Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଜ୍ୟରେ ଏବେ ତୃତୀୟ ଲହର ଚାଲିଛି, ତଥାପି ଭୟଭୀତ ହେବାର ଆବଶ୍ୟକତା ନାହିଁ: ମୁଖ୍ୟ ସଚିବ
  • ||
  • ପୁରୀ: ପୋଲିସ କବଜାରେ ୩ ଧଳାଜହର ବେପାରୀ, ୧୭୨ ବ୍ରାଉନ ସୁଗାର ଜବତ
  • ||
  • କ୍ୟାପଟେନ୍ ପଦ ଛାଡିବା ପରେ କୋହଲିଙ୍କ ଟେଷ୍ଟ ରାଙ୍କିଙ୍ଗ୍ରେ ସୁଧାର, ଟପ୍-୧୦କୁ ଫେରିଲେ ବୁମରା
  • ||
  • କଳାହାଣ୍ଡି; ଗୋଲାମୁଣ୍ଡା ଗାଁ ପୋଖରୀରେ ବୁଡି ଜାଆଁଳା ଭାଇ ମୃତ
  • ||
  • ବିଜେପିରେ ମିଶି ପାରନ୍ତି କଂଗ୍ରେସର ପୋଷ୍ଟର ଗର୍ଲ ପ୍ରିୟଙ୍କା ମୌର୍ଯ୍ୟ, କହିଲେ- ପାର୍ଟି ମୋର ଫାଇଦା ଉଠାଇଲା
  • ||
  • ଭାରତର ଷ୍ଟାର ଟେନିସ୍ ଖେଳାଳି ସାନିଆ ମିର୍ଜାଙ୍କ ଅବସର ଘୋଷଣା, ୨୦୨୨ ହେବ ଶେଷ ସିଜିନ
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୨ ଲକ୍ଷ ୮୨ ହଜାରରୁ ଅଧିକ କରୋନା ପଜିଟିଭ୍, ୪୪୧ ମୃତ
  • ||
  • ରାଜ୍ୟରେ ଆଉ ୬ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁ ସଂଖ୍ୟା ୮୪୯୪କୁ ବୃଦ୍ଧି
  • ||
  • ରାଜ୍ୟରେ ପୁଣି ୧୧ ହଜାର ଉପରେ ଦୈନିକ ସଂକ୍ରମଣ : ୨୪ ଘଣ୍ଟାରେ ଚିହ୍ନଟ ହେଲେ ୧୧୬୦୭ କୋଭିଡ୍ ପଜିଟିଭ୍, ୧୧୬୭୦୯୪ରେ ପହଞ୍ଚିଲା ସଂଖ୍ୟା
  • ||
  • ଗ୍ଲୋବାଲ ମେୟର୍ସ ଚ୍ୟାଲେଞ୍ଜ-୨୦୨୧: ବିଶ୍ୱର ଶ୍ରେଷ୍ଠ ୧୫ ସହରରେ ରାଉରକେଲା, ଟ୍ୱିଟ୍‌ କରି ପ୍ରଶଂସା କଲେ ମୁଖ୍ୟମନ୍ତ୍ରୀ
  • ||

ଗଞ୍ଜାମ ଜିଲ୍ଲାରେ ପ୍ରଥମ ଥର ଭ୍ରାମ୍ୟମାଣ ଗାଡିରେ ରକ୍ତଦାନ ଶିବିର

17/04/2020 at 2:51 PM

ବ୍ରହ୍ମପୁର ୧୭।୪: ବିଜୁ ବାବୁଙ୍କ ୨୩ତମ ଶ୍ରାଦ୍ଧ ଦିବସ ଅବସରରେ ଗଞ୍ଜାମ ଜିଲ୍ଲା ଶେରଗଡ ବ୍ଲକ୍ ଅଲାରିଗଡ ଗ୍ରାମରେ ଜୀବନ ବିନ୍ଦୁ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏହି ଅବସରରେ ଜିଲ୍ଲାରେ ଭ୍ରାମ୍ୟମାଣ ରକ୍ତ ସଂଗ୍ରହ ଅଭିଯାନ ଆରମ୍ଭ ହୋଇଛି । ଗଞ୍ଜାମ ଜିଲ୍ଲାପାଳ ବିଜୟ ଅମୃତ କୁଲାଙ୍ଗେ ରକ୍ତଦାନ କରି ଏହାର ପ୍ରଚଳନ ଆରମ୍ଭ କରିଛନ୍ତି ।

ଜିଲ୍ଲାରେ ପ୍ରଥମ ଥର ପାଇଁ ଏଭଳି ଭ୍ରାମ୍ୟମାଣ ଗାଡି ପ୍ରଚଳନ ହୋଇଥିବା ସୂଚନା ମିଳିଛି । ଭ୍ରାମ୍ୟମାଣ ଗାଡିରେ ରକ୍ତଦାନ ଶିବିର ଅନୁଷ୍ଠିତ ହୋଇଯାଇଛି । ଗଞ୍ଜାମ ଜିଲ୍ଲା ପ୍ରଶାସନ ପକ୍ଷରୁ ଏଭଳି ପଦକ୍ଷେପ ଗ୍ରହଣ କରାଯାଇଛି । ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର ସହାୟତାରେ ଜିଲ୍ଲାରେ ଏହି ଭ୍ରାମ୍ୟମାଣ ଗାଡି ପ୍ରଚଳନ ହୋଇଛି ।

   Related Posts