Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଜ୍ୟର ୧୬ଟି ଜିଲ୍ଲାରେ ହେବ ଆରଟି ପିସିଆର ଲ୍ୟାବ୍, ୨୦ କୋଟି ଟଙ୍କା ମଞ୍ଜୁର କଲେ ମୁଖ୍ୟମନ୍ତ୍ରୀ
  • ||
  • ପାଟଣା : ବଳଦ ନେଇ ଘରକୁ ଫେରୁଥିଲେ, ବଜ୍ରାଘାତରେ ଚାଲିଗଲା ରାଇଦାସଙ୍କ ଜୀବନ
  • ||
  • ମହିଳା ସାମ୍ବାଦିକ ସବନମ୍‌ ଶିରିନ୍‌ଙ୍କ ଦେହାନ୍ତ , କୋଭିଡ୍‌ରେ ଆକ୍ରାନ୍ତ ହୋଇ ଏମସ୍‌ରେ ହେଉଥିଲେ ଚିକିତ୍ସିତ
  • ||
  • ଭଦ୍ରକ : ବାପଘର ଲୋକ ଆଣିଲେ ବଧୂ ହତ୍ୟା ଅଭିଯୋଗ, ଶ୍ବଶୁରଘର କହୁଛନ୍ତି ପଡିଗଲେ ବାଥରୁମ୍‌ରେ
  • ||
  • ୧୦ ହଜାର ତଳକୁ ଖସିଲା କରୋନା ସଂକ୍ରମଣ, ରାଜ୍ୟରେ ଗତ ୨୪ଘଣ୍ଟାରେ ବାହାରିଲେ ୯୭୯୩ ପଜିଟିଭ୍
  • ||
  • ୧୦ ବର୍ଷର ଶିଶୁର ଜୀବନ ନେଲା କରୋନା…
  • ||
  • ଟ୍ରକ୍‌କୁ ଧକ୍କା ଦେଲା ବରଯାତ୍ରୀ ଗାଡି : ୫ ମୃତ, ୩ ଗୁରୁତର
  • ||
  • ଭୁବନେଶ୍ବର : ରାଜ୍ୟରେ କରୋନା ନେଲା ଆଉ ୧୮ଜଣଙ୍କ ଜୀବନ, ୨୨୧୫ରେ ପହଞ୍ଚିଲା ମୃତ୍ୟୁସଂଖ୍ୟା
  • ||

ବ୍ଲଡ଼ ହକ୍ ଓଡ଼ିଶା ସ୍ବେଛାସେବୀ ସଂଗଠନ ତରଫରୁ ୬୮ୟୁନିଟ ରକ୍ତ ସଂଗ୍ରହ

2/11/2020 at 9:47 AM

ଭଦ୍ରକ ୦୨।୧୧:  ସ୍ଵେଛାକୃତ ରକ୍ତ ଦାନ ଶିବିରରୁ ସଂଗ୍ରହ ହେଲା ୬୮ ୟୁନିଟ ରକ୍ତ । ଭଦ୍ରକ ଜିଲ୍ଲା ଲାଙ୍ଗୁଡି ଗ୍ରାମରେ ସେଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ ହୋଇଯାଇଛି । ବ୍ଲଡ଼ ହକ୍  ଓଡ଼ିଶା ସ୍ବେଛାସେବୀ ସଂଗଠନ ତରଫରୁ ଆୟୋଜିତ ହୋଇଥିଲା ।

 ଏହି ସେଛାକୃତ ରକ୍ତ ଦାନ ଶିବିର ଲାଙ୍ଗୁଡି ଗାଁରେ ଚାନ୍ଦିଆପଦା ନୋଡାଲା ଉ.ପ୍ରା ବିଦ୍ୟାଳୟରେ ଅନୁଷ୍ଠିତ ହୋଇଥିଲା । ଏହି ଅବସରରେ ଲାଙ୍ଗୁଡି ଗାଁର ଛାତ୍ରଛାତ୍ରୀ ଠାରୁ ଆରମ୍ଭ କରି ଅନେକ ଲୋକମାନେ ମଧ୍ୟ ରକ୍ତ ଦାନ କରିଥିବାର ଦେଖିବାକୁ ମିଳିଥିଲା । ଭଦ୍ରକ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟର ରେଡକ୍ରସ ୟୁନିଟର ଡାକ୍ତରଙ୍କ ଉପସ୍ଥିତିରେ ରକ୍ତଦାନ ଶିବିର ଅନୁଷ୍ଠିତ ହୋଇଥିଲା । ଏହି ଶିବିରରୁ ୬୮ ୟୁନିଟ ରକ୍ତ ସଂଗ୍ରହ ହୋଇଥିଲା ।

   Related Posts