Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ପୋଖରୀରୁ ମିଳିଲା ନିଖୋଜ ଶିଶୁକନ୍ୟାର ମୃତଦେହ, ହତ୍ୟା ସନ୍ଦେହ
  • ||
  • ଶିକାରୀ ଗିରଫ, ୬ ମୃତ ବିଦେଶୀ ପକ୍ଷୀ ଜବତ
  • ||
  • ରାଜ୍ୟରେ ଆଉ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୮୪୦୭କୁ ବୃଦ୍ଧି
  • ||
  • ୨୪ ଘଣ୍ଟାରେ ରାଜ୍ୟରେ ଚିହ୍ନଟ ହେଲେ ୧୯୧ କରୋନା ସଂକ୍ରମିତ, ୧୦୪୮୬୮୩ରେ ପହଞ୍ଚିଲା ସଂଖ୍ୟା
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୮ ହଜାରରୁ ଅଧିକ କରୋନା ପଜିଟିଭ୍, ୬୨୧ ମୃତ
  • ||
  • ମଝି ସମୁଦ୍ରରେ ଦୁର୍ଘଟଣା, ଧକ୍କା ହେଲା ୨ ଜାହାଜ
  • ||
  • ବାତ୍ୟାର ରୂପ ନେବ ଲଘୁଚାପ ! ଅନୁମାନ ଲଗାଇଲାଣି ଆଇଏମଡି, ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା
  • ||
  • ବାଘ ଗଣନା ବେଳେ ମିଳିଲା ମୃତଦେହ, ହତ୍ୟା ନା ଆତ୍ମହତ୍ୟା !
  • ||
  • ଶୀତ ଅଧିବେଶନ ପୂର୍ବରୁ ରବିବାର ସର୍ବଦଳୀୟ ବୈଠକ, ବିରୋଧିଙ୍କ ସହ କଥା ହେବେ ପ୍ରଧାନମନ୍ତ୍ରୀ
  • ||

ମୁଖ୍ୟମନ୍ତ୍ରୀଙ୍କ ଜନ୍ମଦିନ ଉପଲକ୍ଷେ ବିଜେଡି ପକ୍ଷରୁ ରକ୍ତଦାନ ଶିବିର

16/10/2021 at 3:01 PM

କଣ୍ଟାବାଞ୍ଜି ୧୬/୧୦: ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ୭୬ ତମ ଜନ୍ମ ବାର୍ଷିକୀ । ଏହି ଅବସରରେ ମୁଖ୍ୟମନ୍ତ୍ରୀଙ୍କ ଦୀର୍ଘାୟୁ କାମନା କରି କଣ୍ଟାବାଞ୍ଜି ନିର୍ବାଚନ ମଣ୍ଡଳୀର ମୁରିବାହାଲ ବ୍ଲକ ଠାରେ ବିଜେଡି ପକ୍ଷରୁ ରକ୍ତଦାନ କାର୍ଯ୍ୟକ୍ରମ କରାଯାଇଛି ।

ସ୍ଥାନୀୟ ଫରେଷ୍ଟ ଡାକ ବଙ୍ଗଳା ପରିସରରେ ଓଡିଶା ମୋ ପରିବାର ତରଫରୁ ଏକ ମେଗା ରକ୍ତଦାନ ଶିବିର ଅନୁଷ୍ଠିତ ହୋଇଯାଇଛି । ଏଥିରେ ଯୁବ ବିଜେଡି, ଛାତ୍ର ବିଜେଡି ମହିଳା ବିଜେଡି ସମେତ ବହୁ କର୍ମକର୍ତ୍ତା ସହ ଜିଲ୍ଲା ବିଜେଡି ସାଧାରଣ ସଂପାଦକ ଫିରୋଜ ଖା ଉପସ୍ଥିତ ରହି ରକ୍ତଦାତା ମାନଙ୍କୁ ଉତ୍ସାହିତ କରିଥିଲେ ।

   Related Posts