Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କଳାହାଣ୍ଡି : ଘର ବାହାରେ ଶୋଇଥିବା ବେଳେ ମାଡିଗଲା ଟ୍ରକ୍, ସ୍ତ୍ରୀ ମୃତ, ସ୍ବାମୀ ଗୁରୁତର
  • ||
  • ସାନଖେମୁଣ୍ଡି : କୋଭିଡ୍ କଟକଣା ଉଲଂଘନ କରି ଗାଁରେ ଚାଲିଥିଲା ବାହାଘର ଭୋଜିଭାତ, ବନ୍ଦ କଲା ପ୍ରଶାସନ
  • ||
  • ଚୋରି କରୁଥିଲା ବିଦ୍ୟୁତ ଖୁଣ୍ଟ, ଗାଁ ଲୋକଙ୍କ ହାତରେ ଧରାପଡିଲା ଚୋର
  • ||
  • ରାଜ୍ୟରେ କରୋନା ନେଲା ଆଉ ୨୧ଜଣଙ୍କ ଜୀବନ, ୨୧୬୧ରେ ପହଞ୍ଚିଲା ମୃତ୍ୟୁସଂଖ୍ୟା
  • ||
  • ୧୧ ହଜାର ଉପରେ କରୋନା ସଂକ୍ରମଣ, ରାଜ୍ୟରେ ଗତ ୨୪ଘଣ୍ଟାରେ ବାହାରିଲେ ୧୧,୮୦୭ ପଜିଟିଭ୍
  • ||
  • କମିଲା ତାତି : ଆଜି ଏହି ସବୁ ଜିଲ୍ଲାରେ ବଜ୍ରପାତ ସହ କୁଆପଥର ବର୍ଷା ସମ୍ଭାବନା
  • ||
  • ସଂକ୍ରମଣ ରୋକିବାକୁ ରାଜ୍ୟରେ ସାପ୍ତାହିକ ସଟ୍‌ଡାଉନ୍, ଜରୁରୀ ସେବାକୁ ଛାଡ଼ିଦେଲେ ସବୁ ବନ୍ଦ
  • ||

ଗତକାଲି ଭଦ୍ରକରେ ଦୁର୍ଘଟଣାରେ ମୃତ୍ୟୁ ହୋଇଥିବା ୫ ଛାତ୍ରଛାତ୍ରୀଙ୍କ ଶେଷକୃତ୍ୟ ସମ୍ପନ୍ନ

20/07/2018 at 5:53 AM

ଭଦ୍ରକରେ ସ୍କୁଲ ପିଲାଙ୍କ ମୃତ୍ୟୁ ଘଟଣାରେ ଅସୁରା ଗାଁ ମଶାଣିରେ ମୃତ ୫ ଛାତ୍ରଛାତ୍ରୀଙ୍କ ଶେଷକୃତ୍ୟ ସମ୍ପନ୍ନ କରାଯାଇଛି | ମୃତ ସତ୍ୟବ୍ରତ ବାରିକଙ୍କ ମୃତଦେହକୁ ପୁରୀ ସ୍ୱର୍ଗଦ୍ୱାର ନିଆଯାଇଥିବା ବେଳେ ଅନ୍ୟ ୪ଟି ମୃତଦେହକୁ ଅସୁରା ଗାଁକୁ ନିଆଯାଇଛି | ଗାଁ ମଶାଣିରେ ସେମାନଙ୍କ ଶବଦାହ କରାଯାଇଛି | ଶବଦାହ ବେଳେ କାନ୍ଦ ବୋବାଳିରେ ଫାଟି ପଡୁଥିଲା ପୁରା ଅଂଚଳ | ଗତକାଲି ଭଦ୍ରକ ଡାକ୍ତରଖାନାରେ ମୃତ ଛାତ୍ରଛାତ୍ରୀଙ୍କ ସବା ବ୍ୟବଚ୍ଛେଦ କରାଯାଇଥିଲା |

   Related Posts