Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଗଞ୍ଜାମ ଦିଗପହଣ୍ଡିରେ ଅପରାଧୀର ଛୁରା ମାଡରେ ଅପରାଧୀ ମୃତ
  • ||
  • ବାଙ୍କୀରେ ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ବୋମାମାଡରେ ଜଣଙ୍କର ମୃତ୍ୟୁ
  • ||
  • କେନ୍ଦୁଝର ନୟାକୋଟରେ ସ୍ତ୍ରୀକୁ ଟାଙ୍ଗିଆରେ ହାଣିଲା ସ୍ବାମୀ
  • ||
  • ଗୁଜୁରାଟରେ ସ୍ତ୍ରୀକୁ ହତ୍ୟା ପରେ ଦୁଇ ସନ୍ତାନ ସହ ନିଜ ଦେହରେ ପେଟ୍ରୋଲ ଢାଳି ନିଆଁ ଲଗାଇଦେଲେ ଯୁବକ
  • ||
  • ରାଜ୍ୟରେ ଆଉ ୧୫ କରୋନା ସଂକ୍ରମିତଙ୍କ ମୃତ୍ୟୁ
  • ||
  • ରାଜ୍ୟରେ ଚିହ୍ନଟ ହେଲେ ଆଉ ୧୬୯୫ କରୋନା ସଂକ୍ରମିତ
  • ||
  • ଆସୁଛି ଆଉ ଏକ ଲଘୁଚାପ ! ନଭେମ୍ବର ପହିଲାରୁ ପୁଣି ବର୍ଷାର ସମ୍ଭାବନା
  • ||
  • ଆମେରିକୀୟ ନୌସେନା ବିମାନ ଦୁର୍ଘଟଣାଗ୍ରସ୍ତ, ଦୁଇ ପାଇଲଟଙ୍କ ମୃତ୍ୟୁ
  • ||
  • ଭୁଆସୁଣୀ ଛକରେ ସିରିଜ୍ ଦୁର୍ଘଟଣା, ୨ ଗୁରୁତର
  • ||

ଅଜଣା ଗାଡି ଧକ୍କାରେ ୨ ବର୍ଷର କୃଷ୍ଣସାର ମୃଗର ମୃତ୍ୟୁ

26/09/2020 at 2:39 PM

ଦିଗପହଣ୍ଡି ୨୬।୯: ଅଜଣା ଗାଡି ଧକ୍କାରେ ଦୁଇ ବର୍ଷର କୃଷ୍ଣ ସାର ମୃଗର ମୃତ୍ୟୁ ହୋଇଛି । ଶନିବାର ସକାଳ ସମୟରେ ବ୍ରହ୍ମପୁର-ଗଜପତି ମୁଖ୍ୟ ରାସ୍ତା ଦିଗପହଣ୍ଡି ଖେମୁଣ୍ଡି କଲେଜ ସମ୍ମୁଖରେ ଏକ ଦୁଇ ବର୍ଷର ଗୁରୁତର ଆହତ କୃଷ୍ଣସାର ମୃଗକୁ ଦିଗପହଣ୍ଡି ବନ ବିଭାଗ ଉଦ୍ଧାର କରିଥିଲା । ମୃଗଟିକୁ କୌଣସି ଅଜଣା ଗାଡି ଧକ୍କା ଦେଇ ଚାଲି ଯାଇଥିବା ଜଣାପଡିଛି । ବନ ବିଭାଗ ମୃଗଟିକୁ ଉଦ୍ଧାର କରି ଦିଗପହଣ୍ଡି ପ୍ରାଣୀ ଚିକିତ୍ସାଳୟରେ ଚିକିତ୍ସା ପାଇଁ ଭର୍ତ୍ତି କରିଥିଲା । ଡାକ୍ତର ସେଠାରେ ମୃଗଟିକୁ ମୃତ ଘୋଷଣା କରିଛନ୍ତି ।

   Related Posts