Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୨ ଲକ୍ଷ ୩୮ ହଜାରରୁ ଅଧିକ କରୋନା ପଜିଟିଭ୍, ୩୧୦ ମୃତ
  • ||
  • ରାଜ୍ୟରେ ଆଉ ୪ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁ ସଂଖ୍ୟା ୮୪୮୮କୁ ବୃଦ୍ଧି
  • ||
  • ରାଜ୍ୟରେ ୧୧ ହଜାର ଉପରେ ଦୈନିକ ସଂକ୍ରମଣ : ୨୪ ଘଣ୍ଟାରେ ଚିହ୍ନଟ ହେଲେ ୧୧୦୮୬ କୋଭିଡ୍ ପଜିଟିଭ୍, ୧୧୫୫୪୮୭ରେ ପହଞ୍ଚିଲା ସଂଖ୍ୟା
  • ||
  • ରାଜଧାନୀରେ ଖସୁନି କରୋନା ଗ୍ରାଫ୍, ଆଉ ୬ ଅଞ୍ଚଳ ମାଇକ୍ରୋ କଣ୍ଟେନମେଣ୍ଟ୍ ଜୋନ୍
  • ||
  • ସରିଲା ହାସ୍ୟ ଅଭିନେତା ପ୍ରଜ୍ଞାଙ୍କ ନିର୍ବନ୍ଧ, ସୋସିଆଲ ମିଡିଆରେ ରିଙ୍ଗ୍ ସେରିମନି ଫଟୋ ଭାଇରାଲ
  • ||
  • ଗାଡି ପାର୍ଟସ ଦୋକାନରୁ ଲୁଟ୍, ବନ୍ଧୁକ ଦେଖାଇ ନେଇଗଲେ ଟଙ୍କା
  • ||
  • ଅଜଗରକୁ ଗିଳିଲା ଅହିରାଜ, ସାତକୋଶିଆରେ ବିରଳ ଘଟଣା !
  • ||
  • ଭାରସାମ୍ୟ ହରାଇ ବାଇକ ଦୁର୍ଘଟଣାଗ୍ରସ୍ତ, ୨ ଆରୋହୀ ମୃତ
  • ||
  • ଜାନୁଆରୀ ୨୦ରୁ ହଜିଯିବ ଶୀତ, ୨୩ରୁ ବର୍ଷା !
  • ||

ବ୍ରାହ୍ମଣୀ ନଦୀରେ ଡ଼ଂଗା ବୁଡ଼ି ଜଣେ ନିଖୋଜ,୪ଉଦ୍ଧାର

23/09/2018 at 9:17 PM

ସୁନ୍ଦରଗଡ଼;୨୩/୦୯-ଲହୁଣୀପଡ଼ା ଥାନା ର ଦରଜିଙ୍ଗ ନିକଟରେ ବ୍ରାହ୍ମଣୀ ନଦୀ ପାରି ହେଉଥିବାବେଳେ ହୋଲି ଡଙ୍ଗା ଭାରସାମ୍ୟ ହରାଇ ଓଲଟି ପଡିଯିବା ଫଳରେ ଡଙ୍ଗା ରେ ଯାଉଥିବା ନିଶ୍ଚିନ୍ତପୁର ଗ୍ରାମର ବାସନ୍ତୀ ମହାନ୍ତ ନାମକ ମହିଳା ନିଖୋଜ ହୋଇଯାଇଥିବା ବେଳେ ଅନ୍ୟ ୪ଜଣ ଉଦ୍ଧାର ପାଇ ପାରିଛନ୍ତି ।ଘଟଣା ସ୍ଥଳରେ ଅଗ୍ନିଶମ ବିଭାଗ କର୍ମଚାରୀ ପହଁଚି ୪ଜଣଙ୍କୁ ଉଦ୍ଧାର କରି ଲହୁଣୀପଡ଼ା ସରକାରୀ ଚିକିତ୍ସାଳୟକୁ ପଠାଯାଇଛି।

   Related Posts