BMC ଜାରି କଲା କଟକଣା : ବିବାହ, ବ୍ରତ ଓ ଶୁଦ୍ଧିକ୍ରିୟାରେ ସାମିଲ ହେବେ ୫୦ଜଣ, ଅତିଥିଙ୍କର ହେବ ଥର୍ମାଲ ସ୍କ୍ରିନିଂ

Published By : Prameya-News7 Bureau | October 04, 2021 IST

ଭୁବନେଶ୍ବର ୪।୧୦: ଶୀତକୁ ଦୃଷ୍ଟିରେ ରଖି ବିଏମସି ପକ୍ଷରୁ ଜାରି ହେଲା ସ୍ବତନ୍ତ୍ର ଗାଇଡଲାଇନ୍ । ବାହାଘର, ବ୍ରତଘର ଏବଂ ଶୁଦ୍ଧିକ୍ରିୟାରେ ୫୦ ଜଣଙ୍କୁ ଅନୁମତି । ଏସବୁ ପାଇଁ ସ୍ଥାନୀୟ ପ୍ରଶାସନର ଅନୁମତି ବାଧ୍ୟତାମୂଳକ କରାଯାଇଛି । ଭୋଜିଭାତ ବେଳେ କଟକଣାକୁ ବାଧ୍ୟତାମୂଳକ କରାଯାଇଛି । କଟକଣା ଉଲଂଘନ କଲେ ଜରିମନା କରିବ ବିଏମସି । 

{"align":"center","id":522120,"sizeSlug":"full","linkDestination":"none"}

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.