Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ସରିଲାନି ଆର୍ଯ୍ୟନ ଖାନ୍‌ଙ୍କ ଜାମିନ୍‌ ଆବେଦନର ଶୁଣାଣି, ଆସନ୍ତାକାଲିକୁ ସ୍ଥଗିତ ରଖିଲେ କୋର୍ଟ
  • ||
  • ଭାରତୀୟ ଶିକ୍ଷୟିତ୍ରୀଙ୍କ ପାକିସ୍ତାନ ପ୍ରେମ, ଷ୍ଟାଟସ୍ ଦେଲେ ‘ଆମେ ମ୍ୟାଚ୍ ଜିତିଗଲୁ’
  • ||
  • ରାଜ୍ୟରେ କମୁଛି କରୋନା ଗ୍ରାଫ୍ : କୋଭିଡ୍ ନେଲା ଆଉ ୪ ଜଣଙ୍କ ଜୀବନ
  • ||
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୪୩୩ କୋଭିଡ୍ ପଜିଟିଭ୍
  • ||
  • ନୂଆଦିଲ୍ଲୀ ସୀମାପୁରୀରେ ଅଭାବନୀୟ ଘଟଣା : ଘରେ ଲାଗିଲା ନିଆଁ, ୪ ମୃତ
  • ||
  • ଏବର୍ଷ ରାଜ୍ୟରେ ହାଡଭଙ୍ଗା ଶୀତ, ଅଧିକ ଦିନ ଥରାଇବ
  • ||
  • ସିଆରପିଏଫ କ୍ୟାମ୍ପରେ ରାତି ବିତାଇଲେ ଶାହ, ଯବାନଙ୍କ ସହ କଲେ ରାତ୍ରି ଭୋଜନ
  • ||
  • ମମିତା ମେହେର ହତ୍ୟା ମାମଲା : ବିଜେପି ପକ୍ଷରୁ ୧୨ ଘଣ୍ଟିଆ ସମ୍ବଲପୁର ବନ୍ଦ, ସେପଟେ ଡିଜିପି ଅଫିସ ଘେରାଉ କରିବ କଂଗ୍ରେସ
  • ||

ଅଟୋ ଭିତରେ ଫୁଟିଲା ବୋମା, ଚାଳକ ଗୁରୁତର

25/08/2019 at 8:36 PM

ଭୁବନେଶ୍ୱର – ରାଜଧାନୀରେ ଏକ ଅଟୋ ଭିତରେ ବୋମା ଫୁଟିଛି। ବ୍ୟସ୍ତବହୁଳ ଟଙ୍କପାଣି ରୋଡ୍‌ରେ ଏହି ଘଟଣା ଘଟିଛି ।  ବିଜେବି ନଗର ଟଙ୍କପାଣି ରାସ୍ତାରେ ସନ୍ଧ୍ୟା ସମୟରେ ଏକ ଅଟୋ ଭିତରେ ବୋମା ବିସ୍ଫୋରଣ ହୋଇଥିଲା । ଏଥିରେ ଅଟୋ ଚାଳକ ଜି. ଗୋବିନ୍ଦ ରାଓ ଆହତ ହୋଇଛନ୍ତି ।

ତାଙ୍କୁ ଗୁରୁତର ଅବସ୍ଥାରେ କ୍ୟାପିଟାଲ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ତେବେ କେଉଁ କାରଣରୁ ବୋମା ଫୁଟିଛି ତାହା ଜଣା ପଡି ନାହିଁ । ପୁଲିସ ଘଟଣାସ୍ଥଳରେ ପହଞ୍ଚି ଏହାର ତଦନ୍ତ କରୁଛି ।

   Related Posts