Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଖଣ୍ଡପଡା : କଲେଜ ସମ୍ମୁଖରୁ ୨ ଛାତ୍ରୀଙ୍କୁ ଉଠାଇନେଲେ ଦୁର୍ବୃତ୍ତ, ପ୍ରତିବାଦରେ ଛାତ୍ରଛାତ୍ରୀଙ୍କ ରାସ୍ତାରୋକ
  • ||
  • ଭୁବନେଶ୍ବର : ୪ କୋଚ୍‌ଙ୍କୁ ବାଧ୍ୟତାମୂଳକ ଅବସର, ଅପାରଗତା ଓ ଦାୟିତ୍ବରେ ଅବହେଳା ପାଇଁ କାର୍ଯ୍ୟାନୁଷ୍ଠାନ
  • ||
  • ଗ୍ରାହକଙ୍କୁ ପୁଣି ମହଙ୍ଗା ମାଡ, ସିଲିଣ୍ଡର ପିଛା ୧୦୦ ଟଙ୍କା ବଢିଲା
  • ||
  • ସାନଖେମୁଣ୍ଡି : ବିଲରେ ପଡିଛି ନରକଙ୍କାଳ, ଧାନ କାଟିବା ବେଳେ ଦେଖିଲେ ଲୋକେ
  • ||
  • ସୁବର୍ଣ୍ଣପୁର : ମା’ ସୁରେଶ୍ଵରୀ ମନ୍ଦିରରୁ ଚୋରି ଘଟଣା : କାର୍ଯ୍ୟରେ ଅବହେଳା ପାଇଁ ୩ ପୋଲିସ କର୍ମଚାରୀ ସସ୍‌ପେଣ୍ଡ
  • ||
  • ଖଲ୍ଲିକୋଟ : ଜମିଜମା ବିବାଦକୁ କେନ୍ଦ୍ରକରି ଗାଁରୁ ବାସନ୍ଦ, ନ୍ୟାୟ ଦାବିରେ ଜିଲ୍ଲାପାଳ ଅଫିସ୍ ସମ୍ମୁଖରେ ଆମରଣ ଅନଶନରେ ବସିଲେ ବୃଦ୍ଧ ଦମ୍ପତ୍ତି
  • ||
  • ଭୁବନେଶ୍ବର : ଦରଦାମ୍ ବୃଦ୍ଧି ପ୍ରତିବାଦ ସହ ବିଭିନ୍ନ ପ୍ରସଙ୍ଗକୁ ନେଇ ରାଜଭବନ ସମ୍ମୁଖରେ ବିଜେଡିର ଧାରଣା
  • ||
  • ଭୁବନେଶ୍ବର : ବିଧାନସଭା ଶୀତକାଳୀନ ଅଧିବେଶନ : ଶୋକ ପ୍ରସ୍ତାବ ଆଗତ କଲେ ମୁଖ୍ୟମନ୍ତ୍ରୀ
  • ||
  • ଧର୍ମଗଡ : ଝୁଲନ୍ତା ଅବସ୍ଥାରେ ମିଳିଲା ଯୁବକଙ୍କ ମୃତଦେହ, ମୃତ୍ୟୁର କାରଣ ଅସ୍ପଷ୍ଟ
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୮ ହଜାରରୁ ଅଧିକ କରୋନା ପଜିଟିଭ୍, ୨୬୭ ମୃତ
  • ||

ରାଜଧାନୀରେ ପ୍ରଥମ ଡେଙ୍ଗୁ ମୃତ୍ୟୁକୁ ଅସ୍ବୀକାର କଲେ ବିଏମସି କମିଶନର, କହିଲେ- ଚାଲିଛି ତନାଘନା

27/07/2021 at 2:20 PM

ଭୁବନେଶ୍ବର ୨୭।୭: ରାଜଧାନୀରେ ପ୍ରଥମ ଡେଙ୍ଗୁ ମୃତ୍ୟୁ ନେଇ କୌଣସି ଖବର ନଥିବା କହିଛନ୍ତି ବିଏମସି କମିଶନର । ପ୍ରତିଦିନ ସର୍ଭିଲାନ୍ସ ଚାଲିଛି । ସୋମବାର ସୁଦ୍ଧା ବିଏମସିରେ ୪୫୦ରୁ ଅଧିକ ଘରେ ସର୍ଭିଲାନ୍ସ କରାଯାଇଛି ।

ରାଜଧାନୀରେ ବର୍ତ୍ତମାନ ପର୍ଯ୍ୟନ୍ତ ୩୯୧ କ୍ୟୁମୁଲେଟିଭ୍ ଡେଙ୍ଗୁ ରୋଗୀ ଚିହ୍ନଟ ହୋଇଛନ୍ତି ।  ଭୁବନେଶ୍ବରର ନର୍ଥ ଜୋନ୍ ରେ ମୋଟ୍ ୫୬ ଡେଙ୍ଗୁ ରୋଗୀ ଚିହ୍ନଟ ହୋଇଛନ୍ତି ।  ୱାର୍ଡ ୧୪, ୧୭,  ୭, ୪୨ରେ ବେଶୀ ଡେଙ୍ଗୁ ରୋଗୀ ଚିହ୍ନଟ ହୋଇଛନ୍ତି । ସକାଳେ ଖବର ମିଳିଲା ଯେ, ପ୍ରଥମ ଡେଙ୍ଗୁ ରୋଗୀଙ୍କ ମୃତ୍ୟୁ ହୋଇଛି ବୋଲି । ଗୋଟିଏ ଟିମ୍ ତାଙ୍କ ଘରକୁ ଯାଇଛନ୍ତି । ଟିମ୍ ବର୍ତ୍ତମାନ ତାଙ୍କ ଘର ଲୋକଙ୍କ ସହ କଥା ହେଉଛନ୍ତି । ମୃତକ ଟେଷ୍ଟ କେଉଁଠି କରିଥିଲେ, କିଛି ସ୍ବାସ୍ଥ୍ୟ ସମସ୍ୟା ରହିଛି କି ? ଏସବୁର ତନାଘନା ଚାଲିଛି । ସନ୍ଧ୍ୟା ସୁଦ୍ଧା ଆମେ କହିପାରିବୁ ନାବାଳିକା ଜଣଙ୍କର ଡେଙ୍ଗୁରେ ମୃତ୍ୟୁ ହୋଇଛି ନା’ ନାହିଁ ।

   Related Posts