Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଚଳନ୍ତା ହାଇଓ୍ବା ଗାଡିରେ ଲାଗିଲା ନିଆଁ, ଅଳ୍ପକେ ବର୍ତ୍ତିଲେ ଚାଳକ
  • ||
  • Australian Open 2022 ଟାଇଟଲ୍ ଜିତିଲେ ଏଶ୍ଲେ ବାର୍ଟି, ଦେଶ ପାଇଁ ରଚିଲେ ଇତିହାସ
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୨ ଲକ୍ଷ ୩୫ ହଜାରରୁ ଅଧିକ କରୋନା ପଜିଟିଭ୍, ୮୭୧ ମୃତ
  • ||
  • ବଜେଟ ପୂର୍ବରୁ ହେବନି ହାଲୁଆ ଉତ୍ସବ, ଏଥର ମୋବାଇଲ ଆପ୍ଲିକେସନରେ ମିଳିବ ସବୁ ତଥ୍ୟ
  • ||
  • ନୟାଗଡ : ଧାନବସ୍ତା ଚୋରି ପଡିଲା ମହଙ୍ଗା, ୨ ଯୁବକଙ୍କୁ ଗାଁ ଦାଣ୍ଡରେ ବାନ୍ଧିଦେଲେ ଲୋକେ
  • ||
  • ଭଦ୍ରକ : ଭିନ୍ନକ୍ଷମ ସାର୍ଟିଫିକେଟ୍‌ର ପୁନଃ ଯାଞ୍ଚ ପାଇଁ ଦାବି କଲା ଓଡିଶା ଭିନ୍ନକ୍ଷମ ମଞ୍ଚ
  • ||
  • ଘଟଗାଁ : ନାଳରୁ ମିଳିଲା ଅଜଣା ବ୍ୟକ୍ତିଙ୍କ ମୃତଦେହ, ହତ୍ୟା କରି ପାଣିରେ ଫିଙ୍ଗି ଦେଇଥିବା ସନ୍ଦେହ
  • ||
  • ରାଜ୍ୟରେ ଆଉ ୧୫ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁ ସଂଖ୍ୟା ୮୫୭୫କୁ ବୃଦ୍ଧି
  • ||
  • ରାଜ୍ୟରେ କମୁଛି ସଂକ୍ରମଣ : ୨୪ ଘଣ୍ଟାରେ ଚିହ୍ନଟ ହେଲେ ୪୮୪୨ କୋଭିଡ୍ ପଜିଟିଭ୍, ୧୨୪୧୦୬୮ରେ ପହଞ୍ଚିଲା ସଂଖ୍ୟା
  • ||
  • ଭୁବନେଶ୍ବର : ଭୁବନେଶ୍ବର ଓ ବ୍ରହ୍ମପୁର ମେୟର ପଦବୀ ମହିଳାଙ୍କ ପାଇଁ ସଂରକ୍ଷିତ, କଟକ ପଦବୀ ଅଣସଂରକ୍ଷିତ
  • ||

ବାଣ ଫ୍ୟାକ୍ଟ୍ରିରେ ଭୟଙ୍କର ବିସ୍ଫୋରଣ, ଉଡିଗଲା ଛାତ,କାର୍‌ ଓ ମଟର ସାଇକେଲ୍‌- ୧୮ଜଣଙ୍କର ମୃତ୍ୟୁ

4/09/2019 at 4:51 PM

ଗୁରୁଦାସପୁର – ପଞ୍ଜାବର ଗୁରୁଦାସପୁରରେ ଏକ ବାଣ ଫ୍ୟାକ୍ଟରୀରେ ଭୟଙ୍କର ବିସ୍ଫୋରଣ ଘଟିଛି । ଏଥିରେ ୧୮ ଜଣ ଲୋକଙ୍କ ମୃତ୍ୟୁ ହୋଇଛି ।

ଗୁରୁଦାସପୁର ବାଟଲା ନିକଟରେ ଏହି ବାଣ ଫ୍ୟାକ୍ଟ୍ରି ରହିଛି ।


ଏଥିରେ ଅନେକ ଲୋକ ଆହତ ହୋଇଛନ୍ତି । ଆସନ୍ତା କାଲି ଅନୁଷ୍ଠିତ ହେବାକୁ ଥିବା ଏକ ଉତ୍ସବ ପାଇଁ ଏଠାରେ ବାଣି ତିଆରି କରାଯିବା ସହ ବହୁ ପରିମାଣରେ ବାଣ ତିଆରି ସାମଗ୍ରୀ ଗଚ୍ଛିତ ରଖାଯାଇଥିଲା । ବାଣ ବିସ୍ଫୋରଣ ଏତେ ଭୟାନକ ଥିଲା ଯେ ଛାତ ଉଡିଯିବା ସହ କାର୍‌ ଛିଟିକି ଦୂରେର ପଡିଥିଲା ।

ସ୍ଥାନୀୟ ଲୋକ ଆହତମାନଙ୍କୁ ଉଦ୍ଧାର କରି ଚିକିତ୍ସା ପାଇଁ ଡାକ୍ତରଖାନାରେ ଭର୍ତ୍ତ କରିଥିଲେ । ଘଟଣାସ୍ଥଳକୁ ଆମ୍ବୁଲାନସ୍‌, ଅଗ୍ନିଶମ ବିଭାଗର ଗାଡି, ସହ ପୁଲିସ ପହଞ୍ଚିଛି ।

   Related Posts