Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଭାରତୀୟ ଶିକ୍ଷୟିତ୍ରୀଙ୍କ ପାକିସ୍ତାନ ପ୍ରେମ, ଷ୍ଟାଟସ୍ ଦେଲେ ‘ଆମେ ମ୍ୟାଚ୍ ଜିତିଗଲୁ’
  • ||
  • ରାଜ୍ୟରେ କମୁଛି କରୋନା ଗ୍ରାଫ୍ : କୋଭିଡ୍ ନେଲା ଆଉ ୪ ଜଣଙ୍କ ଜୀବନ
  • ||
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୪୩୩ କୋଭିଡ୍ ପଜିଟିଭ୍
  • ||
  • ନୂଆଦିଲ୍ଲୀ ସୀମାପୁରୀରେ ଅଭାବନୀୟ ଘଟଣା : ଘରେ ଲାଗିଲା ନିଆଁ, ୪ ମୃତ
  • ||
  • ଏବର୍ଷ ରାଜ୍ୟରେ ହାଡଭଙ୍ଗା ଶୀତ, ଅଧିକ ଦିନ ଥରାଇବ
  • ||
  • ସିଆରପିଏଫ କ୍ୟାମ୍ପରେ ରାତି ବିତାଇଲେ ଶାହ, ଯବାନଙ୍କ ସହ କଲେ ରାତ୍ରି ଭୋଜନ
  • ||
  • ମମିତା ମେହେର ହତ୍ୟା ମାମଲା : ବିଜେପି ପକ୍ଷରୁ ୧୨ ଘଣ୍ଟିଆ ସମ୍ବଲପୁର ବନ୍ଦ, ସେପଟେ ଡିଜିପି ଅଫିସ ଘେରାଉ କରିବ କଂଗ୍ରେସ
  • ||

NEET ପରୀକ୍ଷାର୍ଥୀଙ୍କ ପାଇଁ BMC ପକ୍ଷରୁ ସ୍ୱତନ୍ତ୍ର ବ୍ୟବସ୍ଥା : ପରୀକ୍ଷା କେନ୍ଦ୍ରରେ ନିୟୋଜିତ ହେବ ଡାକ୍ତରୀ ଟିମ୍‌, କରାଯିବ ଥର୍ମାଲ ସ୍କାନିଂ

10/09/2020 at 1:54 PM

ଭୁବନେଶ୍ୱର ୧୦।୦୯: NEET ପରୀକ୍ଷାର୍ଥୀଙ୍କ ପାଇଁ ଭୁବନେଶ୍ବର ମ୍ୟୁନିସିପାଲ କର୍ପୋରେସନ ପକ୍ଷରୁ ସ୍ବତନ୍ତ୍ର ବ୍ୟବସ୍ଥା କରାଯାଇଛି । ସବୁ ପରୀକ୍ଷା କେନ୍ଦ୍ରରେ ନିୟୋଜିତ ହେବେ ଡାକ୍ତରୀ ଟିମ୍ । ପରୀକ୍ଷା କେନ୍ଦ୍ର ବାହାରେ ଭିଡ଼ ନିୟନ୍ତ୍ରଣ ପାଇଁ କରାଯିବ ବ୍ୟବସ୍ଥା । ସମସ୍ତ NEET ପରୀକ୍ଷାର୍ଥୀଙ୍କର ହେବ ଥର୍ମାଲ ସ୍କାନିଂ । ଏନେଇ ବିଏମ୍‌ସି କମିଶନର ପ୍ରେମଚନ୍ଦ୍ର ଚୌଧୁରୀ ସୂଚନା ଦେଇଛନ୍ତି ।

ରାଜ୍ୟରେ କରୋନା ସଂକ୍ରମଣ ସଂଖ୍ୟା ବଢୁଛି । ତେଣୁ ଏହି ସବୁ ଭିତରେ ଅନୁଷ୍ଠିତ ହେଉଥିବା ପରୀକ୍ଷାରେ କିପରି ଛାତ୍ରଛାତ୍ରୀମାନଙ୍କ ସ୍ୱାସ୍ଥ୍ୟପ୍ରତି କୌଣସି କ୍ଷତି ନପହଞ୍ଚିବ । ସେଥିପାଇଁ ମଧ୍ୟ ଯଥେଷ୍ଟ ଧ୍ୟାନ ଦିଆଯାଉଛି । ପୂର୍ବରୁ ଜେଇଇ ପରୀକ୍ଷା ଦେବାକୁ ଆସିଥିବା ଛାତ୍ରଛାତ୍ରୀମାନଙ୍କ ପାଇଁ ମଧ୍ୟ ରାଜ୍ୟ ସରକାରଙ୍କ ପକ୍ଷରୁ ସ୍ୱତନ୍ତ୍ର ବ୍ୟବସ୍ଥା କରାଯାଇଥିଲା ।

   Related Posts