Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ବୌଦ୍ଧ : ସମ୍ପତ୍ତି ପାଇଁ ଭାଇ ହେଲା ବଇରୀ, ରକ୍ତ ସମ୍ପର୍କକୁ ଭୁଲି ମାରି ପୋଡିଦେଲେ ସାନ ଭାଇକୁ
  • ||
  • ନୟାଗଡ : ଗ୍ରାମବାସୀଙ୍କ ମାଡରେ ଲୁଟେରା ମୃତ ! ଚେନ୍ ଲୁଟ୍ ଉଦ୍ୟମ ବେଳେ ଧରି ଛେଚିଥିଲେ ଲୋକେ
  • ||
  • ମଣ୍ଡିରେ ବିକ୍ରି ହେଉନି ଧାନ, ପ୍ରତିବାଦରେ ରାସ୍ତାରୋକ କଲେ ଚାଷୀ
  • ||
  • ଭୁବନେଶ୍ବର : ରାଜ୍ୟରେ ଆଉ ଜଣେ କରୋନା ସଂକ୍ରମିତ ପ୍ରାଣ ହରାଇଲେ, ୧୯୧୬ ଛୁଇଁଲା ମୃତକଙ୍କ ସଂଖ୍ୟା
  • ||
  • ଭୁବନେଶ୍ବର : ରାଜ୍ୟରେ ଚିହ୍ନଟ ହେଲେ ଆଉ ୮୬ କୋଭିଡ୍ ପଜିଟିଭ୍, ୩୩୭୨୭୭ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ଟଙ୍କା ଦେବାକୁ ମନା କରିବାରୁ ରକ୍ତ ସମ୍ପର୍କ ଭୁଲିଗଲା ମଦ୍ୟପ ପୁଅ, କଟୁରୀରେ ବାପାକୁ ହାଣିଦେଲା
  • ||
  • ନୟାଗଡ : ଲୁଟ୍ ଉଦ୍ୟମ ବେଳେ ଗାଁ ଲୋକଙ୍କ ମାଡରେ ଲୁଟେରା ମୃତ
  • ||
  • ଧର୍ମଗଡ : ରୋଷେଇ ଗ୍ୟାସ୍‌ରୁ ଲାଗିଲା ନିଆଁ, ଯୁବତୀ ଜୀବନ୍ତ ଦଗ୍ଧ
  • ||
  • ଭୁବନେଶ୍ବର : କରୋନା ଟିକା ନେଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ
  • ||
  • ହୁତୁହୁତୁ ହୋଇ ଜଳୁଛି ସଂରକ୍ଷିତ ଜଙ୍ଗଲ, ଗାଁ ମୁହାଁ ବନ୍ୟଜନ୍ତୁ
  • ||

ଘାରୁଛି କରୋନା ଭୟ, ରାଜଧାନୀବାସୀ ସତର୍କ ରହିବାକୁ ପରାମର୍ଶ ଦେଲେ ବିଏମ୍‌ସି କମିଶନର

22/02/2021 at 2:40 PM

ଭୁବନେଶ୍ୱର ୨୨।୦୨: ସତର୍କ ରୁହ, ସଚେତନ ରୁହ । ରାଜଧାନୀବାସୀଙ୍କୁ ସତର୍କ ରହିବାକୁ ପରାମର୍ଶ ଦେଲେ ବିଏମ୍‌ସି କମିଶନର । କରୋନାର ସଂକ୍ରମଣକୁ ଦୃଷ୍ଟିରେ ରଖି ସତର୍କ ରହିବାକୁ ଏପରି ପରାମର୍ଶ ଦେଇଛନ୍ତି ବିଏମ୍‌ସି କମିଶନର ପ୍ରେମଚନ୍ଦ୍ର ଚୌଧୁରୀ ।

ରାଜଧାନୀବାସୀଙ୍କୁ ସତର୍କ ରହିବାକୁ ପରାମର୍ଶ ଦେଲେ ବିଏମସି କମିଶନର । ମାସ୍କ୍, ସାମାଜିକ ଦୂରତା ରକ୍ଷା କରିବା ପାଇଁ କହିଲେ । ତାଛଡା ଲୋକଙ୍କୁ ସଚେତନ କରିବା ପାଇଁ ପାଞ୍ଚଟି ସ୍କୁଆଡ଼଼ ଗଠନ ହୋଇଛି । ବଜାର, ସପିଂ ମଲ୍ ମନ୍ଦିର ନିକଟରେ ସକାଳେ ସନ୍ଧ୍ୟାରେ ମାଇକ ଯୋଗେ ପ୍ରଚାର କରାଯାଉଛି । କୋଭିଡ୍ ସଚେତକଙ୍କୁ ପୁଣି ଆଲର୍ଟ କରାଯାଇଛି । ନିୟମ ଉଲଂଘନ କାରୀ ଲୋକଙ୍କଠୁ ଫାଇନ ଆଦାୟ କରାଯାଉଛି । ଏଥିପାଇଁ କମିସନରେଟ ପୋଲିସ ପକ୍ଷରୁ ସ୍ୱତନ୍ତ୍ର ସ୍କୁଆଡ଼ ଗଠନ କରାଯାଇଛି ।

ସେପଟେ ଆଇ ଆର୍ ସି ଭିଲେଜ୍ ହାଇସ୍କୁଲରେ ଜଣେ ଶିକ୍ଷକ ପଜିଟିଭ କେଶ୍ ସାମ୍ନାକୁ ଆସିଛି । ଏହାପରେ ସଂପୃକ୍ତ ସ୍କୁଲକୁ ଦୁଇ ଦିନ ଯାଏ ସ୍କୁଲକୁ ବନ୍ଦ କରାଯାଇଛି । ଯଦି କୌଣସି ଛାତ୍ରଛାତ୍ରୀ କିମ୍ବା ସହ ଶିକ୍ଷକ ଙ୍କ ଠାରେ କୌଣସି ଫ୍ଲୁ ଲକ୍ଷଣ ଦେଖାଯାଏ । ତେବେ ସେମାନଙ୍କ କୋଭିଡ୍ ପରୀକ୍ଷା କରାଯିବ । ତେବେ ବର୍ତ୍ତମାନ ପରିସ୍ଥିତି ଉପରେ ବିଏମସି ପକ୍ଷରୁ କଡ଼ା ନଜର ରଖାଯାଇଛି ବୋଲି ବିଏମସି କମିସନର କହିଛନ୍ତି ।

   Related Posts