Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ବାରିପଦା : ଦିନ ଦ୍ବିପ୍ରହରରେ ଲୁଟ୍, ମହିଳାଙ୍କ ବେକରୁ ସୁନା ଚେନ୍ ଝାମ୍ପିନେଲେ ଦୁର୍ବୃତ୍ତ
  • ||
  • ବାରିପଦା : ୪୦ ଲକ୍ଷ ଟଙ୍କାର ଧଳା ଜହର ଜବତ, ଜଣେ ଗିରଫ
  • ||
  • ଖୋର୍ଦ୍ଧା : ଅଟୋ ଓ କାର୍ ମୁହାଁମୁହିଁ ଧକ୍କା, ୮ ଆହତ
  • ||
  • ଝାରସୁଗୁଡା : ଜାଲ୍ ନୋଟ୍ କାରବାରର ପର୍ଦ୍ଦାଫାଶ, ୫୭ହଜାର ଟଙ୍କାର ନକଲି ନୋଟ୍ ଜବତ, ରେଳବାଇ କର୍ମଚାରୀ ଗିରଫ
  • ||
  • ପୁରୀ : ମହାପ୍ରଭୁଙ୍କ ଦର୍ଶନ ପାଇଁ ବ୍ୟାରିକେଡ଼ରେ କରିଥିଲେ ଅପେକ୍ଷା, ହଠାତ୍ ଅସୁସ୍ଥ ହୋଇପଡିଲେ ଭକ୍ତ
  • ||
  • ଅନୁଗୋଳ : ଅନନ୍ତ କୋଇଲା ଖଣିରେ ଅଘଟଣ, କୋଇଲା ଲୋଡିଂ ବେଳେ ପୋତିହୋଇଗଲେ ଜଣେ
  • ||
  • ବ୍ରହ୍ମପୁର : ଭିଜିଲାନ୍ସ ପଞ୍ଝାରେ ଆରଆଇ, ଜମି ନିର୍ଦ୍ଧାରଣ ପାଇଁ ୫ ହଜାର ଟଙ୍କା ନେବାବେଳେ ଧରାପଡିଲେ
  • ||
  • ଭୁବନେଶ୍ବର : ଦିନରେ ରଙ୍ଗମିସ୍ତ୍ରୀ, ରାତିରେ ଚୋରୀ, ୫ ବର୍ଷ ଧରି ଖୋଜୁଥିଲା ପୋଲିସ, ଶେଷରେ ଧରାପଡିଲା
  • ||
  • କଟକ : ରମଜାନ ପାଇଁ ସିଏମସିର ଗାଇଡ୍‌ଲାଇନ୍, ନମାଜ ପାଠ ପାଇଁ ୧୦୦ ଲୋକଙ୍କୁ ଅନୁମତି
  • ||
  • ଜଳେଶ୍ବର : ନଦୀ ପଠାରୁ ମହିଳାଙ୍କ ଅର୍ଦ୍ଧଦଗ୍ଧ ମୃତଦେହ ଠାବ, ସ୍ବାମୀ ହତ୍ୟା କରିଥିବା ଅଭିଯୋଗ ଆଣିଲେ ବାପଘର
  • ||

ରାଜଧାନୀ ପାଇଁ ବିଏମସିର ନୂଆ ଗାଇଡ୍‌ଲାଇନ୍‌ : ଏଣିକି ବିବାହ କାର୍ଯ୍ୟରେ ୧୦୦ ଲୋକଙ୍କୁ ଅନୁମତି, ଅନ୍ତିମ ସଂସ୍କାରରେ….

2/04/2021 at 8:42 PM

ଭୁବନେଶ୍ବର ୦୨/୦୪ : ରାଜ୍ୟରେ କରୋନା ସଂକ୍ରମଣ ବୃଦ୍ଧିକୁ ଆଖି ଆଗରେ ରଖି ଭୁବନେଶ୍ବର ମ୍ୟୁନିସିପାଲିଟି କର୍ପୋରେସନ ପକ୍ଷରୁ ନୂଆ ଗାଇଡ୍‌ଲାଇନ୍‌ ଜାରି କରାଯାଇଛି । ନୂଆ ଗାଇଡ୍‌ଲାଇନ୍‌ ମୁତାବକ ବାହାଘର କାର୍ଯ୍ୟରେ ଅତି ବେଶୀରେ ୧୦୦ ଲୋକଙ୍କୁ ଅନୁମତି ମିଳିବ । ସେହିପରି ଅନ୍ତିମ ସଂସ୍କାର କାର୍ଯ୍ୟ ପାଇଁ ୫୦ ଜଣଙ୍କୁ ଅନୁମତି ଦିଆଯାଇଛି । ନୂଆ ଗାଇଡଲାଇନ ଏପ୍ରିଲ ୬ ତାରିଖରୁ ଲାଗୁ ହେବା ନେଇ ସୂଚନା ଦେଇଛି ବିଏମ୍‌ସି ।

ଏହା ସହିତ କୌଣସି ସାମଜିକ କାର୍ଯ୍ୟକ୍ରମକୁ ମଧ୍ୟ ଅନୁମତି ମିଳିବ ନାହିଁ । ଗତ କିଛି ଦିନ ହେବ ରାଜଧାନୀ ଭୁବନେଶ୍ବର ସମେତ ରାଜ୍ୟରେ କୋଭିଡ୍ ସଂକ୍ରମଣ ବ୍ୟାପକ ମାତ୍ରାରେ ବୃଦ୍ଧି ପାଇବାରେ ଲାଗିଛି । ଏହାକୁ ଦୃଷ୍ଟିରେ ରଖି ନୂଆ ଗାଇଡ୍‌ଲାଇନ୍‌ ଜାରି କରିଛି ବିଏମ୍‌ସି ।

   Related Posts