୨୪ ଘଣ୍ଟାରେ ଯାଇଛି ୪ ମୁଣ୍ଡ, ୧୭୩୪ରେ ପହଞ୍ଚିଲା ମୃତକଙ୍କ ସଂଖ୍ୟା
  • ||
  • ଭୁବନେଶ୍ୱର : ରାଜ୍ୟରେ ଚିହ୍ନଟ ହେଲେ ୫୧୮ କରୋନା ସଂକ୍ରମିତ, ୩୧୮୩୦୭ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ସୋର : ଡକାୟତ ଗ୍ୟାଙ୍ଗ୍ ଓ ଗ୍ରାମବାସୀଙ୍କ ମଧ୍ୟରେ ଖଣ୍ଡ ଯୁଦ୍ଧ : ୪ ଗୁରୁତର, ଜଣେ ଗିରଫ
  • ||
  • ନୂଆଦିଲ୍ଲୀ : ଭାରତରେ କମୁଛି ସଂକ୍ରମଣ, ଗତ ୨୪ଘଣ୍ଟାରେ ୪୧୮୧୦ କରୋନା ଆକ୍ରାନ୍ତ ଚିହ୍ନଟ
  • ||
  • ଉଦଳା : ଜମିବାଡି ବିବାଦକୁ କେନ୍ଦ୍ରକରି ଡବଲ ମର୍ଡର ! ସଂମ୍ପର୍କୀୟ ଭାଇ ଓ ପୁତୁରାକୁ ହତ୍ୟା କଲା ଭାଇ
  • ||

ଭୁବନେଶ୍ବରରେ ବିଜେପିର ‘ପ୍ରତିଶ୍ରୁତି’ ସମାବେଶ ; ଉନ୍ମୋଚିତ ହେଲା ‘ପ୍ରତିଶ୍ରୁତି ଫର୍ମ’

9/02/2019 at 3:17 PM

ଭୁବନେଶ୍ବର ୯|୨:  ଭୁବନେଶ୍ବରରେ ବିଜେପିର ପ୍ରତିଶ୍ରୁତି ସମାବେଶ । ବିଜେପି ରାଜ୍ୟରେ କ୍ଷମତାକୁ ଆସିଲେ କେଉଁ କାମ କରିବ ସେ ନେଇ ପ୍ରତିଶ୍ରୁତି ନେଉଛି ଦଳ । ଭୂମିହୀନ, ବସ୍ତି ବାସିନ୍ଦା, ଓ ଦାରିଦ୍ର୍ୟ ସୀମାରେଖା ତଳେ ଥିବା ଲୋକଙ୍କୁ ସ୍ଥାୟୀ ଜମିପଟା ବେକାରୀଙ୍କୁ ନିଯୁକ୍ତି ନେଇ ପ୍ରତିଶୃତି ଦେଉଛି ଦଳ । କାର୍ଯ୍ୟକ୍ରମରେ ଯୋଗଦେଇଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ସ୍ବାଧୀନତା ସଂଗ୍ରାମୀ ପଡିଆରେ ଏହି କାର୍ଯ୍ୟକ୍ରମ ହୋଇଛି ।

ସାମବେଶ ଅବସରରେ ଉନ୍ମୋଚିତ ହୋଇଛି ‘ପ୍ରତିଶ୍ରୁତି ଫର୍ମ’ । ସାଧାରଣ ଲୋକ ଏହି ଫର୍ମ ପୁରଣ କରିବେ । ବିଜେପି କ୍ଷମତାକୁ ଆସିଲେ ଏହି ପ୍ରତିଶ୍ରୁତି ପୁରଣ ହେବ ବୋଲି କହିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ।

   Related Posts