Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଜି.ଉଦୟଗିରି : ବାଇକ୍-ଅଟୋ ମୁହାଁମୁହିଁ ଧକ୍କା : ଜଣେ ମୃତ, ତିନି ଗୁରୁତର
  • ||
  • ଭୁବନେଶ୍ବର : ଭିଜିଲାନ୍ସ ଜାଲରେ ଭୁବନେଶ୍ବର ବ୍ଲକ୍ କନିଷ୍ଠ ଯନ୍ତ୍ରୀ ଶୁଭେନ୍ଦୁ କୁମାର ପ୍ରଧାନ, ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଚଢାଉ
  • ||
  • ଦିଲ୍ଲୀ ପୋଲିସର ଆକ୍ସନ : ଟ୍ରାକ୍ଟର ରାଲି ବେଳେ ହିଂସା ପରେ ୧୫ଟି ମାମଲା ରୁଜୁ
  • ||
  • ଭୁବନେଶ୍ବର : ଅଟୋକୁ ଧକ୍କା ଦେଲା କାର୍, ୪ ଗୁରୁତର
  • ||
  • ଘଟଗାଁ : ରାତିରେ ଘରକୁ ଫେରିବା ବେଳେ ଭାଲୁ ଆକ୍ରମଣ, ଜଣେ ଗୁରୁତର
  • ||
  • ଆଜିଠୁ ଶ୍ରୀମନ୍ଦିର ସେବାୟତଙ୍କ ପୁଣି କୋଭିଡ୍ ଟେଷ୍ଟ, ପ୍ରତିଦିନ ୫୦ ସେବାୟତଙ୍କ ହେବ ଆର୍‌ଟିପିସିଆର୍
  • ||
  • ଆଜିଠୁ ପୁଣି ଟିକାକରଣ, ଭାକ୍‌ସିନ୍‌ ନେବେ ବଳକା ୧ ଲକ୍ଷ ୭୩ ହଜାର ୬୩୬ ସ୍ବାସ୍ଥ୍ଯକର୍ମୀ
  • ||

ଶ୍ରୀନଗର BSF କ୍ୟାମ୍ପରେ NSG କମାଣ୍ଡୋ

22/06/2018 at 9:46 AM

ଜାମ୍ମୁ କାଶ୍ମୀରରେ ଆତଙ୍କବାଦ ନିପାତ ଅଭିଯାନ ତ୍ୱରାନ୍ୱିତ | ଘାଟିରେ ପହଂଚିଛନ୍ତି NSG କମାଣ୍ଡୋ | ଅମରନାଥ ଯାତ୍ରା ସମୟରେ ହମଲା କରିବାକୁ ଆତଙ୍କବାଦୀ ମାନେ ଯୋଜନା କରୁଥିବା ସୂଚନା ମିଳିବ ପରେ ସ୍ଥିତିର ମୁକାବିଲା ପାଇଁ ପ୍ରସ୍ତୁତ ରହିଛନ୍ତି ବ୍ଲକ କ୍ୟାଟ କମାଣ୍ଡୋ |

   Related Posts