ori homes
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ‘କାଶ୍ମୀର ପଣ୍ଡିତଙ୍କ ହତ୍ୟାକାରୀକୁ କ୍ଷମା ନାହିଁ’ – ଉପ ରାଜ୍ୟପାଳ
  • ||
  • ଦେଶରେ ବଢୁଛି ସଂକ୍ରମଣ : ୨୪ ଘଣ୍ଟାରେ ବାହାରିଲେ ୨୨୦୨ କରୋନା ପଜିଟିଭ୍
  • ||
  • ସନ୍ଧ୍ୟାରେ ପଞ୍ଜାବ ବନାମ ଦିଲ୍ଲୀ, ‘କର ବା ମର’ ସ୍ଥିତିରେ ଉଭୟ ଟିମ୍
  • ||
  • ରାଜ୍ୟରେ ଖସୁଛି କରୋନା, ୨୪ ଘଣ୍ଟାରେ ବାହାରିଲେ ୭ ପଜିଟିଭ୍
  • ||
  • ଚଣ୍ଡୀଖୋଲ: ଟ୍ରକକୁ ଧକ୍କା ଦେଲା ଟ୍ରକ୍: ଗାଡି ଆଗକୁ ଛିଟିକି ପଡିଲେ ଡ୍ରାଇଭର, ଚାଲିଗଲା ଜୀବନ
  • ||
  • କମିବ ଖରା, ବଢିବ ଗୁଳୁଗୁଳି : ଭିଜାଇବ କାଳବୈଶାଖି ବର୍ଷା
  • ||

ଚିତ୍ରକୋଣ୍ଡାରେ ଡଙ୍ଗା ବୁଡି ନିଖୋଜ ଥିବା ୪ ଜଣଙ୍କ ମୃତଦେହ ଉଦ୍ଧାର

12/09/2018 at 12:35 PM

ମାଲକାନଗିରି ୧୨|୯: ମାଲକାନଗିରି ଜିଲ୍ଲା ଚିତ୍ରକୋଣ୍ଡାରେ ଡଙ୍ଗାବୁଡି ଘଟଣାରେ ନିଖୋଜ ୪ ଜଣଙ୍କ ମୃତଦେହ ଉଦ୍ଧାର ହୋଇଛି । ଅଗ୍ନିଶମ ବିଭାଗ ମୃତଦେହଗୁଡିକୁ ଉଦ୍ଧାର କରିଛି । ଗତକାଲି ବାଲିମେଳା ଜଳଭଣ୍ଡାରରେ ଏକ ଦେଶୀ ଡଙ୍ଗାରେ ଡଙ୍ଗାବୁଡି ୭ ଜଣଙ୍କ ମଧ୍ୟରୁ ୪ ଜଣ ନିଖୋଜ ଥିଲେ । ୩ ଜଣ ପହଁରି ପହଁରି କୂଳରେ ପହଞ୍ଚିଥିଲେ । ଚାଷ କାମ ସାରି ଘରକୁ ଫେରୁଥିବା ବେଳେ ବୁଡ଼ିଯାଇଥିଲା ଡଙ୍ଗା। ଗତକାଲିଠାରୁ ଉଦ୍ଧାର କାର୍ଯ୍ୟ ଆରମ୍ଭ କରାଯାଇଥିଲେ ମଧ୍ୟ ଦୀର୍ଘ ଘଣ୍ଟାର ପରିଶ୍ରମ ପରେ ସମସ୍ତ ନିଖୋଜଙ୍କ ମୃତଦେହ ଉଦ୍ଧାର କରିଛନ୍ତି ଅଗ୍ନିଶମ ବାହିନୀ ।

   Related Posts