Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଦେବାଳିଆ ଦ୍ଵାର ଦେଶରେ ଥିବା ଶ୍ରୀଲଙ୍କା ପାଇଁ ଅକ୍ସିଜେନ ପାଲଟିଲା ଭାରତ, ଦେଲା ଏତେ କୋଟି ସହାୟତା
  • ||
  • ପଞ୍ଚାୟତ ନିର୍ବାଚନ ପାଇଁ କଂଗ୍ରେସର ୧୮ ଜଣିଆ ନିର୍ବାଚନ କମିଟି, ନରସିଂହ ଅଧ୍ୟକ୍ଷ
  • ||
  • ପଞ୍ଚାୟତ ନିର୍ବାଚନ: ପ୍ରଥମ ଦିନରେ ନାମାଙ୍କନପତ୍ର ଦାଖଲ କଲେ ୮୭୭୨ ଜଣ ପ୍ରାର୍ଥୀ
  • ||
  • ପୁଣି ନିରାଶ ହେଲେ ସୁମିତ୍, ଆବେଦନ ଖାରଜ କଲେ ଏସଡିଜେଏମ କୋର୍ଟ
  • ||
  • ପଞ୍ଚାୟତ ନିର୍ବାଚନ ପୂର୍ବରୁ ହିଂସା ! ସମିତି ସଭ୍ୟାଙ୍କ ଗାଡି ଜାଳିଦେଲେ ଦୁର୍ବୃତ୍ତ
  • ||
  • ମହିଳାଙ୍କ ଦେହରେ ନିଆଁ ଲଗାଇ ଦେଲେ ଧରମ ଭାଇ ! ଗୁରୁତର ଅବସ୍ଥାରେ ହସ୍ପିଟାଲରେ ଭର୍ତ୍ତି
  • ||
  • ବିଲଡର୍ ସଂସ୍ଥାର ଘର ଉପରେ ବୋମାମାଡ, ୩ ଶ୍ରମିକ ଆହତ
  • ||
  • ରାଜ୍ୟରେ ଆଉ ୩ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁ ସଂଖ୍ୟା ୮୪୮୪କୁ ବୃଦ୍ଧି
  • ||
  • ରାଜ୍ୟରେ ୧୦ ହଜାର ଉପରେ ଦୈନିକ ସଂକ୍ରମଣ : ୨୪ ଘଣ୍ଟାରେ ଚିହ୍ନଟ ହେଲେ ୧୦୪୮୯ କୋଭିଡ୍ ପଜିଟିଭ୍, ୧୧୪୪୪୦୧ରେ ପହଞ୍ଚିଲା ସଂଖ୍ୟା
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୨ ଲକ୍ଷ ୫୮ ହଜାରରୁ ଅଧିକ କରୋନା ପଜିଟିଭ୍, ୩୮୫ ମୃତ
  • ||

ବାତ୍ୟା ମୁକାବିଲା ଲାଗି ବିଏମସିର ପ୍ରସ୍ତୁତି : ଆବଶ୍ୟକସ୍ଥଳେ ଲୋକଙ୍କୁ ଆଶ୍ରୟସ୍ଥଳକୁ ସ୍ଥାନାନ୍ତର

4/12/2021 at 2:47 PM

ଭୁବନେଶ୍ବର ୪।୧୨:  ବାତ୍ୟା ‘ଜୱାଦ’ ପ୍ରଭାବରେ ଭୁବନେଶ୍ବରରେ ବର୍ଷା ଆରମ୍ଭ ହୋଇଛି । ସେପଟେ ବିଏମସି ପକ୍ଷରୁ ଅସୁରକ୍ଷିତ ଘରେ ରହୁଥିବା ଲୋକଙ୍କୁ ବାତ୍ୟା ଆଶ୍ରୟସ୍ଥଳକୁ ଆଣିବା ପାଇଁ ପ୍ରୟାସ ଆରମ୍ଭ ହୋଇଛି । ବିଏମସିର ଲକ୍ଷ୍ୟ ରହିଛି ଜିରୋ କାସୁଆଲିଟି ।

ଦକ୍ଷିଣ ପୂର୍ବ ଜୋନ୍ ଜେଡିସି, ୱାର୍ଡ ଅଫିସର୍, କମିସନରେଟ ପୋଲିସ ପକ୍ଷରୁ ବସ୍ତି ବସ୍ତି ବୁଲି ଲୋକଙ୍କୁ ଭେଟି ବିଏମସି ଆଶ୍ରୟସ୍ଥଳୀକୁ ଯିବା ପାଇଁ ଅନୁରୋଧ କରୁଛନ୍ତି । ବାତ୍ୟା ଆଶ୍ରୟ ସ୍ଥଳରେ ରନ୍ଧା ଖାଦ୍ୟ ବନ୍ଦୋବସ୍ତ କରିଛି ବିଏମସି। ସିଟି ଇଞ୍ଜିନିୟର ମଧ୍ୟ ନିଜ ଟିମ୍ ସହ ସହର ଉପରେ ନଜର ରଖିଛନ୍ତି ।

   Related Posts