Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଇରଙ୍ଗପୁର: ଗୋରୁମହିଷାଣି ପୋଲିସର ସଡକ ସୁରକ୍ଷା ସଚେତନ କାର୍ଯ୍ୟକ୍ରମ, ସାମିଲ ଥିଲେ ସ୍ଥାନୀୟ ଲୋକେ
  • ||
  • ବଲାଙ୍ଗୀର: ପୁଣି ରକ୍ତ ରଞ୍ଜିତ ହେଲା ଶୁଲିଆ ପୀଠ, ଗଡିଲା ଶହ ଶହ ପଶୁ-ପକ୍ଷୀଙ୍କ ମୁଣ୍ଡ
  • ||
  • ଭୁବନେଶ୍ବରରେ ପହଞ୍ଚିଲା ୨ୟ ପର୍ଯ୍ୟାୟ କୋଭିଡ ଟିକା: ସ୍ପାଇସ୍ ଜେଟ୍‌ରେ ଆସିଲା ଟିକା
  • ||
  • ଭାଙ୍ଗିଲା ୩୩ ବର୍ଷର ରେକର୍ଡ୍‌ : ବ୍ରିସବେନ ଟେଷ୍ଟରେ ଭାରତର ଐତିହାସିକ ବିଜୟ, ଅଷ୍ଟ୍ରେଲିଆକୁ ୩ ଓ୍ବିକେଟ୍‌ରେ ହରାଇ ସିରିଜ କବଜା କଲା ଟିମ୍ ଇଣ୍ଡିଆ
  • ||
  • ମାଲକାନଗିରି : ସୀମାନ୍ତରେ ଏନ୍‌କାଉଣ୍ଟର, ୧୦ରୁ ଅଧିକ ମାଓ କ୍ୟାମ୍ପ ଧ୍ୱଂସ
  • ||
  • ସମ୍ବଲପୁର : ଫୋକସ୍‌ରେ ପଶ୍ଚିମ ଓଡିଶା, ମା’ ସମଲେଶ୍ବରୀଙ୍କ ମନ୍ଦିର ବୁଲି ସମୀକ୍ଷା କଲେ 5-T ସଚିବ
  • ||
  • ଭାଙ୍ଗିଲା ୩୩ ବର୍ଷର ରେକର୍ଡ୍‌ : ବ୍ରିସବେନ ଟେଷ୍ଟରେ ଅଷ୍ଟ୍ରେଲିଆକୁ ୩ ଓ୍ବିକେଟ୍‌ରେ ହରାଇ ସିରିଜ କବଜା କଲା ଟିମ୍ ଇଣ୍ଡିଆ
  • ||
  • ହାଇଦ୍ରାବାଦ : ପାଠ ପଢୁନଥିଲା ବୋଲି ୧୦ ବର୍ଷର ପୁଅକୁ ଜିଅନ୍ତା ଜାଳିଦେଲା ବାପା, ପୋଡିଯାଇଛି ଶରୀରର ୬୫ ଭାଗ
  • ||
  • ବଡବିଲ : ନର୍ଭେରାମ ଖଣି କାର୍ଯ୍ୟାଳୟରେ ଆୟକର ଚଢାଉ, ବିଭିନ୍ନ କାଗଜପତ୍ରର ଯାଞ୍ଚ
  • ||
  • ଭୁବନେଶ୍ବର : ରାଜ୍ୟରେ ଆଉ ଜଣେ କରୋନା ସଂକ୍ରମିତ ପ୍ରାଣ ହରାଇଲେ, ୧୯୦୨ ଛୁଇଁଲା ମୃତକଙ୍କ ସଂଖ୍ୟା
  • ||

ରାଜଧାନୀରେ ପ୍ରାଥମିକ ପର୍ଯ୍ୟାୟରେ ଟିକା ନେବେ ୨୫ରୁ ୨୭ ହଜାର, ବିଭିନ୍ନ ମେଡିକାଲରେ ସ୍ୱତନ୍ତ୍ର ବ୍ୟବସ୍ଥା

5/01/2021 at 2:16 PM

ଭୁବନେଶ୍ୱର ୦୫।୦୧: କରୋନା ଟିକାକରଣ ପାଇଁ ବିଏମସିର ପ୍ରସ୍ତୁତି। ରାଜଧାନୀରେ ପ୍ରାଥମିକ ପର୍ଯ୍ୟାୟରେ ୨୫ରୁ ୨୭ ହଜାର ଲୋକଙ୍କ ଟୀକା ଦିଆଯିବ। ଭୁବନେଶ୍ବରରେ ୧୮ଟି ବଡ ମେଡିକାଲ ସହ ୨୬ଟି CHC ଏବଂ PHCରେ କରାଯିବ ବ୍ୟବସ୍ଥା କରାଯିବ। ଏ ସଂପର୍କରେ ସୂଚନା ଦେଇଛନ୍ତି ବିଏମସି କମିଶନର ପ୍ରେମଚନ୍ଦ୍ର ଚୌଧୁରୀ।

ସରକାରଙ୍କ ନୀତି ନିୟମ ଅନୁଯାୟୀ ଭ୍ୟାକ୍ସିନେସନ କରାଯିବ। ବରିଷ୍ଠ ନାଗରିକଙ୍କ ତାଲିକା ମଧ୍ୟ ପ୍ରସ୍ତୁତ କରାଯାଉଛି। ସେହିପରି ୮ ତାରିଖରେ ସ୍କୁଲ ଖୋଲିବା ନେଇ ବିଏମସି କମିଶନର କହିଛନ୍ତି ଯେ ଆସନ୍ତାକାଲି ରାଜଧାନୀର ବିଭିନ୍ନ ଶିକ୍ଷାନୁଷ୍ଠାନ କର୍ତ୍ତୃପକ୍ଷଙ୍କ ସହ ଆଲୋଚନା କରାଯିବ। ସେନେଇ ଖୁବଶୀଘ୍ର ନିଷ୍ପତ୍ତି ନିଆଯିବ ।

ସୂଚନାଯୋଗ୍ୟ ଯେ, ଦେଶରେ କରୋନା ଭାଇରସ ନେଇ ଖୁବଶୀଘ୍ର ଟୀକାକରଣ ଆରମ୍ଭ ହେବ । ଦେଶରେ ଟୀକାକରଣ ପାଇଁ ୨ଟି ଭାକ୍‌ସିନ୍‌କୁ ଚୟନ କରାଯାଇଛି । କୋଭିସିଲ୍ଡ ଓ କୋଭାକ୍ସିନ୍‌କୁ ଟୀକାକରଣ ପାଇଁ ଚୟନ କରାଯାଇଛି । କିନ୍ତୁ କେତେ ତାରିଖ ଠାରୁ ଟୀକାକରଣ ହେବ, ସେନେଇ କିଛି ସ୍ପଷ୍ଟ ସୂଚନା ମିଳିନାହିଁ ।

   Related Posts